ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତିି,୨୭/୪ : ଗଜପତି ଜିଲ୍ଲା ନୂଆଗଡ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିନ୍ଦ୍ର ହୋନନାଗା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଭିଯୋଗ ଶୁଣାଣୀ ରେ ଯୋଗ ଦେଇ ସମାଧାନ Continue Reading



