Home Articles posted by odadmin (Page 136)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୫ : ଓଡ଼ିଶା ଦକ୍ଷତା ବିକାଶ ଏବଂ ବୋଲିନେନି ମେଡିସ୍କିଲ୍ସ ଏକ୍ଜିକ୍ୟୁଟିଭ୍‌ଙ୍କ ମିଳିତ ଆନୁକୂଲ୍ୟରେ ‘ ରୋଗୀ ସମ୍ପର୍କ ସହଯୋଗୀ” (ପେସେଣ୍ଟ ରିଲେସନ୍ସ ଆସୋସିଏଟ୍) ଏବଂ ଗୋଦାମ ଫାର୍ମାସୀ ସହଯୋଗୀ (ୱେର ହାଉସିଂ ଫାର୍ମାସି) ପାଠ୍ୟକ୍ରମ ବିଷୟରେ ସମ୍ପୂର୍ଣ୍ଣ ମାଗଣା ପ୍ରଶିକ୍ଷଣ ଓ ନିଯୁକ୍ତି ସୁଯୋଗ ପ୍ରଦାନ କାର୍ଯ୍ୟକ୍ରମ କରାଯାଉଛି।ଏହି କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ନିଯୁକ୍ତି ଅଧିକାରୀ ଶ୍ରୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୋଟ ୭୩ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୫ଟି ବ୍ୟକ୍ତିଗତ ଓ ୧୮ଟି ସାମୂହିକ ଅଭିଯୋଗ ରହିଥିଲା।ଏହି ଅଭିଯୋଗ ଶୁଣାଣି ରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ,ଆରକ୍ଷୀ ଅଧିକ୍ଷକ ହରିଶ ବିସି, ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାସ ,ଜିଲ୍ଲା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୫ : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜିଲ୍ଲା ଜଳପରିମଳ ମିଶନର ବିଭାଗୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ , ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଗ୍ରାମ୍ୟ ଜଳ ଯୋଗାଣ ଅଧିକ୍ଷଣ ଯନ୍ତ୍ରୀ ଶ୍ରୀମତୀ ପଲ୍ଲବୀ ସାମଲ, ଗ୍ରାମ୍ୟ ବିକାଶ ଅଧିକ୍ଷଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୩/୫ : ଖୋର୍ଦ୍ଧାରୋଡ଼ ମଣ୍ଡଳ ଅଧୀନରେ ବିଭିନ୍ନ ରେଳ କାର୍ଯ୍ୟରେ ନିୟୋଜିତ ଥିବା ଠିକାଦାର ମାନଙ୍କ ମଧ୍ୟରେ ଆଇନଗତ ବ୍ୟବସ୍ଥା, ଶ୍ରମ ନିୟମାବଳୀ ଏବଂ ଶ୍ରମିକ କଲ୍ୟାଣକାରୀ ପଦକ୍ଷେପ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏକ ଆଲୋଚନାଚକ୍ର ତଥା କର୍ମଶାଳା ଆୟୋଜିତ ହୋଇଯାଇଛି। ଶ୍ରମ ପ୍ରବର୍ତ୍ତନ ବିଭାଗର ସହଯୋଗରେ ଏହି କାର୍ଯ୍ୟକ୍ରମଟି ଅନୁଷ୍ଠିତ ହୋଇଥିଲା।ଭୁବନେଶ୍ୱରର ଶ୍ରମ ପ୍ରବର୍ତ୍ତନ ଅଧିକାରୀ Continue Reading
Odisha News
କେନ୍ଦ୍ରାପଡ଼ା, ୧୩/୫: ଯୁବକଙ୍କ ଛାତିରେ ହେଉଥିଲା ଯନ୍ତ୍ରଣା । ମେଡିକାଲରେ କୁକୁର କାମୁଡା ରୋଗୀଙ୍କ ପାଖରେ ବସିଥିଲେ । କୁକୁର କାମୁଡ଼ା ରୋଗୀଙ୍କ ବଦଳରେ ସେହି ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକସନ୍ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲ୍ଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଖିବାକୁ ମିଳିଛି ଏଭଳି ଘଟଣା । ଅଭିଯୋଗ ଅନୁଯାୟୀ, ଅନନ୍ତ ଜେନା ନାମକ ଜଣେ ଯୁବକଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ Continue Reading
Odisha News
ବଲାଙ୍ଗୀର, ୧୩/୫ : ବଲାଙ୍ଗୀର କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା। ଅନେକ ଦିନ ହେଲା ସେ ଅସୁସ୍ଥ ରହିଥିଲେ । ଆୟୁବ ଖାଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଥରେ ଏବଂ ବିଜେଡି ପ୍ରାର୍ଥୀ ଭାବେ ଦୁଇ-ଦୁଇ ଥର ନିର୍ବାଚନ ଲଢ଼ି ବିଧାୟକ ହୋଇଥିଲେ। ତାଙ୍କ ଦେହାନ୍ତ ଖବର ଶୁଣିବା ପରେ ବିଭିନ୍ନ […]Continue Reading
National News
UTTAR PRADESH,MAY 13 : Prateek Yadav, the younger son of Samajwadi Party founder Mulayam Singh Yadav and stepbrother of Akhilesh Yadav, passed away at Dr. Shyama Prasad Mukherjee Civil Hospital in Lucknow early on Wednesday morning. Prateek, a fitness enthusiast and owner of a prominent gym in Lucknow, was 38 years old. According to sources, […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୨/୫ : ଖୋର୍ଦ୍ଧାରେ ବ୍ୟବସାୟ ଏବଂ ବାଣିଜ୍ୟର ଅଭିବୃଦ୍ଧି ପଛରେ ଜିଲ୍ଲାରେ ଗଢ଼ି ଉଠିଥିବା କ୍ରସର୍ ୟୁନିଟ୍ ଏକ ବଡ ଭୂମିକା ରହିଛି । ପ୍ରାୟ ୩୦ହଜାରରୁ ଉର୍ଦ୍ଧ ଶ୍ରମିକ ଖୋର୍ଦ୍ଧା ନିକଟବର୍ତୀ ତାପଙ୍ଗ, ମଳିପଡା, ଛତ୍ରମା ଏବଂ ଦଧିମାଛଗାଡ଼ିଆ ଆଦି ଅଂଚଳରେ କ୍ରସର ଶିଳ୍ପ ଉପରେ ନିର୍ଭର କରି ଚଳୁଛନ୍ତି ।କେବଳ ଖୋର୍ଦ୍ଧା ନୁହେଁ ଗଞ୍ଜାମ ଏବଂ ନୟାଗଡ଼ ଜିଲ୍ଲାର ଅନେକ ଲୋକଙ୍କ ପରିବାର ପ୍ରତିପୋଷଣ ହୋଇଥାଏ ଏହି Continue Reading