Home Articles posted by odadmin (Page 150)
Odisha News
ଭୁବନେଶ୍ୱର, ୩୦/୪ : ସୁଭଦ୍ରା ଯୋଜନାରେ ନୂତନ ପଞ୍ଜିକରଣ ପାଇଁ ଆରମ୍ଭ ହୋଇଥିବା ଆବେଦନ ଆଜି ଶେଷ ହେବାକୁ ଯାଉଛି ।ଯେଉଁ ଯୋଗ୍ୟ ହିତାଧିକାରୀ ସୁଭଦ୍ରା କିସ୍ତି ପାଇବାରୁ ବଞ୍ଚିତ ରହିଛନ୍ତି ସେମାନଙ୍କ ପାଇଁ ଆଜି ଶେଷ ଦିନ । ସୁଭଦ୍ରା ପୋର୍ଟାଲରେ ମହିଳାମାନେ ଆବେଦନ କରିପାରିବେ । ସେହିପରି ସାଧାରଣ ସେବା କେନ୍ଦ୍ର ଏବଂ ଆମ ସେବା କେନ୍ଦ୍ରରେ ମଧ୍ୟ ମହିଳାମାନେ ଯାଇ ଆବେଦନ କରିପାରିବେ ।ଏପ୍ରିଲ ୧ରୁ ସୁଭଦ୍ରା ନୂତନ ପଞ୍ଜିକରଣ ପାଇଁ ଆବେଦନ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩୦/୪ : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଗତକାଲି ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଏବଂ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷା ବ୍ୟବହାର ସମ୍ପର୍କିତ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀ ପ୍ରତାପ ଚନ୍ଦ୍ର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦ /୫: ବୁଧବାର ବୌଦ୍ଧ ଜିଲ୍ଲା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦ୍ଭାବନା ସଭା ଗୃହରେ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ କାର୍ଯ୍ୟସ୍ଥଳରେ ମହିଳାଙ୍କ ପ୍ରତି ଯୌନ ଉତ୍ପୀଡନ (POSH) ଆଇନ, ୨୦୧୩ ଓ ଅନୁସୂଚିତ ଜାତି ଏବଂ ଜନଜାତି ଅତ୍ୟାଚାର ପ୍ରତିଷେଧ ଆଇନ ୧୯୮୯ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ସଫଳଭାବେ ଆୟୋଜିତ ହୋଇଥିଲା।ଜିଲ୍ଲା ମୁଖ୍ୟ ନ୍ୟାୟାଧୀଶ ପ୍ରତାପ କୁମାର ପାତ୍ର ଙ୍କ ସଭାପତିତ୍ୱ ରେ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟକୋରେଇ, ୨୯/୪ : ମଙ୍ଗଳବାର କୋରେଇ ବ୍ଲକ୍ ଅନ୍ତର୍ଗତ ରଣପୁର ଗ୍ରାମପଂଚାୟତରେ ୪ ଗୋଟି ପ୍ରକଳ୍ପର ଶୁଭ ଭିତିପ୍ରସ୍ତର ସ୍ଥାପନ ଏବଂ ଗୋଟିଏ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଥିଲେ କୋରେଇର ମାନ୍ୟବର ବିଧାୟକ ତଥା ଯାଜପୁର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଶ୍ରୀଯୁକ୍ତ ଆକାଶ ଦାସନାୟକ ।ମଙ୍ଗଳବାର ସକାଳ ୧୦ ଘଟିକା ସମୟରେ ମାନ୍ୟବର ବିଧାୟକ ଶ୍ରୀ ଦାସନାୟକଙ୍କୁ କର୍ମୀମାନେ ଏକ ବିଶାଳ ମଟର ସାଇକେଲ ଶୋଭାଯାତ୍ରାରେ ରଣପୁର ଛକ ଠାରୁ ମା’ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟ ନୟାଗଡ,୨୯/୪: କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ୩ୟ ରାଜ୍ୟସ୍ତରୀୟ ଓପନ ଟାଇକୋଣ୍ଡ ଚମ୍ପିୟନସିପ ୨୦୨୬ ଚଳିତ ଏପ୍ରିଲ ମାସ ତା ୨୪ ଠାରୁ ତା ୨୬ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରତିଯୋଗିତାରେ ନୟାଗଡ ମାର୍ଶାଲ ଆର୍ଟ ଆକାଡେମୀ, ନୂଆ ରାଜବାଟି, ନୟାଗଡର ମୋଟ ୭ ଜଣ ଖେଳାଳି ତଥା ଟିମକୋଚ ଶ୍ରୀ ଶିବାନନ୍ଦ ରାୟଗୁରୁ ତଥା ଟିମ ମ୍ୟାନେଜର ଶ୍ରୀ ସୌମ୍ୟରଞ୍ଜନ ସାହୁ ଏବଂ ଜାତିୟ ରେଫରୀ […]Continue Reading
Odisha News
କେଉଁଝର, ୨୯/୪ : କେଉଁଝର ଜିଲ୍ଲାର ଏକ ସାଧାରଣ ଘଟଣା ଏବେ ଜାତୀୟସ୍ତରରେ ଚର୍ଚ୍ଚାର ବିଷୟ ହୋଇଛି। ପଟଣା ଅଞ୍ଚଳର ଜିତୁ ମୁଣ୍ଡାଙ୍କୁ ବ୍ୟାଙ୍କରୁ ତାଙ୍କ ଅଧିକାରର ଟଙ୍କା ଠିକ ସମୟରେ ମିଳିନଥିବା ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି। ଏହି ଘଟଣା ଜଣେ ସାଧାରଣ ଲୋକଙ୍କ ପାଇଁ କେତେ ବଡ଼ ସମସ୍ୟା ସୃଷ୍ଟି କରିପାରେ, ସେଥିର ଜ୍ୱଳନ୍ତ ଉଦାହରଣ।ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଅଧିକାରର ଟଙ୍କା ପାଇବା ପାଇଁ […]Continue Reading
Odisha News
ନବରଙ୍ଗପୁର,୨୯/୪ : ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ପୋଲିସ ହେପାଜତରେ ରଖିଥିବା ସମୟରେ ଥାନା ଭିତରେ ହିଁ ଆତ୍ମହତ୍ୟା କରିଥିବା ଖବର ମିଳିଛି। ଏହି ଘଟଣା ପରେ ଏବେ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଉଠିଛି ବଡ଼ ପ୍ରଶ୍ନବାଚୀ।ସୂଚନା ଅନୁଯାୟୀ, ମେଦେନା ପଞ୍ଚାୟତ ଅଞ୍ଚଳ ଗ୍ରାମର ଜଣେ ପୂର୍ଣ୍ଣ କଲାର ନାମକ ବ୍ୟକ୍ତିଙ୍କୁ ଏକ ବଳାତ୍କାର ମାମଲାରେ ଦୁଇ ଦିନ ତଳେ ଡାବୁଗାଁ ପୋଲିସ ଗିରଫ କରିଥିଲା। Continue Reading
National News
WEST BENGAL,APR 29 : Multiple incidents of violence and vandalism have been reported from parts of West Bengal during the early hours of voting in the second phase of the Assembly elections on Wednesday. The incidents were reported from multiple locations, including Howrah, Chapra, Shantipur, Nimtala and Bhangar, police said. An EVM glitch reportedly sparked […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୮/୪ : ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଖରିଫ ବର୍ଷ (୨୫-୨୬) ରବି ଋତୁ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଛି।ଏହି ବୈଠକରେ ଯାଜପୁର ସାଂସଦ ଡ. ରବୀନ୍ଦ୍ର ନାରାୟଣ ବେହେରା, ଜିଲ୍ଲାପାଳ ଅମ୍ବର କୁମାର କରଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ।ବୈଠକରେ ୨୦୨୪-୨୫ ଖରିଫ ବର୍ଷ (ରବି)ରେ ଧାନ ସଂଗ୍ରହ ସମ୍ବନ୍ଧୀୟ ତଥ୍ୟ ଉପସ୍ଥାପନ କରାଯାଇଥିଲା। ୨୦୨୪-୨୫ ଖରିଫ ବର୍ଷରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୮/୪ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଏବଂ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓଡ଼ିଆ ଭାଷା ପ୍ରତିଷ୍ଠାନ, ଓଡ଼ିଆ ଭାଷା, ସାହିତ୍ୟ ଓ ସସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ନେଇ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା Continue Reading