Home Articles posted by odadmin (Page 182)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୧୨: ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅଧିନସ୍ଥ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ହରଭଙ୍ଗା ବ୍ଲକ ପି ଏମ ଶ୍ରୀ ବା ବା ବୈଦ୍ୟନାଥ ଉଚ୍ଚ ବିଦ୍ୟାଳୟ ସରସରା ପରିସରରେ ଜିଲ୍ଲା ଶିକ୍ଷାଧିକାରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଉଦଘାଟିତ ହୋଇଯାଇଛି ।ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପିଲାଙ୍କ ଭିତରେ ବୈଜ୍ଞାନିକ ମନୋଭାବ ସୃଷ୍ଟି କରିବାକୁ Continue Reading
Top Stories
By Tapaswini Sahoo Bhubaneswar, Dec 15 : The second day of the Purvodaya Perspectives International Conference in Bhubaneswar underscored the pivotal role of youth engagement, regional cooperation, the Blue Economy, and frontier technologies in driving the growth of Eastern India and advancing India’s broader Indo-Pacific vision. Day 2 commenced with the Purvodaya 1.5 Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୧୨ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରର ଗଜପତି ଷ୍ଟାଡିୟମ୍ ନିକଟସ୍ଥରେ ଥିବା ସେଞ୍ଚୁରିଅନ୍ ପବ୍ଲିକ୍ ସ୍କୁଲ୍ ର ନବମ ଶ୍ରେଣୀର ଛାତ୍ର ଏନ: କୁମାର ଭରଦ୍ୱାଜ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ ପ୍ରତିଯୋଗିତାରେ ଶ୍ରେଷ୍ଠ ୩୦ଜଣ ଅନ୍ତିମ ପର୍ଯ୍ୟାୟର ପ୍ରତିଯୋଗୀ ମଧ୍ୟରେ ସ୍ଥାନ ଅଧିକାର କରି ସ୍କୁଲର ଗୌରବ ବଢ଼ାଇଛନ୍ତି।ଏହି ପ୍ରତିଷ୍ଠିତ ପ୍ରତିଯୋଗିତାର ଅନ୍ତିମ ପର୍ଯ୍ୟାୟ ୧୩ ଡିସେମ୍ବର ୨୦୨୫ ରେ Continue Reading
Odisha News
ଭୁବନେଶ୍ୱର,୧୫/୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧିକୁ ଅନୁମୋଦନ କରିଛନ୍ତି। ଜାନୁଆରୀ ୧, ୨୦୨୬ରୁ ଲାଗୁ ହେବ ବର୍ଦ୍ଧିତ ଷ୍ଟାଇପେଣ୍ଡ।ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ (CMO) ପକ୍ଷରୁ ସୋମବାର ପ୍ରକାଶିତ ଏକ ବିବୃତ୍ତି ଅନୁଯାୟୀ, ଆୟୁର୍ବେଦ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪/୧୨ : ବିଶ୍ୱବିଶ୍ରୁତ ନଭବିଜ୍ଞାନୀ ମହାମହୋପଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ଓରଫ ପଠାଣି ସାମନ୍ତଙ୍କ ୧୯୧ତମ ଜନ୍ମସ୍ମାରକୀ ମହା ସମାରୋହରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା ଯଦୁମଣି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି।ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଯୋଗଦାନ କରିଥିବା ବେଳେ ଖଣ୍ଡପଡା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୪/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ । ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀ ପଲ ।ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଅଞ୍ଚଳରୁ ୮ଟିକିଆ ହାତୀପଲ ଲାସେରୀ ଓ ଦୁର୍ଗାପାଙ୍ଗା ଅଞ୍ଚଳକୁ ପଶି ଆସିଥିବା ବେଳେ ଅଞ୍ଚଳର କିଛି ଚାଷୀଙ୍କ କପା, ବିରି,ମୁଗ ଆଦି ଫସଲ Continue Reading
Odisha News
କଟକ, ୧୪/୧୨: କଟକରେ ହାଇକୋର୍ଟ ବାର୍ ଆସୋସିଏସନ୍ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ସୂର୍ଯ୍ୟ କାନ୍ତ ଓ ହାଇକୋର୍ଟ ମୁଖ୍ୟ ବିଚାରପତି ହରିଶ୍ ଟଣ୍ଡନ।ଦେଶର ବିଭିନ୍ନ ଅଦାଲତରେ ମାମଲା ବୋଝ ଏବେ ବଡ଼ ଚିନ୍ତାର କାରଣ ପାଲଟିଛି । ଆଇନ ବ୍ୟବସ୍ଥା ପାଇଁ ଏହା ଯେତିକି ଚିନ୍ତାଜନକ ମାମଲାରେ ପକ୍ଷଭୁକ୍ତ ଲୋକ ମାନଙ୍କ ପାଇଁ ମଧ୍ୟ ସେତିକି ଚିନ୍ତାଜନକ ବୋଲି ଉଭୟ ହାଇକୋର୍ଟ ଓ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି Continue Reading
National News
AUSTRALIAN, DEC 14 : At least 12 people were killed and several others injured on Sunday after two gunmen opened fire at a Jewish Hanukkah event at the famous Bondi Beach in Sydney. Australian media reported that 29 people were wounded, including a child and two officers. A massive emergency response was underway, with injured […]Continue Reading