Home Articles posted by odadmin (Page 15)
National News
NEW DELHI, MAY 28 : Congress leader Udit Raj on Wednesday slammed party colleague Shashi Tharoor for his reported remarks that India breached the Line of Control (Loc) for the first time during the 2016 surgical strike on a terror base, saying he should be declared a “super spokesperson of the BJP.” Congress MP Tharoor, […]Continue Reading
Odisha News
ଭୁବନେଶ୍ୱର,୨୮/୫ : ରାଜ୍ୟରେ ପାଞ୍ଚ କୋଭିଡ୍ ପଜିଟିଭ ରୋଗୀ ଚିହ୍ନଟ । ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଟିହ୍ନଟ । ଏମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ରହିଛି।ତେବେ ଲକ୍ଷଣଯୁକ୍ତ ସମସ୍ତ ବ୍ୟକ୍ତିଙ୍କ ଆଣ୍ଟିଜେନ୍ ପରୀକ୍ଷାରୁ କୋଭିଡ୍ ହୋଇଥିବା ସ୍ପଷ୍ଟ ହୋଇଛି । ତେବେ ଆଣ୍ଟିଜେନ୍ କିଟ୍ କେତେ କାମ କରୁଛି, ତାହା ପରୀକ୍ଷା କରିବାକୁ ଆଣ୍ଟିଜେନ୍ କୀଟ୍‌କୁ ଭୁବନେଶ୍ୱର ସ୍ଥିତ ଜଗଜଉକୁ ପଠାଯାଇଛି । […]Continue Reading
Odisha News
ପାଟଣାଗଡ଼, ୨୮/୫ : ବହୁଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ଼ ପାର୍ସଲ ବୋମା ମାମଲାରେ ଆସିଲା ରାୟ । ଅଭିଯୁକ୍ତ ପୁଞ୍ଜିଲାଲା ମେହେରଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା ସଜା ଶୁଣାଇଲେ କୋର୍ଟ । ୭ ବର୍ଷ ବ୍ୟବଧାନ ପରେ ପାଟଣାଗଡ଼ ଏଡିଜେ କୋର୍ଟ ଏହି ମାମଲାରେ ଆଜି ରାୟ ଶୁଣାଇଛନ୍ତି ।୨୦୧୮ ଫେବୃଆରୀ ୨୩ ତାରିଖରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ଘଟିଥିଲା। ବିସ୍ଫୋରଣରେ ନବବିବାହିତ ସୌମ୍ୟଶେଖର […]Continue Reading
Odisha News
ମୟୂରଭଞ୍ଜ, ୨୮/୫ : ବେତନଟୀ ଉପକଣ୍ଠ ଆଗ୍ରିଆ ବଡପୋଲ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରକ୍। ଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେଣୁ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ବେତନଟୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ମୃତକମାନେ ହରିୟାଣାର କର୍ଣ୍ଣାଲ ଜିଲ୍ଲାରୁ ଚାରିଜଣ ଏବଂ ଉତ୍ତରପ୍ରଦେଶ ମିରଟରୁ ଜଣେ ଯୁବକ ବୋଲି ଜଣାପଡିଛି। ଖବରପାଇ ପୋଲିସ Continue Reading
Odisha News
ଭୁବନେଶ୍ୱର,୨୮/୫ : ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ବିଜୁଳି ଘଡ଼ଘଡ଼ି Continue Reading
Odisha News
ନୂଆଦିଲ୍ଲୀ, ୨୮/୫ : ଋତୁସ୍ରାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ’ ମାସ ୨୮ ତାରିଖକୁ ମାସିକ ୠତୁସ୍ରାବ ସ୍ୱଚ୍ଛତା ଦିବସ ଭାବେ ପାଳନ କରାଯାଉଛି। ଋତୁସ୍ରାବ ଜନିତ ସ୍ୱଚ୍ଛତାକୁ ଗୁରୁତ୍ୱ ଦେବା ହେଉଛି ଏହାର ପ୍ରମୁଖ ଲକ୍ଷଣ। ଜର୍ମାନର ଏକ ବେସରକାରୀ ସଂସ୍ଥା ଓ୍ୱାସ୍ ୟୁନାଇଟେଡ୍ଦ୍ୱାରା ଏହା ୨୦୧୪ ମସିହାରେ ଆରମ୍ଭ କରାଯାଇଥିଲା। ତେବେ ଏ କ୍ଷେତ୍ରରେ ସଚେତନ ସୃଷ୍ଟି କରିବାକୁ ପ୍ରଥମ ଥର ପାଇଁ ଅଣ୍ଟା ଭିଡ଼ିଥିଲେ ଜର୍ମାନର Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୨୭/୫: ସୁରକ୍ଷା ହେଉଛି ଟିପିଏନଓଡ଼ିଏଲର ମୂଳମନ୍ତ୍ର। କର୍ମଚାରୀଙ୍କ ସହ ଜନସାଧାରଣଙ୍କ ସୁରକ୍ଷାକୁ ଟିପିଏନଓଡ଼ିଏଲ ବିଶେଷ ଗୁରୁତ୍ଵ ଦେଉଛି। ତେବେ ଜନସାଧାରଣଙ୍କ ସଚେତନତା ଅଭାବରୁ ଅଧିକାଂଶ ବୈଦ୍ୟୁତିକ ଦୁର୍ଘଟଣା ଘଟୁଥିବା ସୂଚନା ମିଳିଥିବା ବେଳେ ଏହାକୁ ଗୁରୁତ୍ଵର ସହ ଗ୍ରହଣ କରି ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିଛି।ବିଦ୍ୟୁତ ତାର ଓ ଟ୍ରାନ୍ସଫର୍ମର ନିକଟରେ ନିର୍ମାଣ କାର୍ଯ୍ୟ, ହୁକିଂ ଆଦି ପାଇଁ ଅଧିକ ଦୁର୍ଘଟଣା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା, ୨୭/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ମଙ୍ଗଳବାର ୨୨ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୬ ଦିନରେ ପହଞ୍ଚିଛି ।ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ Continue Reading
Top Stories
By Rupashree Mohanty Bhubaneswar,  May 27: Senior journalist and Odisha Union of Journalists (OUJ) State Secretary, Prasan Kumar Paikaray, has been conferred with an honorary doctorate degree by American Merit Counseling in recognition of his remarkable contribution to the field of journalism. Paikaray, who also serves as the Vice-President of Khordha District Press Continue Reading