ଭୁବନେଶ୍ୱର,୧୬/୭: କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍ । ବହୁଳ ସକ୍ରିୟ ସଂକ୍ରମିତ ଥିବା ଖୋର୍ଧା, କଟକ, ଗଞ୍ଜାମ, ଯାଜପୁର, ରାଉରକେଲା ମ୍ୟୁନିସିପାଲିଟି କର୍ପୋପେସନ୍ ଆଦି ୪ ଜିଲ୍ଲାରେ ଶୁକ୍ରବାର ରାତ୍ର ୯ରୁ ଜୁଲାଇ ୩୧ ମଧ୍ୟରାତ୍ର ଯାଏଁ ଲକଡାଉନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇଛନ୍ତି ।ଏହି ଲକ୍ଡାଉନ ସମୟରେ ଲୋକଙ୍କ ଯାତାୟତ ବନ୍ଦ ରହିବ। ଅତ୍ୟାବଶ୍ୟକକୁ ଛାଡ଼ି ସମସ୍ତ Continue Reading
କଟକ,୧୬/୭: କରୋନା ଭାଇରସ୍ ପାଇଁ ଫେସ୍ମାସ୍କ ପିନ୍ଧିବା ଏବେ ବାଧ୍ୟତାମୂଳକ ହୋଇ ଯାଇଛି।ଏହି ସମୟରେ କଟକର ଗୋଲ୍ଡେନ ମ୍ୟାନ ଆଲୋକ ମହାନ୍ତି ନିଜ ପାଇଁ ପ୍ରସ୍ତୁତ କରିଛନ୍ତି ସୁନାର ମାସ୍କ। ଏହି ମାସ୍କର ଓଜନ ରହିଛି ଶହେ ଗ୍ରାମ। ଏହାର ଆନୁମାନିକ ମୂଲ୍ୟ ୩ ଲକ୍ଷ ୫୦ ହଜାର ଟଙ୍କା ହେବ। ଏହା ଏନ-୯୫ ମାସ୍କରେ ପ୍ରସ୍ତୁତ ହୋଇଛି ।ଏହି ମାସ୍କକୁ ନେଇ ଏବେ ଚର୍ଚ୍ଚାରେ କଟକର ଆଲୋକ ମହାନ୍ତି। ସୁନା ପ୍ରତି ଆଲୋକଙ୍କ ଅହେତୁକ ଦୁର୍ବଳତା […]Continue Reading
Jajpur ,16/7: In a shocking incident, police arrested on Thursday a tribal man on the charges of beheading a suspected witch on Wednesday night in a tribal dominated village of Jajpur district. After decapitating the witch, the accused walked seven kilometers with the severed head and surrendered himself before the police in the police outpost […]Continue Reading
ଭୁବନେଶ୍ୱର,୧୬/୭: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କମିଶନରେଟ୍ ପୁଲିସ୍ର ଜଣେ କାର୍ୟ୍ୟରତ କନଷ୍ଟେବଲ୍।ଏରିଅର ଟଙ୍କା କରାଇଦେବାକୁ କନଷ୍ଟେବଲ୍ ସୁରେଶ ଦାସ ନାମକ ଜଣେ ବ୍ୟକ୍ତିଙ୍କୁ ୮ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ଭିଜିଲାନ୍ସକୁ ଜଣାଇଥିଲେ। ସୁରେଶ ସମ୍ପୃକ୍ତ ବ୍ୟକ୍ତିଙ୍କ ନିକଟରୁ ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ୍ ହଠାତ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଧରିଥିଲା। ତାଙ୍କୁ Continue Reading
ଭୁବନେଶ୍ୱର,୧୬/୭: ଭୁବନେଶ୍ୱରୁ ଗୁରୁବାର ଦିନ ୧୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି । ନୂଆ ସୁସ୍ଥଙ୍କୁ ମିଶାଇଲେ ଭୁବନେଶ୍ୱରରେ ଏବେ ୪୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୫୦୪ଟି ସକ୍ରିୟ ମାମଲା ଏବେ ବି ରହିଛି ।ସୁସ୍ଥ ହୋଇଥିବା ୧୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖଣ୍ଡଗିରି ପିପିଏଲ୍ ଅଞ୍ଚଳରୁ ଜଣେ ମହିଳା ଓ ଜଣେ ପୁରୁଷ, ଘାଟିକିଆ ସିଇଟି କଲେଜ ଅଞ୍ଚଳରୁ ଜଣେ […]Continue Reading
New Delhi,16/7: Sounding a note of caution, former RBI governor Raghuram Rajan on Tuesday said non-performing assets (NPAs) of the banking sector are likely to witness unprecedented increase in the next six months and the sooner the problem is recognised the better it would be. The outbreak of COVID-19 and subsequent lockdown to curb the […]Continue Reading
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟନୂଆଗାଁ,୧୬/୭: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ ଝୋଲା ରୁ ବୁଧବାର ୯ ଜଣ ଓ ଗୁରୁବାର ଦିନ ଆଉ ୨ ଜଣ ଏହିପରି ଭାବେ ୧୧ ଜଣ କରୋନା ରେ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ବଢ଼ିଯାଇଛି। ଗୋଷ୍ଠୀ ସଂକ୍ରମଣ ଆଶଙ୍କା କୁ ଦୃଷ୍ଟିରେ ରଖି ବାହାଡ ଝୋଲା ସରପଞ୍ଚ ୫ ଦିନ ସଟ୍ ଡାଉନ୍ ଘୋଷଣା କରିଛନ୍ତି। […]Continue Reading
ଭୁବନେଶ୍ୱର,୧୬/୭: ରାଜଧାନୀ ଭୁବନେଶ୍ୱରରରୁ ଗୁରୁବାର ଦିନ ପୁଣି ନୂଆ ୬୦ଜଣ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୪୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୨୦ଜଣ ସ୍ଥାନୀୟ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଥିବା ନେଇ ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।ସ୍ଥାନୀୟ ସଂକ୍ରମିତମାନେ ହେଲେ ଭୀମଟାଙ୍ଗିର ୫୦ ବର୍ଷୀୟ ବୃଦ୍ଧ, ଆଚାର୍ୟ୍ୟ ବିହାରର ୨୧ ଓ ୩୮ ବର୍ଷୀୟ ଦୁଇ ଯୁବକ, ଜୟଦେବ ବିହାରର ୨୬ ଓ ୨୧ Continue Reading
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ନୟାଗଡ / ନୂଆଗାଁ,୧୬/୭: ରାଜ୍ୟରେ କରୋ ନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ନୟାଗଡ ଜିଲ୍ଲାରେ ବୁଧବାର ଦିନ ଆଉ ୧୫ ଜଣକରୋ ନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆକ୍ରାନ୍ତ ଙ୍କ ସଂଖ୍ୟା ୨୯୦ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଏହି ୧୫ ଜଣ ଙ୍କ ମଧ୍ୟରୁ ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ ଝୋଲା ର ୯ ଜଣ ବୋଲି ଜଣାପଡିଛି। ଏହି ୯ ଜଣ ଙ୍କ […]Continue Reading
ଭୁବନେଶ୍ବର,୧୬/୭: ରାଜ୍ୟରେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରେ ମୃତକଙ୍କ ସଂଖ୍ୟା ୭୯ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, ଉଭୟ ମୃତକ ଗଞ୍ଜାମ ଜିଲ୍ଲାର ବାସିନ୍ଦା। ଉଭୟଙ୍କ ବୟସ ଯଥାକ୍ରମେ ୫୧ ଓ ୩୪। ୩୪ ବର୍ଷିୟ ଯୁବକଜଣକ ଉଚ୍ଚ […]Continue Reading




