Home Articles posted by odadmin (Page 1353)
Odisha News
ଭୁବନେଶ୍ବର,୬/୫: ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ବିଶେଷ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମ ଥର ପାଇଁ ସବୁ ବୁଥରେ ହେବ ୱେବକାଷ୍ଟିଂ। ଝାରସୁଗୁଡ଼ା ଉପନିର୍ବାଚନରେ ଏହା କରାଯିବ, ଯାହା ସିଧାସଳଖ ନିର୍ବାଚନ ଅଧିକାରୀ ଦେଖି ପାରିବେ।ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆହୁରି କହିଛନ୍ତି, ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ୪୦% ସମ୍ବେଦନଶୀଳ ବୁଥ ଅଛି। ଝାରସୁଗୁଡ଼ାରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ Continue Reading
National News
Madhya Pradesh,May 6 :  Adah Sharma-starrer The Kerala Story has been making headlines ever since its announcement due to its sensitive subject. Directed by Sudipto Sen, the film released on May 5 in theatres amid multiple controversies. In a new development, The Kerala Story has been declared tax free in Madhya Pradesh. For the uninitiated, […]Continue Reading
Odisha News
ଭୁବନେଶ୍ବର,୬/୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର ଲାଗି ଝାରସୁଗୁଡ଼ା ଗସ୍ତରେ ଯିବେ। ସେ ସାଢେ ୪ଟାରେ ଝାରସୁଗୁଡ଼ାରେ ଆୟୋଜିତ ସଭାରେ ଯୋଗ ଦେବେ। ସେ ସଭାସ୍ଥଳରୁ ବାହାରି ସନ୍ଧ୍ୟା ୫ ଟା ୫୦ ରେ ଭୁବନେଶ୍ଵର ଫେରିବେ ବୋଲି ଜଣାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଯିବେ ବୋଲି ଚର୍ଚ୍ଚା Continue Reading
Bollywood National News
KERALA,MAY 6 : The Kerala Story released amid multiple controversies. Adah Sharma’s film left the Internet divided on its opening day on May 5. Early box office estimates suggest that the film opened to decent numbers, compared to what Bollywood films of late has been witnessing on the first day. Amid all the controversies surrounding […]Continue Reading
Odisha News
ବରଗଡ,୬/୫ : ଶୌଚାଳୟରେ ଜନ୍ମ ହେଲା ନବଜାତ ଶିଶୁକନ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ ମୁଖ୍ୟ ଚିକିତ୍ସାଳୟରେ। ଶିଶୁଟିକୁ ଉଦ୍ଧାର କରାଯାଇ SNCU ରେ ଭର୍ତ୍ତି କରାଯାଇଛି।କକରାଝୁରୀ ଡୁଙ୍ଗୁରିପାଲି ଅଞ୍ଚଳର ଜଣେ ମହିଳା ସନ୍ତୋସିନୀ ମିର୍ଧାଙ୍କର ପ୍ରସବ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଗତକାଲି ବିଳମ୍ବିତ ରାତିରେ ବରଗଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଆଜି ସକାଳେ ସନ୍ତୋସିନୀଙ୍କୁ ଶୌଚ ପାଇଁ ପାଇଖାନାକୁ ଯାଇଥିଲେ। ଶୌଚ ସମୟରେ Continue Reading
Odisha News
ଢେଙ୍କାନାଳ,୬/୫ : ଅଷ୍ଟପ୍ରହରୀ ସାରି ଟାଟାଏସିରେ ଘରକୁ ଫେରୁଥିଲେ। ଅଧା ବାଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଲା ଗାଡ଼ି। ଦୁର୍ଘଟଣାରେ ୨୮ ଜଣ ଆହତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ କାମାକ୍ଷାନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କୁ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଅଷ୍ଟପ୍ରହରୀ ନାମଯଜ୍ଞ ସାରି ଆଜି ସକାଳେ ୩୦ ଜଣ ବ୍ୟକ୍ତି Continue Reading
Odisha News
କୁଚିଣ୍ଡା,୬/୫: ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଖର୍ଲା ବାଇପାସ୍ ବ୍ରିଜ୍ ନିକଟରେ ଶନିବାର ସକାଳେ ଜଣେ ଶିକ୍ଷକଙ୍କ ମୃତଦେହ ଠାବ ହୋଇଛି। ତାଙ୍କୁ କେହି ଦୁର୍ବୃତ୍ତ ଗଳାକାଟି ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ରକ୍ତଜୁଡ଼ୁବୁଡ଼ୁ ଅବସ୍ଥାରେ ଶିକ୍ଷକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ କୁଚିଣ୍ଡା ଥାନା ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ସମ୍ବଲପୁରରୁ ସାଇଣ୍ଟିଫିକ୍ ଟିମ୍ ଆସିବା ପରେ ଶବ ବ୍ୟବଚ୍ଛେଦ Continue Reading