Home Articles posted by odadmin (Page 15)
Odisha News
ପାରଳାଖେମୁଣ୍ଡି , ୩୦/୯ : ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତତ୍କାଳୀନ ରୋଷେୟା ତଥା ଅନ୍ୟତମ ଅଭିଯୁକ୍ତ ମନ୍ମଥ କୁମ୍ଭଙ୍କୁ ବୁଧବାର ଗିରଫ କରାଯାଇଛି। ଜାମିନ ବିହୀନ ଗିରଫ ପରୱାନା (NBW) ଆଧାରରେ ମନ୍ମଥ କୁମ୍ଭଙ୍କୁ ଗିରଫ କରିଛି ପାରଳାଖେମୁଣ୍ଡି ପୁଲିସ।ଗତ ଜୁଲାଇ ମାସରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଥିଲେ। ସେହି ଦିନଠାରୁ ସେ ପାରଳାଖେମୁଣ୍ଡି Continue Reading
Odisha News
ଭୁବନେଶ୍ୱର, ୩୦/୯ : ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ ହେଉଛି। ନବ ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ ଦାବିକୁ ନେଇ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର‌୍ୟ୍ୟନ୍ତ ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ସାଧାରଣ ଧର୍ମଘଟ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ବନ୍ଦ ଡାକରାକୁ ସମସ୍ତ ବିରୋଧୀ ଦଳଗୁଡ଼ିକ ସମର୍ଥନ […]Continue Reading
Top Stories
By Dalim Phukan Guwahati, Sep 30 : Significant progress has been made in the implementation of the HPV vaccination campaign in Assam. More than 3 lakh eligible adolescent girls have so far been administered the HPV vaccine in the state, achieving a coverage rate of approximately 93 per cent against the state’s target of 3.27 […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡ଼ା,୩୦/୯: ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସୌଜନ୍ୟରେ ଏବଂ ଶାଳବଣ ସାହିତ୍ୟ ସଂସଦର ସଂଯୋଜନାରେ ବାଲିଗୁଡ଼ା ସ୍ଥିତ ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ଠାରେ କବିବର ରାଧାନାଥ ରାୟଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି।ଶାଳବଣ ସାହିତ୍ୟ ସଂସଦର ସଭାପତି ଡ. ମଧୁସୂଦନ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବରିଷ୍ଠ ଆଇନଜୀବୀ କୌଶିକ ସାହୁ ଓ ରବୀନ୍ଦ୍ରନାଥ ରଥ ମୁଖ୍ୟ ଅତିଥି ଭାବେ ମଞ୍ଚାସୀନ ଥିଲେ।ସଭାରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୯/୯ : ସରକାରୀ ରାଜସ୍ୱ ରେକର୍ଡରେ ଶ୍ମଶାନ ପାଇଁ ଜମି ରହିଛି। ହେଲେ ଉକ୍ତ ଜମିର ସମ୍ପୂର୍ଣ୍ଣ ମାପଚୁପ ଓ ସୀମା ନିର୍ଦ୍ଧାରଣ ହୋଇପାରୁନାହିଁ। ଅନ୍ୟପକ୍ଷରେ ଶ୍ମଶାନକୁ ଯିବା ପାଇଁ ପକ୍କା ରାସ୍ତା ନାହିଁ କି ଶବ ସତ୍କାର ସମୟରେ ଆଶ୍ରୟ ନେବା ପାଇଁ ପ୍ରତୀକ୍ଷା ଗୃହର ବ୍ୟବସ୍ଥା ଅଛି।ଏପରିକି ଜମି ଜବରଦଖଲମୁକ୍ତ ହୋଇ ଗ୍ରାମବାସୀଙ୍କ ବ୍ୟବହାର ପାଇଁ ଉପଲବ୍ଧ ହୋଇପାରିନାହିଁ। ଫଳରେ ମୃତ୍ୟୁ ପରେ ଶେଷକୃତ୍ୟ ସମ୍ପନ୍ନ Continue Reading
Top Stories
By Tapaswini Sahoo Paradeep/Odisha, Sep 29 : AM/NS Ports, under its CSR initiative ‘Project Green’, today organised an extensive beach cleaning drive at Paradeep Sea Beach. The campaign aimed to inspire community responsibility towards a cleaner environment while safeguarding the pristine beauty of the coastline for future generations. The event was graced by Shri Basant Continue Reading
Odisha News
ମହେନ୍ଦ୍ର କୁମାର ପାଇକରାୟଙ୍କ ରିପୋର୍ଟବଲାଙ୍ଗୀର/ଓଡ଼ିଶା, ୨୯/୯ : ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଦେଷଣ୍ଡ ସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ‘ବିଶ୍ୱ ପର୍ଯ୍ୟଟନ ଦିବସ’ ଅତ୍ୟନ୍ତ ଉତ୍ସାହ ଓ ଆଡ଼ମ୍ବର ସହ ପାଳିତ ହୋଇଯାଇଛି।ସ୍ଥାନୀୟ ଅଞ୍ଚଳର ଏହି ଅପୂର୍ବ ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଲୁକ୍କାୟିତ ପର୍ଯ୍ୟଟନ କ୍ଷେତ୍ରର ବ୍ୟାପକ ପ୍ରଚାର ପ୍ରସାର କରିବା ସହ ଆଞ୍ଚଳିକ ସାମାଜିକ-ଆର୍ଥିକ ବିକାଶକୁ ଗତିଶୀଳ କରିବା ଏହି Continue Reading
Top Stories
By Dalim Phukan Morigaon/Assam, Sep 29: Congress has currently lost its place in Assam and has become completely weakened, while elderly Badruddin Ajmal should stop contesting elections and go for Haj, said Chief Minister Dr Himanta Biswa Sarma. Chief Minister Dr Himanta Biswa Sarma addressed a massive election rally organised by the Bharatiya Janata Party […]Continue Reading
Odisha News
ବ୍ରହ୍ମପୁର, ୨୯/୯ : ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ବଡ଼ କାର୍ଯ୍ୟାନୁଷ୍ଠାନ। ମାଲକାନଗିରି DRDAରେ ସଂଲଗ୍ନ ଥିବା ମାଥିଲି ବ୍ଲକ୍‌ର ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର (AEE) ଶିଶିର କୁମାର ଦାଶଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ।ଭିଜିଲାନ୍ସ ପକ୍ଷରୁ ମଙ୍ଗଳବାର ଶିଶିର ଦାଶଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ ତାଙ୍କ ନାଁରେ ଥିବା ଏକାଧିକ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସନ୍ଧାନ ମିଳିଥିବା Continue Reading