ରାଉରକେଲା, ୧୦/୧: ରଘୁନାଥପାଲିରେ ଚାର୍ଟର ବିମାନ ଦୁର୍ଘଟଣା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ ରାଉରକେଲାଠାରେ ଘଟିଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ସେ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଖବର ଆଶ୍ୱସ୍ତିକର ।ଏହି ଘଟଣାରେ Continue Reading




