କାନପୁର,୧୦/୭: ଉତ୍ତର ପ୍ରଦେଶର ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନ୍କାଉଣ୍ଟରରେ ନିହତ ହୋଇଥିବା ସୂଚନା ମିଳିଛି। ଗତକାଲି ମଧ୍ୟପ୍ରଦେଶ ଉଜୈନରୁ ବିକାଶକୁ ଗିରଫ କରିଥିଲା ପୁଲିସ୍। ବିକାଶ ଉଜୈନର ମହାକାଳ ମନ୍ଦିର ଦର୍ଶନ ପାଇଁ ଯାଇଥିବା ବେଳେ ପୁଲିସ୍ ତାଙ୍କୁ ଗିରଫ କରିଥିଲା।ସୂଚନା ଅନୁସାରେ, ଆଜି ସକାଳେ ଏକ ଗାଡ଼ିରେ ବିକାଶକୁ ଉତ୍ତରପ୍ରଦେଶ ସ୍ପେସାଲ୍ ଟାସ୍କ୍ ଫୋର୍ସ ମଧ୍ୟପ୍ରଦେଶରୁ କାନପୁର ଆଣୁଥିବା ବେଳେ କାନପୁର ନିକଟ ବାରା ଅଞ୍ଚଳରେ ଗାଡ଼ିଟି ରାସ୍ତାକଡ଼କୁ Continue Reading
ଭୁବନେଶ୍ବର୧୦/୭: ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦ ସଂକ୍ରମିତ ଚିହ୍ନଟ ହେଇଥିବା ବେଳେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ।ସୂଚନା ମୁତାବକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧,୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୪୭୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୪୦୭ […]Continue Reading
ଭୁବନେଶ୍ୱର,୧୦/୭: ରାଜ୍ୟରେ ଶୁକ୍ରବାର ଦିନ ଆଉ ୭୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସର୍ବାଧିକ ଆକ୍ରାନ୍ତ ଗଞ୍ଜାମରୁ ୩୨୦ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ନୂଆ ୭୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ସ୍ଥାନୀୟ ସଂକ୍ରମିତ ୨୪୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ Continue Reading
କିଶୋର ମହାପାତ୍ର ଙ୍କ ରିପୋର୍ଟନୟାଗଡ଼,୯/୭: ନୟାଗଡ଼ ଡାକ୍ତରଖାନାରେ ଦଲାଲ ମାନଙ୍କ ରାଜ ଦିନ କୁ ଦିନ ବଢିବାରେ ଲାଗିଛି । ଦଲାଲ ମାନେ ଡାକ୍ତର ଙ୍କ ପାଖାପାଖି ରହି ନୂତନ ଶୈଳୀ ରେ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଛନ୍ତି । ଜଣେ ସୁସ୍ଥଲୋକକୁ ଟଙ୍କା ମାଧ୍ୟମରେ ଭିନ୍ନ କରିବାରେ ବିଳମ୍ବ ହେଉନାହିଁ । ଏଭଳି ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ । ୩ ହଜାର ୭ ଶହ ଟଙ୍କା ଦେଇ ଗୋଡ ଥାଇବି ଛୋଟା, ଆଖି […]Continue Reading
ଭୁବନେଶ୍ୱର,୯/୭: ଗୁରୁବାର ଦିନ ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ୪୦୧ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରେ ଆରୋଗ୍ୟ ଲାଭ କଲେଣି ୭୪୦୭ ।ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୦ଜଣ , ଗଜପତି ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଦେଓଗଡ ଜିଲ୍ଲାରୁ ୧୯ଜଣ, କୋରାପୁଟ ଜିଲ୍ଲାରୁ ୧୮, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ , ବରଗଡ ଜିଲ୍ଲାରୁ ୧୪ଜଣ, ଭଦ୍ରକ Continue Reading
କଟକ୯/୭: କଟକ ମେଡିକାଲ ପରିସରରେ ଭିଡ ନିୟନ୍ତ୍ରଣକୁ ଦୃଷ୍ଟିରେ ରକ୍ଷି ଏଭଳି ଟୋକନ ବ୍ୟବସ୍ଥା କରାଯାଇଛି । ଗାଡି ପାର୍କିଂରେ ଧାର୍ୟ୍ୟ ସମୟଠାରୁ ଅଧିକ ସମୟ ରହିଖିଲେ ଫାଇନ୍ ଆଦାୟ କରାଯିବ।ଏ ନେଇ ମେଡିକାଲ କର୍ତ୍ତୁପକ୍ଷ ଏପରି ନିଷ୍ପତ୍ତି ନେଇଛନ୍ତି। ୪ ଚାକିଆ ଯାନ ପାଇଁ ଘଣ୍ଟାପ୍ରତି ୧୦୦ଟଙ୍କା ଫାଇନ୍ ଆଦାୟ କରାଯିବ। କଟକରେ କରୋନା ଆକ୍ରନ୍ତ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ମେଡିକାଲ କର୍ତ୍ତୁପକ୍ଷଙ୍କ ଦ୍ବାରା ଏଭଳି ନିଷ୍ପତ୍ତି ନିଆଯାଇଛି।Continue Reading
ଭୁବନେଶ୍ବର,୯/୭: ରାଜ୍ୟରେ ଗୁରୁବାର ଦିନ ପୁଣି ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ପ୍ରଦତ୍ତ ସୂଚନା ଅନୁଯାୟୀ ସେମାନଙ୍କ ମଧ୍ୟରୁ ୩ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଭଦ୍ରକ ଜିଲ୍ଲାର ଜଣେ ଅଛନ୍ତି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷର ମହିଳା, ୫୮ ଓ […]Continue Reading
ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ ଦଶପଲ୍ଲା ,୯/୭: ନୟାଗଡ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ କୁଲୁରୁ କୁମ୍ପା ଗ୍ରାମ ପଞ୍ଚାୟତ ଠାରେ ଆୟୋଜିତ ୭୧ ତମ ବନ ମହୋତ୍ସବ ର ଉଦଯାପନୀ ଦିବସରେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣ କରିଥିଲେ।ବୃକ୍ଷ ରୋପଣ କରିବା ଦ୍ଵାରା କିପରି ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପଡିଥାଏ ତାହା ବର୍ଣ୍ଣନା କରିଥିଲେ।ସମ୍ମାନିତ ଅତିଥି ଭାବେ ବ୍ଲକ୍ Continue Reading
Odisha: BJP demands CBI probe to motivational speaker Aditya Das’ numberବୈାଦ୍ଧ,୮/୭-ମାନବ ପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁର ସହସ୍ୟ ଉନ୍ମୋଚନ କରିବା ପାଇଁ ସିବିଆଇ ବା କ୍ରାଇମ ବ୍ରାଞ୍ଜର ତଦନ୍ତ ଦାବି କରି ଆଜି ବୈାଦ୍ଧଜିଲ୍ଲା ବିଜେପି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।ସ୍ୱର୍ଗତ ଦାସ ବୈାଦ୍ଧଜିଲ୍ଲାର ଜଣେ ଦରଦି ମଣିଷ ଓ ସମାଜସେବୀ ଥିଲେ । ତାଙ୍କର ବିୟୋଗ ଓଡିଶା ତଥା Continue Reading




