Home Articles posted by odadmin (Page 197)
Odisha News
ଭୁବନେଶ୍ୱର,୪/୧: ଆମ ବସ୍ ଦୁର୍ଘଟଣା ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ରବିବାର ବସିଥିବା ଉଚ୍ଚସ୍ତରୀୟ ବୈଠକ ପରେ ପରିବହନ ସଚିବ ଉଷା ପାଢ଼ୀ ବସ୍ ଚଳାଚଳ ଉପରେ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି।ଡ୍ରାଇଭରଙ୍କ ଏଣିକି ଥାର୍ଡ ପାର୍ଟି ସ୍କ୍ରିନିଂ ଟେଷ୍ଟ କରାଯିବ। ସ୍କ୍ରିନିଂ ଟେଷ୍ଟ ପାସ୍ କଲେ ଗାଡ଼ି ଚଳାଇବାକୁ ଡ୍ରାଇଭରଙ୍କୁ ଅନୁମତି ମିଳିବ। ନଚେତ ମିଳିବ ନାହିଁ ବୋଲି ସଚିବ ପାଢୀ ଗଣମାଧ୍ୟମକୁ କହିଛନ୍ତି।ଯେଉଁ ଡ୍ରାଇଭର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୧: ଆଜି ଆମରି ସତ୍ୟ ବିକାଶ ପରିଷଦ ପକ୍ଷରୁ ‘ପାଲା ସଂସ୍କୃତିରେ ଲୋକଶିକ୍ଷା’ ଶିର୍ଷକ ଏକ ଆଲୋଚନା ଚକ୍ର ଜଟଣୀ ରାମଚନ୍ଦ୍ରପୁର ବଜାର ଠାରେ ପଣ୍ଡିତ ରମାକାନ୍ତ ମିଶ୍ରଙ୍କ ଆବାହକତ୍ୱ ଓ ଡ଼. ପ୍ରସନ୍ନ କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠିତ ଆଲୋଚନା ଚକ୍ରରେ ପଣ୍ଡିତ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଆମରି ସତ୍ୟ ବିକାଶ ପରିଷଦର ସମ୍ପାଦକ ଆଦି ନାରାୟଣ Continue Reading
Odisha News
ପୁରୀ/ବରଗଡ଼, ୪/୧ : ପାପର ପ୍ରାୟଶ୍ଚିତ ପାଇଁ ପୁରୀରେ ପହଞ୍ଚିଛନ୍ତି ବରଗଡ଼ ଧନୁଯାତ୍ରାର କଂସ ଭୂମିକାରେ ଅଭିନୟ କରିଥିବା ସୁଶୀଲ ମେହର। ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସରିବା ପରେ ସୁଶୀଲ ପୁରୀ ଆସି ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କରିଛନ୍ତି।ପଇତା ବିସର୍ଜନ ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି କଂସ ମହାରାଜ। ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠରେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ Continue Reading
Odisha News
ଭୁବନେଶ୍ୱର,୪/୧: ରାଜ୍ୟ ସରକାରଙ୍କ ‘ଆମ ବସ୍‌’ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କଡ଼ା ନିର୍ଦ୍ଦେଶ ଦେଇ କହିଛନ୍ତି, ଡ୍ରାଇଭରଙ୍କୁ ନିୟମିତ ଟ୍ରେନିଂ ଦିଆଯିବ। ବିଶେଷକରି ଆମ ବସ୍ ଡ୍ରାଇଭରମାନଙ୍କ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ ଦିଆଯିବ।ଡ୍ରାଇଭରମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏମ୍‌ଭିଆଇମାନଙ୍କ ଦ୍ୱାରା ଆମ ବସ୍‌ଗୁଡ଼ିକର ଫିଟନେସ୍ Continue Reading
Odisha News
ଭୁବନେଶ୍ୱର,୪/୧: ଆମ ବସ୍‌ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪ ଲକ୍ଷ ଟଙ୍କା ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଯାଜପୁର ଅଟୋ ଚାଳକ ବିଷ୍ଣୁ ପାତ୍ରଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ଶନିବାର ରୂପାଲି ଛକରେ ଆମ ବସ ଧକ୍କାରେ Continue Reading
Odisha News
ଭୁବନେଶ୍ୱର,୪/୧: ଭିଜିଲାନ୍ସ ଜାଲରେ କଟକ CRRI ଥାନା ଅଧିକାରୀ। ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କଲା ଭିଜିଲାନ୍ସ। ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଠାରୁ ଲାଞ୍ଚ ନେବା ବେଳେ ଗିରଫ କରାଯାଇଛି।Continue Reading
Odisha News
କମ୍ଭୁଧ କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୩/୧ : ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀ ମେଳା, ଆତ୍ମନିର୍ଭର ଭାରତ ସ୍ବଦେଶୀ ମେଳା ଓ ବୟନିକା ହସ୍ତତନ୍ତ ପ୍ରଦର୍ଶନୀ, ୨୦୨୬ ନିମନ୍ତେ ପୂର୍ବରୁ ଏକ ନିମନ୍ତ୍ରଣ ପତ୍ର ପ୍ରସ୍ତୁତ କରାଯାଇ, ସମସ୍ତ ମନ୍ତ୍ରୀ, କମିଶନର, ସମସ୍ତ ଜ଼ିଲ୍ଲା ର ଜ଼ିଲ୍ଲାପାଳ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ଙ୍କୁ ଦିଆଯାଇଥିଲା।ନିଜେ DI&PRO ପ୍ରେସରେ ବସି ନିମନ୍ତ୍ରଣ କାର୍ଡ ପ୍ରସ୍ତୁତ କରିଥିଲେ। ପରେ ଅନଲାଇନ ରେ ସେହି ନିମନ୍ତ୍ରଣ Continue Reading
National News
VENEZUELA, JAN 3 : US President Donald Trump said that Venezuelan President Nicolás Maduro has been captured and flown from the country after launching a “large scale strike” on the South American country. Earlier, Venezuela accused the United States of an “extremely serious military aggression” after explosions rocked the capital Caracas in the Continue Reading