Home Articles posted by odadmin (Page 164)
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର /ରାୟଗଡ଼ା, ୧୧/୨ : ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା କ୍ଷ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରି ଶ୍ରୀମତୀ ଅନୁରାଧା ଲିଙ୍ଗମ ତତ୍ୱଧାନରେ ଅନୁଷ୍ଟିତହୋଇଛି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଚନ୍ଦ୍ରପୁର ବ୍ଲକ୍ ଅଧ୍ୟକ୍ଷ ଶ୍ରୀଯୁକ୍ତ କୋଇନ କିମ୍ବାକା ମୁଖ୍ୟ ବକ୍ତା ପୂର୍ବତନ ଜିଲ୍ଲା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀଯୁକ୍ତ ଅକ୍ଷୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୨: କନ୍ଧମାଳ ଜିଲ୍ଲା ଲାଇନପଡା ନିକଟସ୍ଥ ବରଡ଼ା ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟର ୨୦୦୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଛାତ୍ରୀ ଙ୍କ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ସାଲୁଙ୍କି ଡ୍ୟାମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ୨୦ ବର୍ଷ ପରେ ଆୟୋଜିତ ଏହି ମିଳନୋତ୍ସବରେ ଶତାଧିକ ପୁରାତନ ଛାତ୍ର ଛାତ୍ରୀ ଯୋଗ ଦେଇ ନିଜ ନିଜର ସ୍ମୃତି ଚାରଣ କରିଥିଲେ।ପୂଜାର୍ଚ୍ଚନା ଏବଂ ପ୍ରଦୀପ ପ୍ରଜ୍ଜ୍ୱଳନ Continue Reading
Odisha News
ଭୁବନେଶ୍ବର,୧୧/୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି ଏନେଇ ମୁହଁ ଖୋଲିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ହାତୀ ପାଖକୁ ନ ଯିବାକୁ ଓ ହାତୀ ସହ ସେଲ୍ଫି ନ ନେବାକୁ ଲୋକଙ୍କୁ ସେ ଅନୁରୋଧ କରିଛନ୍ତି ।ମନ୍ତ୍ରୀ କହିଛନ୍ତି ଯେ, ବିଭିନ୍ନ ସ୍ଥାନରେ ଲୋକେ ହାତୀ ସହ ସେଲ୍ଫି […]Continue Reading
National News
CHANDIGARH, FEB 11 : Sixteen private schools in Punjab’s Mohali received bomb threat emails on Wednesday. School campuses were thoroughly searched; no suspicious objects have been found so far. Schools declared a holiday and sent students back home. Parents have been assured that all necessary safety steps are being taken. YPS Mohali, Learning Paths School, […]Continue Reading
Odisha News
ଅନୁଗୁଳ/ଓଡ଼ିଶା,୧୧/୨ : ସରକାରୀ ଟଙ୍କା ହଡ଼ପ କରିବା ଅଭିଯୋଗରେ ଅନୁଗୁଳ ଜିଲ୍ଲା ସିଡିଏମ୍ଓ କାର୍ଯ୍ୟାଳୟର କନିଷ୍ଠ ସହାୟକଙ୍କ ଘରେ ଭିଜିଲାନ୍ସ ପଶିଛି । ଆଜି ସକାଳୁ କନିଷ୍ଠ ସହାୟକ ସୁବ୍ରତ କୁମାର ବେହେରାଙ୍କର ୫ଟି ଠିକଣାରେ ଚଢ଼ଉ କରାଯାଉଛି । ଅନୁଗୁଳ, ଢେଙ୍କାନାଳ ଏବଂ ଭୁବନେଶ୍ୱରରେ ଭିଜିଲାନ୍ସ ଟିମ୍ ଯାଞ୍ଚ କରୁଛି ।ଅନୁଗୁଳ ଜିଲ୍ଲା ସିଡିଏମ୍ଓ କାର୍ଯ୍ୟାଳୟର କନିଷ୍ଠ ସହାୟକ ସୁବ୍ରତ କୁମାର ବେହେରା ୨ କୋଟି ୩୮ ଲକ୍ଷ ସରକାରୀ ଟଙ୍କା ହେରଫେର କରିଥିବା Continue Reading
Odisha News
ଭୁବନେଶ୍ୱର, ୧୧/୨ : ମାଓ ମୁକ୍ତ ଭାରତ ପାଇଁ ଆଉ ମାତ୍ର ଦେଢ଼ ମାସର ସମୟ ରହିଛି । ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଦିଆଯାଇଥିବା ମାର୍ଚ୍ଚ ମାସ ଯାଏଁ ଅବଧି ସରି ସରି ଆସୁଛି ।ଏହା ପୂର୍ବରୁ ପୁଣି ଥରେ ଓଡ଼ିଶା ସରକାର ଆତ୍ମସମର୍ପଣ ପାଇଁ ମାଓବାଦୀଙ୍କୁ ଆହ୍ୱାନ କରିଛନ୍ତି । ତତସହିତ ମାଓବାଦୀଙ୍କ ପାଇଁ ଉଦ୍ଦିଷ୍ଟ ଥିବା ପୁନର୍ବାସ ନୀତିରେ ମଧ୍ୟ ସଂଶୋଧନ କରାଯାଇଛି । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ହେଲା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୧୧/୨: ଖୋରଧା ମହିଳା ମହାବିଦ୍ୟାଳୟରେ ସୂଚନା ପ୍ରଯୁକ୍ତିବିଦ୍ୟା ଓ ସାଇବର ସଚେତନତା କାର୍ଯ୍ୟକ୍ରମ ଅନ୍ତର୍ଗତ “ସୁରକ୍ଷିତ ଇଣ୍ଟରନେଟ୍ ଦିବସ” ଅନୁଷ୍ଠିତ ହୋଇଯାଇଛି ।କେନ୍ଦ୍ର ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ଦ୍ବାରା ପ୍ରାୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ମାର୍ଟଟେକ୍ନୋଲୋଜି ଏବଂ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ର ସୁରକ୍ଷିତ ବ୍ୟବହାର ଉପରେ ଗୁରୁତ୍ବାରୋପ Continue Reading