Home Articles posted by odadmin (Page 193)
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୯/୧/: ଜିଲ୍ଲାପାଳଙ୍କ ଉପସ୍ଥିତିରେ ମାନ୍ୟବର ବଡ଼ଚଣା ବିଧାୟକ ଶ୍ରୀ ଅମର କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ବୌଦ୍ଧ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ନିମନ୍ତେ ପ୍ରସ୍ତୁତି ପର୍ବର ଦ୍ୱିତୀୟ ପର୍ଯ୍ୟାୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ପରିପ୍ରେକ୍ଷୀରେ ପୂର୍ବ ବୈଠକରେ ବିଭିନ୍ନ ବିଭାଗକୁ ଦିଆଯାଇଥିବା କାର୍ଯ୍ୟର ସ୍ଥିତି ଓ ପ୍ରସ୍ତୁତିର ସମୀକ୍ଷା କରାଯାଇଥିଲା। Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧ : ଶୁକ୍ରବାର ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ସଦଭାବନା ସଭାଗୃହ ଠାରେ ଗ୍ରାମୋଦୟ ସମ୍ପର୍କୀତ ଏକ ବୈଠକ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ବିଭୁତି ଭୂଷଣ ନାୟକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକ ରେ ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏ ଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୯/୧: ନୟାଗଡ଼ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ପକ୍ଷରୁ ବ୍ଲକ ସ୍ତରୀୟ ଜଳବିଭାଜିକା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ ନାଟୁଗାଁ ପଞ୍ଚାୟତ ସାଲୁଣୀ ଗାଁରେ ଅନୁଷ୍ଠିତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ ।ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଉପେନ୍ଦ୍ର କୁମାର ପରିଡ଼ାଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧ : ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଆର: ଶିତାପୁରର ଆଲୁରୀ ନଗର ଠାରେ ଥିବା ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ୟୁନିଟ୍ ପକ୍ଷରୁ ଆଜି ଜିଲ୍ଲାର ଆଧ୍ୟାତ୍ମିକ ପର୍ଯ୍ୟଟନ ତୀର୍ଥ କ୍ଷେତ୍ର ପୁରାଣ ପ୍ରସିଦ୍ଧ ଶୈବପୀଠ ପବିତ୍ର ମହେନ୍ଦ୍ରଗିରି ପର୍ବତ ଅଞ୍ଚଳରେ ଏକ ସଫେଇ ଅଭିଯାନ କାର‌୍ୟ୍ୟକ୍ରମ ଆୟୋଜିତ ହୋଇଯାଇଛି ।ମହେନ୍ଦ୍ରଗିରି ପାଦ ଦେଶରେ ଥିବା ବୁରଖତ ଛକ ଓ ଗ୍ରାମ Continue Reading
Business News Top Stories
By Swagatika Mohapatra Kansariguda, Rayagada, Jan.9: Aditya Alumina Refinery, Kansariguda, extended its support to a district-level youth volleyball tournament organized at Nuasahi, with enthusiastic participation from the local community. The tournament witnessed 16 teams across the region, reflecting strong community engagement and promotion of sportsmanship at the Continue Reading
Business News Top Stories
-Also inaugurates an open gym named ‘Sankalp’ and a market complex ‘Samriddhi’ for workers By Swagatika Mohapatra Angul, Jan.8 : In a significant step towards strengthening skill development and fostering a future-ready workforce, Mr. Naveen Jindal, Hon’ble Member of Parliament (Kurukshetra) and Chairman of Jindal Steel, today inaugurated the state-of-the-art Learning Continue Reading
Odisha News
ଭୁବନେଶ୍ବର, ୮/୧: ଅନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛନ୍ତି ଡାକ୍ତର ସଙ୍ଘ। ଏ ନେଇ ସୂଚନା ଦେଇଛନ୍ତି OMSA ସଭାପତି ଡାକ୍ତର କିଶୋର ଚନ୍ଦ୍ର ମିଶ୍ର। ଆସନ୍ତାକାଲି ଶୁକ୍ରବାରଠାରୁ ସ୍ୱାସ୍ଥ୍ୟସେବା ସ୍ୱାଭାବିକ ହେବ ବୋଲି ସେ କହିଛନ୍ତି।ସୂଚନା ଅନୁଯାୟୀ, ଦୁଇ ଘଣ୍ଟା ଓପିଡି ବନ୍ଦ ନେଇ ଡାକ୍ତର ସଂଘର ନିଷ୍ପତ୍ତି ନେଇଥିଲା। ସକାଳ ୯ଟାରୁ ଦିନ୧୧ଟା ପର୍ଯ୍ୟନ୍ତ ସରକାରୀ ଡାକ୍ତରଖାନାଗୁଡ଼ିକରେ ଥିବା Continue Reading
Odisha News
କଟକ, ୮/୧: ହାଇକୋର୍ଟ ସମ୍ବଲପୁର ଓ ଦେବଗଡ ଜିଲ୍ଲା କୋର୍ଟରେ ସ୍ଵାଭାବିକ ହେଲା କାର୍ଯ୍ୟ। ବମ୍ ସ୍କ୍ଵାଡ୍, ଡଗ୍ ସ୍କ୍ଵାଡ୍ ଓ ପୁଲିସର ଯାଞ୍ଚ ପରେ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇଛି। ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କ ସମେତ ଆଉ ୩ ବିଚାରପତି ଶୁଣାଣି ଆରମ୍ଭ କରିଛନ୍ତି।ଏନେଇ ଇଏ ପୀତାମ୍ଵର ଆଚାର୍ଯ୍ୟ କହିଛନ୍ତି ଯେ, ଏହା ସମ୍ପୂର୍ଣ୍ଣ ଭାବେ ଏକ ହୋକ୍ସ ମେଲ୍ ଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଏନେଇ ଅବଗତ କରାଯାଇଛି, ସିଏମ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। Continue Reading
Odisha News
ଭୁବନେଶ୍ବର,୮/୧: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ସୁଭଦ୍ରା ଟଙ୍କା ପାଇବେ । ପୂର୍ବରୁ ବାଦ ପଡିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ପୁଣିଥରେ ସାମିଲ କରାଯାଇଛି ।କହିରଖୁଛୁକି, ଗତ ନଭେମ୍ୱର ମାସରେ ଆରମ୍ଭ ହୋଇଥିଲା ଆବେଦନ ପ୍ରକ୍ରିୟା । ନୂଆ କରି ୧ ଲକ୍ଷ ୭୮ ହଜାର ୩୯୮ […]Continue Reading