Home Articles posted by odadmin (Page 1387)
Odisha News
ବାଲେଶ୍ୱର,୧୪/୭: ବାଲେଶ୍ୱର ରେମୁଣା ବିଜେଡି ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଙ୍କର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ସଂକ୍ରମିତ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ସଂସ୍ପର୍ଶରେ ଆସିଥିବାରୁ ସେ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ତେବେ ନୀଳଗିରି ବିଧାୟକ ସୁକାନ୍ତଙ୍କ ପଜିଟିଭ ରିପୋର୍ଟ ପରେ ସୁଧାଂଶୁ ନିଜ ବାସଭବନରେ ଗୃହସଙ୍ଗରୋଧରେ ଥିଲେ। ସ୍ୱାବ୍ ଟେଷ୍ଟ ପରେ ରିପୋର୍ଟ ପଜିଟିଭ୍ ଆସିଛି।ରାଜ୍ୟରେ ୩ ବିଧାୟକ କରୋନା ସଂକ୍ରମିତ ହେଲେଣି।Continue Reading
Odisha News
ଭୁବନେଶ୍ୱର,୧୪/୭: ୨୪ ଘଣ୍ଟାରେ ରାଜ୍ୟରେ ପ୍ରଥମ ଥର ଗୋଟିଏ ଦିନରେ ୬୦୯ ଆରୋଗ୍ୟ ହୋଇଛନ୍ତି। ଏହାକୁ ମିଶାଇ ଓଡିଶାରେ ସୁସ୍ଥ ସଂଖ୍ୟା ୯୮୬୪ରେ ପହଞ୍ଚିଛି। ଏ ନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳାବର ଟ୍ଵିଟ୍ ଜରିଆରେ ଏହାର ସୂଚନା ଦିଆଯାଇଛି।ଗଞ୍ଜାମରୁ ସର୍ବାଧିକ ୨୬୮ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ସୁନ୍ଦରଗଡରୁ ୧୩୫, ଖୋର୍ଦ୍ଧାରୁ ୩୭, କଟକରୁ ୩୨, ବାଲେଶ୍ଵରରୁ ୨୫, କେନ୍ଦୁଝରରୁ ୨୩, ମୟୂରଭଞ୍ଜରୁ ୧୮, Continue Reading
Odisha News
ଭୁବନେଶ୍ୱର,୧୪/୭: ଭୁବନେଶ୍ୱରରୁ ଆଜି ପୁଣି ୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୫୧ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬ଟି ସ୍ଥାନୀୟ ମାମଲା ରହିଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ମଙ୍ଗଳବାର ଟୁଇଟ କରି ସୂଚନା ଦିଆଯାଇଛି।ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରେ ହସ୍ପିଟାଲରୁ ୩୨ ଓ ୨୫ ବର୍ଷୀୟ ଦୁଇ ମହିଳା, ଚନ୍ଦ୍ରଶେଖରପୁରରୁ ୨୭ ବର୍ଷୀୟ ଯୁବକ ଓ ୫୦ Continue Reading
Odisha News
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ନୂଆଗାଁ ,୧୪/୭: ରାଜ୍ୟ ସରକାରଙ୍କ ଦ୍ଵାରା ଆଦିବାସୀ ଲୋକମାନଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ବିଭାଗୀୟ ଅଧିକାରୀ ଙ୍କ ଦାୟିତ୍ଵ ହୀନତା ଯୋଗୁଁ ଆଦିବାସୀ ଲୋକମାନେ ମୌଳିକ ସୁବିଧା ରୁ ବଞ୍ଚିତ ହେବା ସହ ବିଭିନ୍ନ ସମସ୍ୟା ରେ ଯୁଡୁବୁଡୁ ହୋଇ ରହୁଛନ୍ତି।ଏଭଳି ଏକ ସ୍ପଷ୍ଟ ଚିତ୍ର ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଉଦୟପୁର ପଞ୍ଚାୟତ Continue Reading
Odisha News
ଭୁବନେଶ୍ୱର,୧୪/୭: ଓଡ଼ିଶାରେ ଆଜି ପୁଣି ୪ ଜଣ ଜୀବନ ନେଇଛି କରୋନା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ ଛୁଇଁଛି।୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।କଟକର ଜଣେ ୭୧ ବର୍ଷୀୟ ବୃଦ୍ଧ ଆଜି କରୋନାରେ ଆଖି ବୁଜିଛନ୍ତି। ସେ ପୂର୍ବରୁ […]Continue Reading
Odisha News
ଭୁବନେଶ୍ବର ,୧୪/୭: ରାଜ୍ୟରେ ପୁଣି ୫୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଚିହ୍ନଟ ହୋଇଥିବା ୫୪୩ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୮୯ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।ସୂଚନା ଅନୁଯାୟୀ, ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮, ଖୋର୍ଦ୍ଧାରୁ ୮୭,ସୁନ୍ଦରଗଡ଼ Continue Reading
Business News
As of July 10, GoAir flew 103 international charters from the Gulf countries to Ahmedabad, Bengaluru, Chandigarh, Chennai, Delhi, Hyderabad, Jaipur, Kannur, Kochi, Kolkata, Lucknow and Mumbai. MUMBAI,JULY 14 : Budget carrier GoAir on Monday said it operated over 100 international charter flights and repatriated 18,195 stranded Indians in one month amidst the coronavirus Continue Reading