Home Articles posted by odadmin (Page 20)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୭/୯ : ଗରିବ ଓ ଅସହାୟଙ୍କ ପାଇଁ ସରକାରଙ୍କ ଯୋଜନାର ଅଭାବ ନାହିଁ। ଆବାସଠାରୁ ଆରମ୍ଭ କରି ଭିନ୍ନକ୍ଷମ ଭତ୍ତା, ଖାଦ୍ୟ ସୁରକ୍ଷା ଓ ସ୍ୱାବଲମ୍ବୀ କରିବା ପାଇଁ ବିଭିନ୍ନ ସହାୟତା ଦିଆଯାଉଛି।ହେଲେ ଯୋଜନା ଥିଲେ ବି ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ତାହା ପହଞ୍ଚୁନଥିବାର ଏକ ଅଭିଯୋଗ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ଗାଁରେ ଦେଖିବାକୁ ମିଳିଛି। ଉକ୍ତ ଗାଁର କବିଚନ୍ଦ୍ର ସାହୁ ଓରଫ କବିରାଜ ଦିନେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୭/୯ :ଶିକ୍ଷା କେବଳ ଜ୍ଞାନ ଆହରଣର ମାଧ୍ୟମ ନୁହେଁ, ଏହା ଏକ ଜାତିର ସାମାଜିକ, ସାଂସ୍କୃତିକ ଓ ବୌଦ୍ଧିକ ବିକାଶର ମୂଳଦୁଆ।ଏହି ମହତ୍ତ୍ୱପୂର୍ଣ୍ଣ ଆଦର୍ଶକୁ ପାଥେୟ କରି ଦୀର୍ଘ ବର୍ଷ ଧରି ଶିକ୍ଷାର ଆଲୋକ ବିତରଣ କରିଆସୁଛି ଖୋରଧାର ଐତିହାସିକ ବକ୍ସି ଜଗବନ୍ଧୁ ବିଦ୍ୟାଧର (ବିଜେବି) ଉଚ୍ଚ ବିଦ୍ୟାଳୟ। ଅତୀତର ଗୌରବମୟ ଇତିହାସ, ସମୃଦ୍ଧ ଶିକ୍ଷାଦାନର ପରମ୍ପରା ଓ ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସ୍ମୃତିକୁ ନେଇ ଏହି Continue Reading
Top Stories
By Dalim Phukan MAYONG / POBITORA, ASSAM,.SEP 27: In a concerted bid to propel Assam’s tourism sector onto the international stage and harness its rich natural heritage for community development, the Tour Operators Association of Assam (TOAA) observed World Tourism Day with a day-long, high-profile program at the Meadowlark Resort, located on the fringes of […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୯ : ବୌଦ୍ଧ ଜିଲ୍ଲାରେ ଆଜି ବିଶ୍ୱ ପର୍ଯ୍ୟଟନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି।ଜିଲ୍ଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ଏହି ଦିବସ ପାଳନ ସମାରୋହରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ତହସିଲଦାର ଅନିତା କୁମାରି ସାହୁ ଏବଂ ଜିଲ୍ଲା Continue Reading
Odisha News
ଭୁବନେଶ୍ୱର, ୨୭/୯ : ରାଜ୍ୟରେ ବର୍ଷାର ପରିମାଣ କମୁଥିଲେ ମଧ୍ୟ ମହାନଦୀ ଅବବାହିକାରେ ପୁଣି ଏକ ଛୋଟ ବନ୍ୟା ଆସୁଛି। ଛତିଶଗଡ଼ ଉପରମୁଣ୍ଡରେ ହୋଇଥିବା ପ୍ରବଳ ବର୍ଷା ଏବଂ ଲଘୁଚାପ ପ୍ରଭାବରୁ ମହାନଦୀର ଜଳସ୍ତର ପୁଣିଥରେ ବୃଦ୍ଧି ପାଇଛି। ଚଳିତ ମୌସୁମୀରେ ମହାନଦୀରେ ଏହା ଚତୁର୍ଥ ଛୋଟ ବନ୍ୟା ବୋଲି ଜଳସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତଙ୍କ ସୂଚନା ଅନୁଯାୟୀ, ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବର୍ତ୍ତମାନ Continue Reading
Odisha News
ପୁରୀ/ ଭୁବନେଶ୍ବର, ୨୭/୯ : ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ପବିତ୍ର ପିତୃପକ୍ଷ ବା ମହାଳୟା ପକ୍ଷ ଆରମ୍ଭ ହୋଇଛି। ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ, ତିଳ-ତର୍ପଣ ଓ ପିଣ୍ଡଦାନ ପାଇଁ ଶ୍ରୀକ୍ଷେତ୍ର ପୁରୀ ଏବଂ ଭୁବନେଶ୍ବର ବିନ୍ଦୁ ସାଗରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ସକାଳୁ ସକାଳୁ ପୁରୀ ମହୋଦଧି କୂଳ ସମେତ ବିଭିନ୍ନ ତୀର୍ଥ ପୁଷ୍କରିଣୀ ଏବଂ ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ପିଣ୍ଡଦାନ ପାଇଁ ଲୋକଙ୍କ ଗହଳି ଦେଖିବାକୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୭/୯ : ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), ପାରଳାଖେମୁଣ୍ଡି ଏବଂ ଆଇପିଏଲ୍ ଫାଉଣ୍ଡେସନ୍‌ର ମିଳିତ ସହଯୋଗରେ ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମରେ ଏକ କିଷାନ ମେଳା ଅନୁଷ୍ଠିତ ହୋଇଯାଇଛି।ଚାଲୁଥିବା ‘ଆଇପିଏଲ୍-ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ‘ ଅଧୀନରେ ଆୟୋଜିତ ଏହି ମେଳାରେ ଗୁରାଣ୍ଡି, ଉପଲଡା, ମହାଦେବପୁର, ଲିଙ୍ଗିପୁର ଏବଂ ମାଛମରା ପ୍ରଭୃତି ଗ୍ରାମରୁ ୨୦୦ରୁ ଊର୍ଦ୍ଧ୍ୱ Continue Reading
Top Stories
By Dalim Phukan Guwahati, Sep 27: A massive election campaign rally was held today under the aegis of the Pakhimoria Block Congress Committee under the Raha Assembly constituency in support of Congress candidate Sibamoni Bora for the Nagaon Lok Sabha bye-election. Addressing the gathering, Assam Pradesh Congress Committee (APCC) President and MP Gaurav Gogoi launched […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୯ : ମେଗା ରକ୍ତଦାନ ଶିବିର ପାଇଁ ସଚେତନତା ପଦଯାତ୍ରା ବୌଦ୍ଧବ୍ଲକ ଖୁଣ୍ଟବନ୍ଧ ପଂଚାୟତ ଜହ୍ନାପଙ୍କ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷା ବିଭାଗ ଏବଂ ଜୁନିୟର ରେଡକ୍ରସ୍ ସୋସାଇଟି ସହ‌ଯୋଗରେ ଆସନ୍ତା ଅକ୍ଟୋବର ୧ ତାରିଖରେ ହେବାକୁ ଥିବା ମେଗା ରକ୍ତଦାନ ଶିବିର ପାଇଁ ଏକ ସଚେତନତା ପଦଯାତ୍ରା ପ୍ରଧାନ ଶିକ୍ଷକ ବିଜୟ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ।ଏହି ରକ୍ତଦାନ ଶିବିର Continue Reading
Top Stories
An Auspicious Kick: Shri Prakash Mishra, Advisor to the Chief Minister of Odisha, kicks off Tata Steel’s Friendship Football Tournament at Kalinga Stadium in Bhubaneswar on Saturday morning. Four teams—Leaders XI, Officers XI, Media XI and Tata Steel XI—vied for the title, with Leaders XI emerging champions.Continue Reading