Home Articles posted by odadmin (Page 1390)
Odisha News
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ନୂଆଗାଁ,୧୨/୭: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ବାହାଡ଼ ଝୋଲା ପଞ୍ଚାୟତ ଅଧିନରେ ଥିବା ଘଡେଇ ବନ୍ଧ ଗ୍ରାମ ର ଗହିରରେ ଥିବା ବିଲରେ ଟ୍ରାକ୍ଟର ଓଲଟି ପଡ଼ିବାରୁ ଟ୍ରାକ୍ଟର ଚାଳକ ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।ସୂଚନା ଅନୁଯାୟୀ ଟ୍ରାକ୍ଟର ଚାଳକ ଟୁନିଆ ବାରିକ(୪୦) ବିଲରେ ଟ୍ରାକ୍ଟର ସାହାଯ୍ୟରେ କାଦୁଅ କରିସାରି ବାହାରକୁ ବାହାରିବା ବେଳେ ଟ୍ରାକ୍ଟର ଓଲଟି ପଡ଼ିବାରୁ ଟ୍ରାକ୍ଟର ସହିତ ଚାଳକ କାଦୁଅ ଭିତରେ Continue Reading
Odisha News
ଭୁବନେଶ୍ୱରରୁ ପୁଣି ୬୪ କରୋନା ଆକ୍ରାନ୍ତ ଚିହ୍ନଟଭୁବନେଶ୍ୱର,୧୨/୭: ଭୁବନେଶ୍ୱରରୁ ରବିବାର ଦିନ ପୁଣି ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୬ ରହିଥିବାବେଳେ ଲୋକାଲ କେସ୍ ୨୮ ରହିଛି। ସେପଟେ ଭୁବନେଶ୍ୱର ସହରରୁ ଆଉ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୭୦୪ ରିହିଛି । ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩୨୭ ଜଣ । ଆକ୍ଟିଭ ଅଛନ୍ତି ୩୬୮ ଜଣ । ସେଥି ମଧ୍ୟରୁ […]Continue Reading
Odisha News
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ନୂଆଗାଁ,୧୨/୭: ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ , ପ୍ରଖ୍ୟାତ ସଂଗ୍ରାହକ ଏବଂ ଦାଶରଥି ସଂଗ୍ରହାଳୟ ର ପ୍ରତିଷ୍ଠାତା ଦଶ ପଇସାର ଅଜା ଦାସିଆ ଅଜା ଙ୍କ ଆଜି ହେଉଛି ୧୧୩ ତମ ଜନ୍ମ ଜୟନ୍ତୀ। ଓଡ଼ିଶା ସାରା ଦାସିଆ ଅଜା ନାମରେ ପରିଚିତ ଦାଶରଥି ପଟ୍ଟନାୟକ ଙ୍କ ସଂଗ୍ରହାଳୟ ଓ ପାଠାଗାର ଦେଶ ବିଦେଶରେ ସ୍ୱତନ୍ତ୍ରତା ସୃଷ୍ଟି କରିଛି।ଏହାକୁ ଦର୍ଶନ କଲେ ଆବିଷ୍କାର ମନୋବୃତ୍ତିର ସୃଷ୍ଟି ହୁଏ ।ଏପରି ଲାଗେ […]Continue Reading
Odisha News
ଭୁବନେଶ୍ୱର,୧୨/୭:ରାଜ୍ୟରେ କରୋନା ଆକ୍ରାନ୍ତରେ ରବିବାର ଦିନ ଆଉ ୩ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ସମସ୍ତ ୩ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି।ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୧ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୦ Continue Reading
Odisha News
ଭୁବନେଶ୍ବର: ଆଜି ରାଜ୍ୟରେ ୫୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୩୯୪ ଓ ସ୍ଥାନୀୟ ଅଞ୍ଚଳରୁ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମ ଜିଲ୍ଲାରୁ  ସର୍ବାଧିକ ୨୩୦ Continue Reading
Odisha News
ଖୋର୍ଦ୍ଧା,୧୨/୭: ଖୋର୍ଦ୍ଧା ଜିଲ୍ଲା ଜଟଣୀ ବିଏସ୍‌ଏଫ୍ କ୍ୟାମ୍ପ୍ରେ ୨ଜଣ ଯବାନଙ୍କ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏ ନେଇ ଜିଲ୍ଲାପାଳ ସୀତାଂଶୁ ରାଉତ ସୂଚନା ଦେଇଛନ୍ତି।କ୍ୟାମ୍ପରୁ ୨୪୫ ଜଣଙ୍କ ସ୍ୱାବ୍ ଟେଷ୍ଟ୍ ହୋଇଥିବା ବେଳେ ୨ ଜଣ ଯବାନ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସଂକ୍ରମିତ ଦୁଇ ଯବାନ କ୍ୱାରେଣ୍ଟିନ୍ରେ ଥିଲେ। ସ୍ୱାବ୍ ଟେଷ୍ଟ୍ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛଇ। ତେଣୁ କ୍ୟାମ୍ପ Continue Reading