Home Articles posted by odadmin (Page 202)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୩ : ରାଜ୍ୟ ବାର୍ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କନ୍ଧମାଳ ଜିଲ୍ଲା ବାଲିଗୁଡା ଓକିଲ ସଂଘର ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ଯ୍ୟକାରୀ କମିଟି ନିର୍ବାଚନ ଆସନ୍ତା ମାର୍ଚ୍ଚ ୨୮ ତାରିଖ ଦିନ ଧାର୍ଯ୍ୟ କରାଯାଇଛି।କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର ଠାରୁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ଅଧିକାରୀ ସୁବ୍ରତ ପ୍ରଧାନଙ୍କ ନିକଟରେ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୩ : ଖୋରଧା ପୋଲିସ ଜିଲ୍ଲାରେ ଶୁକ୍ରବାର ନୂତନ ସାଇବର ଓ ଅର୍ଥନୈତିକ ଅପରାଧ ଥାନା ସ୍ଥାନୀୟ ବିଜେବି ହାଇସ୍କୁଲ ପୁରାତନ ଛାତ୍ରାବାସ ପରିସର କୋଠାରେ ଉଦ୍‌ଘାଟିତ ହୋଇଯାଇଛି।ଆଭାସୀ ମାଧ୍ୟମରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ନୂତନ ଥାନା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବେଗୁନିଆ ବିଧାୟକ ପ୍ରଦୀପ ସାହୁ, ଜିଲାପରିଷଦ Continue Reading
National News
IRAN,MAR 7 : Iran’s President Masoud Pezeshkian on Saturday apologised to neighbouring countries for recent attacks amid the escalating regional conflict, saying Tehran had no intention of invading other nations even as hostilities with Israel and the United States intensified. In a televised address, Pezeshkian said Iran’s temporary leadership council had decided to Continue Reading
Odisha News
କେନ୍ଦ୍ରାପଡା, ୭/୩: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜଳସେଚନ ବିଭାଗ ଅଧୀନରେ ଡେରାବିଶ ଜଳସେଚନ ସବଡିଭିଜନାରୀ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟ। ଆୟ ବହିର୍ଭୁତ ସମ୍ପତି ଠୁଳ ଅବିଯୋଗରେ ସ୍ୱତନ୍ତ୍ର ବିଚାରପତି କଟକ ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡିଶା ଭିଜିଲାନ୍ସ ଦ୍ୱାରା ଚଢଉ ଜାରି ରହିଛି।ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ Continue Reading
Top Stories
By Prasanna Kumar Paikaray Bhubaneswar/Odisha,Mar 7 : Shri Dharmendra Pradhan, Hon’ble Minister of Education, Govt. of India; Shri Mohan Charan Majhi, Chief Minister of Odisha; Shri Kanak Vardhan Singh Deo, Deputy Chief Minister of Odisha and Smt. Pravati Parida, Deputy Chief Minister of Odisha graced the occasion Hon’ble Union Minister of Home Affairs and Minister Continue Reading
Odisha News
ଭୁବନେଶ୍ୱର, ୭/୩ : ଯୁଦ୍ଧ ପାଇଁ ତେଲ ସରିଯିବା ଗୁଜବ ପରେ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ କାଲି ରାତିରୁ ପ୍ରବଳଯୁଦ୍ଧ ପାଇଁ ତେଲ ସରିଯିବା ଗୁଜବ ପରେ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ କା ପରିଲକ୍ଷିତ ହୋଇଛି।ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ ଲୋକେ ଲମ୍ବା ଲାଇନ୍ ଲଗାଇଛନ୍ତି। କିଏ ଗାଡ଼ି ଟାଙ୍କି ଫୁଲ୍ କରୁଛି ତ ଆଉ କିଏ ବ୍ୟାରେଲ୍ ତେଲ ବୋହି ନେଉଛି। ସେପଟେ କିନ୍ତୁ ଉତ୍କଳ ପେଟ୍ରୋଲିୟମ୍ ଡିଲର ସଂଘ ସମ୍ପାଦକ କହିଛନ୍ତି […]Continue Reading
Odisha News
ରାୟଗଡ଼ା, ୭/୩ : ୫ ବର୍ଷର ନାବାଳକକୁ ଗଳା କାଟି ହତ୍ୟା। ନାବାଳକକୁ ଅପହରଣ ପରେ ଗଳାକାଟି ହତ୍ୟା କରିଛନ୍ତି ଅପହରଣକାରୀ। ଥାନାରେ ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ।ଏପରି ଏକ ଚାଞ୍ଚଲ୍ୟକର ଘଟଣା ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଚାଟିକଣା ଗାଁରେ ଘଟିଛି। ମୃତ ନାବାଳକ ବିଷମକଟକ ଥାନା ଅନ୍ତର୍ଗତ ଚାଟିକଣା ଗାଁର ପୁରଶୋତମ ଗନ୍ତାୟତଙ୍କ ୫ ବର୍ଷର ପୁଅ ଋଷି ଗନ୍ତାୟତ ବୋଲି ସୂଚନା ମିଳିଛି। ପରିବାର ଲୋକଙ୍କ ଅଭିଯୋଗକୁ ଅସଧାର କରି […]Continue Reading
Top Stories
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୩ : ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପ୍ରବାଦ ପୁରୁଷ ବିଜୁପଟନାୟକଙ୍କର ଏକଶତଦଶ ତମ ଜନ୍ମ ଜୟନ୍ତୀ ଆଜି ହରଭଙ୍ଗା ବ୍ଲକ ବିଜୁ ଜନତାଦଳ କମିଟି ପକ୍ଷରୁ ଚାରିଛକ ଠାରେ ସଭାପତି ପଙ୍କଜ କୁମାର ସାହୁଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି ।ଏହି ଅବସରରେ ଚାରିଛକସ୍ଥ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ଏବଂ ଧୂପଦାନ ସହ ବିଜୁ ବାବୁଙ୍କର ସ୍ମୃତିଗାନ କରାଯାଇଥିଲା ।ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ଅଧକ୍ଷା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୩ : (ଶୁକ୍ରବାର )ସନ୍ଧ୍ୟା ୬ ଘଟିକା ସମୟରେ ବୌଦ୍ଧ କଚେରୀ ପଡିଆ ଠାରେ ଜିଲ୍ଲା ସ୍ତରୀୟ ୭ ଦିନିଆ ସୁଭଦ୍ରା ଶକ୍ତି ମେଳା ଉଦଘାଟିତ ହୋଇଯାଇଛି ।ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି ମେଳାର ଶୁଭ ଉଦଘାଟନ କରିଥିଲେ । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ Continue Reading