ଭୁବନେଶ୍ୱର,୧୨/୫ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଓ ଅଶୋଧିତ ତେଲ ଦର ବୃଦ୍ଧିକୁ ନେଇ ଦେଶବାସୀଙ୍କ ଚିନ୍ତା ବଢ଼ିଥିବା ବେଳେ ଓଡ଼ିଶାରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ନେଇ ଲୋକଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଛି।ଅନେକ ସ୍ଥାନରେ ପେଟ୍ରୋଲ ପମ୍ପରେ ଗାଡ଼ିର ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି। ଏହାକୁ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସ୍ଥିତିକୁ ସ୍ପଷ୍ଟ କରି ଲୋକଙ୍କୁ ଆଶ୍ୱାସନ ଦେଇଛନ୍ତି।ମନ୍ତ୍ରୀ କହିଛନ୍ତି, ରାଜ୍ୟରେ କିମ୍ବା ଦେଶରେ କୌଣସି Continue Reading




