ଭୁବନେଶ୍ୱର,୨୭/୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ ଜିନିଷ ସିଧାସଳଖ ପ୍ରଭାବିତ ହେବାର ସମ୍ଭାବନା ଅଛି।ସେପଟେ, ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଛି। ସମର୍ଥନ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ସୂଚନା ଦେଇଛନ୍ତି। ବନ୍ଦ ପାଳନକୁ ସମର୍ଥନ ଜଣାଇବାକୁ Continue Reading




