Home Articles posted by odadmin (Page 159)
Odisha News
ଭୁବନେଶ୍ୱର, ୨୦/୪ : ଚାଷୀଙ୍କ ପାଇଁ ଖୁସିର ଖବର । ୪୧ ଲକ୍ଷ ୬୮ ହଜାର ଚାଷୀଙ୍କ ଖାତାକୁ ଆସିଲା ସହାୟତା ରାଶି । ୪୧ ଲକ୍ଷ ୬୮ ହଜାର ଚାଷୀଙ୍କୁ ପ୍ରାୟ ୮୩୮ କୋଟି ଟଙ୍କା ପ୍ରଦାନ କରିଛନ୍ତି ରାଜ୍ୟ ସରକାର ।ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ କୃଷକମାନଙ୍କୁ ଏହି ରାଶି ପ୍ରଦାନ କରାଯାଇଛି । ସମସ୍ତ ଟଙ୍କା ଡିବିଟି ଜରିଆରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି । ଏହି ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ୪ ହଜାର […]Continue Reading
Odisha News
କଟକ, ୨୦/୪ : ଆଜି ଆମ ଓଡ଼ିଆଙ୍କ ମୁଖ୍ୟ ପର୍ବ ପବିତ୍ର ଅକ୍ଷୟ ତୃତୀୟା। ଚାଷୀ ଓ ଚାଷ ପାଇଁ ଆଜିର ଦିନର ଗୁରୁତ୍ୱ ଅନେକ।ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ। ଏହି ଅବସରରେ କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଖି ମୁଠି ଅନୁକୂଳ କରିଛନ୍ତି।ଏହାପରେ ମୁଖ୍ୟମନ୍ତ୍ରୀ ଜମିରେ ହଳ କରିଥିଲେ। ଏହାସହିତ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଓ ହୋମଯଜ୍ଞ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୦୯/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଲାଇନପଡା ଫାଣ୍ଡି ଅଧୀନ କୁସୁମେଣ୍ଡି ପଞ୍ଚାୟତର ବୁଡ଼େଣୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶିକାର କରିବାକୁ ଜଙ୍ଗଲକୁ ଡାକି ନେଇ ଜଣେ ୧୬ ବର୍ଷର ନାବାଳକକୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।ମୃତକ ହେଲେ ମାଧବ କହଁରଙ୍କ ପୁଅ ବିଭୁତି କହଁର (୧୬)। ସୂଚନା ଅନୁସାରେ, ଗତ ୧୮ ତାରିଖ ରାତି ପ୍ରାୟ ୯ଟା ସମୟରେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୯/୪: ସମଗ୍ର କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସାମ୍ବାଦିକ ନାମରେ ଅନେକ ବ୍ୟକ୍ତି ନିଜକୁ ଜଣେ ଜଣେ ସାମ୍ବାଦିକ ବୋଲି ପରିଚୟ ଦେଉଥିବା ଦେଖିବାକୁ ମିଳୁଛି।ହେଲେ ଏ ସାମ୍ବାଦିକ ପଦ ବୋଲାଉଥିବା ବ୍ୟକ୍ତି ମାନେ ପ୍ରକୃତ ରେ କିଏ ଅସଲି ଆଉ କିଏ ନକଲି ତାହା ଜଣା ପଡୁନାହିଁ ।କେହି କେବେ, ମାନେ କିଛି ବର୍ଷ ପୂର୍ବେ ଗଣମାଧ୍ୟମରେ କାମ କରିଥିବା ଦାବି କରୁଛନ୍ତି, ତ ଆଉ କେହି ଦୀର୍ଘଦିନ ହେଲା ସେଇ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୯/୪ : ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଜଟଣୀ ଏହାର ଚତୁର୍ଦ୍ଦଶ ସମାବର୍ତ୍ତନ ଉତ୍ସବ ଆୟୋଜନ କରିଛି।ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ପ୍ରଫେସର ଭି. ଏସ. ରାମମୂର୍ତ୍ତି ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ପୂର୍ବତନ ସଚିବ ଏବଂ ଭୁବନେଶ୍ୱର ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମାବର୍ତ୍ତନ ଭାଷଣ ଦେଇଥିଲେ।ଆଇଆଇଟି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୪ : ରବିବାର ଦିନ ୧ ଘଣ୍ଟା ସମୟରେ ବୌଦ୍ଧ ଟାଉନ୍ ହଲ ଠାରେ ନବ ନିଯୁକ୍ତ ଜିଲ୍ଲା କଂଗ୍ରେସ କମିଟି ସଭାପତି ଅବଦୁଲ କଲିମ୍ ଖାଁଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରା ଯାଇଥିଲା ।ବରିଷ୍ଠ କଂଗ୍ରେସ ନେତା ନବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ପୂର୍ବତନ ବୌଦ୍ଧ ବିଧାୟକ ତଥା ପ୍ରଦେଶ କଂଗ୍ରେସ ଶୃଙ୍ଖଳା କମିଟିର ଅଧ୍ୟକ୍ଷ ସୁଜିତ କୁମାର ପାଢୀ ମୁଖ୍ୟ ଅତିଥି ଭାବରେ ଯୋଗ […]Continue Reading
Odisha News
ଭୁବନେଶ୍ୱର, ୧୯/୪ : ରାଜ୍ୟ ବିଜେପି ପାର୍ଟି କାର୍ଯ୍ୟାଳୟରେ ଆଜି ରାଜ୍ୟ ପଦାଧିକାରୀମାନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଛି। ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ ଅଧ୍ୟକ୍ଷତା କରୁଥିବାବେଳେ, ଦଳର ଅନ୍ୟାନ୍ୟ ଶୀର୍ଷ ନେତୃତ୍ୱ ମଧ୍ୟ ଉପସ୍ଥିତ ଅଛନ୍ତି।ବୈଠକରେ ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲସିଂ ତୋମାର ମଧ୍ୟ ଯୋଗଦେଇଛନ୍ତି। ସମସ୍ତ ଉପସଭାପତି, ସାଧାରଣ ସମ୍ପାଦକ ଓ ଅନ୍ୟାନ୍ୟ ପଦାଧିକାରୀଙ୍କ ସକ୍ରିୟ ଉପସ୍ଥିତି ବୈଠକକୁ ଅଧିକ Continue Reading
Top Stories
By D. SubudhiJharsuguda, April 18: A two-day capacity-building programme aimed at strengthening grassroots biodiversity conservation was successfully held in Jharsuguda on April 17 and 18. The training programme, organised jointly by the Odisha Biodiversity Board, Jharsuguda Forest Division and Bhubaneswar-based NGO SAPNA, took place at the District Mineral Foundation Continue Reading