Home Articles posted by odadmin (Page 143)
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୬ /୧ : ନୟାଗଡ଼ ଖେଳ ପଡିଆ ଠାରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଥିଲା ଫାଇନାଲ ମ୍ୟାଚ। ୭୮୬ ୟୁଥ୍ କ୍ଳବ୍ ଆନୁକୂଲ୍ୟରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଖେଳର ଆଜିର ଏହି ଫାଇନାଲ ଖେଳରେ ଭଞ୍ଜନଗର ଓ ମଙ୍ଗଳା କ୍ଳବ୍ କଟକ ପରସ୍ପରକୁ ଭେଟିଥିଲେ। ଆରମ୍ଭରୁ ଆକ୍ରମଣ ଓ ପ୍ରତି ଆକ୍ରମଣ ଜାରୀ ରହିଥିଲା।ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ଡ. ଅରୁଣ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୧: ଆଜି ରାଜ୍ୟ ସରକାର ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି ।ଏହି ଉପଲକ୍ଷେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ, ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ବିଭାଗ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖୋର୍ଦ୍ଧା ସଦର ମହକୁମା ବିଜେବି ଉଚ୍ଚ ବିଦ୍ୟାଳୟ ଖେଳ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୬/୧ : ସ୍ଥାନୀୟ କୁସୁମା ସମ୍ମୁଖ ପଡ଼ିଆରେ ୭୭ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯାଜପୁର ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜାତୀୟ ପତାକା ଉତ୍ତୋଳନ ଓ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ।ଜିଲ୍ଲାପାଳଙ୍କ ସହ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମଲ୍ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ନିଜ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୧ : ରବିବାର ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ପକ୍ଷରୁ ୧୬ ତମ ଜିଲ୍ଲା ସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଅଛି ।ଏହି ଉପଲକ୍ଷେ ପୂର୍ବାହ୍ନ ୯ ଘଟିକା ସମୟରେ ମହାବିଦ୍ୟାଳୟ ଓ ବିଦ୍ୟାଳୟ ଛାତ୍ର ଛାତ୍ରୀ, ବିଭିନ୍ନ ଅନୁଷ୍ଠାନର ସଚେତନ ନାଗରିକ, ସ୍ବେଛାସେବୀ ସଂଗଠନ କର୍ମକର୍ତ୍ତା, ଡେପୁଟୀ କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟର ଓ ବିଭିନ୍ନ ବ୍ଲକର ବୁଥ ସ୍ତରୀୟ ଅଧିକାରୀ ମାନେ ହାତରେ ଭୋଟର ସଚେତନତା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୧ : ବହୁ ଚର୍ଚିତ ବୌଦ୍ଧ ବନ୍ଧାପଥର ଗଣ ଦୁଷ୍କର୍ମ ମାମଲାରେ ଦୀର୍ଘ ୧୦ଦିନପରେ ପୁଲିସର ହାତ ଖାଲି ।ଏ ଯାବତ ଆସାମୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇପାରିନାହିଁ ବୌଦ୍ଧ ପୁଲିସ । ଅପରପକ୍ଷରେ ଚଞ୍ଚକତା କରି ପୀଡ଼ିତାକୁ ପ୍ରଭାବିତ କରି ମୂଳ ଏତଲାକୁ ପରିବର୍ତ୍ତନ କରାଯାଇଥିବା ଆଜି ବିଜୁ ଜନତାଦଳ ପକ୍ଷରୁ ରାଜ୍ୟ ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି । ଗତ ୧୭ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି।ଏନେଇ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ଉପଜିଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ।ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଏସଡିପିଓ ଶୁଭମ ଭୋସଲେ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ପ୍ରମୁଖ Continue Reading
Odisha News
ନୂଆଦିଲ୍ଲୀ, ୨୫/୧ : ଗଣତନ୍ତ୍ର ଦିବସ ପୂର୍ବରୁ, ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ମଧ୍ୟରୁ ଗୋଟିଏ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଚଳିତ ବର୍ଷ ପଦ୍ମ ପୁରସ୍କାର ପାଇଁ ୪୫ ଜଣ ନାମ ଘୋଷଣା କରାଯାଇଛି।ସେମାନଙ୍କ ମଧ୍ୟରେ ୩ ଜଣ ଓଡ଼ିଆ ରହିଛନ୍ତି। ସମାଜ ପ୍ରତି ଉଲ୍ଲେଖନୀୟ ଅବଦାନ ରଖିଥିବା ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଏ। ବିଭିନ୍ନ କ୍ଷେତ୍ରରେ ତିନୋଟି (ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ) ବର୍ଗରେ ପଦ୍ମ ପୁରସ୍କାର ପ୍ରଦାନ Continue Reading
Odisha News
ଭୁବନେଶ୍ୱର, ୨୫/୧: ଆଜି ହେଉଛି ପବିତ୍ର ମାଘ ସପ୍ତମୀ । ମାଘ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥିକୁ ମାଘ ସପ୍ତମୀ ବା ରଥ ସପ୍ତମୀ କୁହାଯାଏ । ଏହି ଦିନକୁ ସକଳ ଶକ୍ତିର ଆଧାର ସୂର୍ଯ୍ୟ ଦେବତାଙ୍କ ଜୟନ୍ତୀ ଭାବେ ପାଳନ କରାଯାଏ । ଏହି ଦିନରେ ଚନ୍ଦ୍ରଭାଗାରେ ବୁଡ ପକାଇବା କିମ୍ବା ପବିତ୍ର ନଦୀରେ ସ୍ନାନ କରିବାର ପରମ୍ପରା ରହିଛି। ବିଶ୍ବାସ କରାଯାଏ ଏହି ଦିନ ଚନ୍ଦ୍ରଭାଗାରେ ବୁଡ ପକାଇବା ଦ୍ବାରା ଅନେକ ରୋଗବ୍ୟାଧିରୁ […]Continue Reading
Odisha News Ollywood News
ଭୁବନେଶ୍ବର, ୨୫/୧ : ଓଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ଘଟିଛି। ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍‌ଙ୍କ ଦେହାନ୍ତ ହୋଇଛି। ସେ ଲିଭର ଜନିତ ରୋଗରେ ପୀଡିତ ହୋଇଥିଲେ। ତାଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ ବର୍ଷ ସେପ୍ଟେମ୍ବର ୪ରେ ସଙ୍କଟାପନ୍ନ ଅବସ୍ଥାରେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ସେ Continue Reading