Home Articles posted by odadmin (Page 1393)
Business News
NEW DELHI,JULY 10 : Housing sales fell 67 per cent at 21,294 units across nine major cities during April-June due to the coronavirus pandemic and nationwide lockdown, according to data analytics firm PropEquity. Recently, property consultant Anarock had released its data that showed an estimated 81 per cent fall in sales at 12,740 units across […]Continue Reading
Odisha News
ଦଶପଲ୍ଲା,୧୦/୭ : ରାଜ୍ୟରେ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ନୟାଗଡ ଜିଲ୍ଲାରେ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ଦୁଇ ଶହ ଅତିକ୍ରମ କରିଛି। ଲୋକମାନଙ୍କୁ କରୋନା ସଂକ୍ରମଣ ରୁ ସୁରକ୍ଷିତ ରଖିବା ,ସାମାଜିକ ଦୁରତ୍ଵ ବଜାୟ ରଖିବା,ମାସ୍କ ବ୍ୟବହାର ଉପରେ ଗୁରୁତ୍ବ ଦେବା ଏବଂ ଲୋକମାନେ କିପରି କରୋନା ସମ୍ପର୍କିତ ନୀତି ନିୟମ ପାଳନ କରିବେ ଆଦି ଉଦ୍ଦେଶ୍ୟ ନେଇ ନୟାଗଡ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶରେ ଗଠିତ ହୋଇଥିବା ସ୍ଵତନ୍ତ୍ର ଟିମ୍ ନୂଆଗାଁ Continue Reading
Odisha News
ଭୁବନେଶ୍ୱର,୧୦/୭: ରାଜ୍ୟରେ ପୁଣି କରୋନାରେ ସୁସ୍ଥ ହେଲେ ୫୬୫ ଜଣ । ମୋଟ ୭୯୭୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ ଟୁଇଟ୍ କରି ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ ।ସୁସ୍ଥ ହୋଇଥିବା ୫୬୫ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୧୮୫ଜଣ, ରାୟଗଡ଼ାରୁ ୮୫ଜଣ, ବଲାଙ୍ଗୀରରୁ ୪୫ଜଣ, କଟକରୁ ୩୨ଜଣ, ମାଲକାନଗିରିରୁ ୩୦ଜଣ, ବରଗଡ଼ରୁ ୨୪ଜଣ, ସୁନ୍ଦରଗଡ଼ରୁ ୨୪ଜଣ, ଅନୁଗୁଳରୁ ୨୩ଜଣ, ବାଲେଶ୍ବରରୁ ୧୭ଜଣ, ଜଗତସିଂହପୁରରୁ ୧୭ଜଣ, ଖୋର୍ଦ୍ଧାରୁ ୧୫ଜଣ, ଯାଜପୁରରୁ ୧୩ଜଣ, Continue Reading
Odisha News
କାନପୁର,୧୦/୭: ଉତ୍ତର ପ୍ରଦେଶର ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନ୍କାଉଣ୍ଟରରେ ନିହତ ହୋଇଥିବା ସୂଚନା ମିଳିଛି। ଗତକାଲି ମଧ୍ୟପ୍ରଦେଶ ଉଜୈନରୁ ବିକାଶକୁ ଗିରଫ କରିଥିଲା ପୁଲିସ୍। ବିକାଶ ଉଜୈନର ମହାକାଳ ମନ୍ଦିର ଦର୍ଶନ ପାଇଁ ଯାଇଥିବା ବେଳେ ପୁଲିସ୍ ତାଙ୍କୁ ଗିରଫ କରିଥିଲା।ସୂଚନା ଅନୁସାରେ, ଆଜି ସକାଳେ ଏକ ଗାଡ଼ିରେ ବିକାଶକୁ ଉତ୍ତରପ୍ରଦେଶ ସ୍ପେସାଲ୍ ଟାସ୍କ୍ ଫୋର୍ସ ମଧ୍ୟପ୍ରଦେଶରୁ କାନପୁର ଆଣୁଥିବା ବେଳେ କାନପୁର ନିକଟ ବାରା ଅଞ୍ଚଳରେ ଗାଡ଼ିଟି ରାସ୍ତାକଡ଼କୁ Continue Reading
Odisha News
ଭୁବନେଶ୍ବର୧୦/୭: ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦ ସଂକ୍ରମିତ ଚିହ୍ନଟ ହେଇଥିବା ବେଳେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ।ସୂଚନା ମୁତାବକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧,୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୪୭୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୪୦୭ […]Continue Reading
Odisha News
ଭୁବନେଶ୍ୱର,୧୦/୭: ରାଜ୍ୟରେ ଶୁକ୍ରବାର ଦିନ ଆଉ ୭୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସର୍ବାଧିକ ଆକ୍ରାନ୍ତ ଗଞ୍ଜାମରୁ ୩୨୦ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ନୂଆ ୭୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ସ୍ଥାନୀୟ ସଂକ୍ରମିତ ୨୪୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ Continue Reading