Home Articles posted by odadmin (Page 203)
Odisha News
ଭୁବନେଶ୍ୱର, ୨୪/୧୧ : ସୋମବାର ଘନ କୁହୁଡ଼ି ବଳୟରେ ଆଚ୍ଛାଦିତ ହେଲା କୋଣାର୍କ ସୂର୍ଯ୍ୟମନ୍ଦିର। ବିଶ୍ଵ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର କୁହୁଡ଼ି ବଳୟରେ ଅଦୃଶ୍ୟ ହୋଇଥିବା ପ୍ରତୀୟମାନ ହେଲା। ଯାହା ଫଳରେ ଦୂର ଦୂରାନ୍ତରୁ ଆସିଥିବା ପର୍ଯ୍ୟଟକମାନେ ସୂକ୍ଷ୍ମ କାରୁକାର୍ଯ୍ୟ ଦେଖିବାରୁ ବଞ୍ଚିତ ହୋଇଥିଲେ।କିନ୍ତୁ ସ୍ୱଳ୍ପ ସଂଖ୍ୟକ ଆସି କୁହୁଡ଼ିର ମଜା ନେଉଥିବା ଦେଖିବାକୁ ମିଳିଥିଲା । ଘନ କୁହୁଡି ବଳୟ ମଧ୍ୟରେ ପର୍ଯ୍ୟଟକମାନେ ସେଲ୍ଫି ନେଇ ମଜା Continue Reading
Odisha News
ମୟୂରଭଞ୍ଜ /ଉଦଳା,୨୩/୧୧ : ମୟୂରଭଞ୍ଜ ଜିଲା ଉଦଳା ନିକଟରେ ସାରସକଣା ବିଧାୟକଙ୍କ ଗାଡ଼ି ସହ ଏକ ବାଇକ୍‌ର ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି। ବାରିପଦା ରାଜ୍ୟ ରାଜପଥର ବାସିପିଠା ତେରମାଇଲ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।ବାଇକ୍ ସହ ଧକ୍କା ହେବା ପରେ ବିଧାୟକଙ୍କ ଗାଡ଼ି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇ ଅଟକି ଯାଇଥିଲା। ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଦୁଇ ବାଇକ୍ […]Continue Reading
National News Sports News
NEW DELHI, NOV 23 : The wedding of Indian cricket star Smriti Mandhana and music composer Palash Muchhal has been postponed indefinitely after the cricketer’s father, Srinivas Mandhana, was rushed to a hospital in Sangli due to illness. The ceremony was scheduled to take place in her hometown in Maharashtra on Sunday, November 23. According […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଯୁଗାପଦର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜୈନକ ଯୁବକ କାଠ ଫାଳିଆରେ ପିଟି ପିଟି ବୃଦ୍ଧ ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି।ହତ୍ୟା ର କାରଣ ଅସ୍ପଷ୍ଟ ଥିବା ବେଳେ ମୃତକ ଜଣକ କଞ୍ଜାମେଣ୍ଡି ଗ୍ରାମର ଅଲେଖ ନାୟକ ହୋଇଥିବା ବେଳେ ହତ୍ୟାକାରୀ ଯୁଗାପଦର ଗ୍ରାମର ମିଥୁନ୍ ମଲ୍ଲିକ ବୋଲି ଜଣାପଡ଼ିଛି ।ଖବରପାଇ ଘଟଣାସ୍ଥଳରେ କ.ନୁଆଗାଁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୩/୧୧: ଓଡ଼ିଶାର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳନ ଅବସରରେ ବରିଷ୍ଠ ନାଗରିକ ମଞ୍ଚ, ଖୋର୍ଦ୍ଧା ତରଫରୁ ଶତାଧିକ ସଦସ୍ୟଙ୍କ ଶୋଭାଯାତ୍ରା ସହର ପରିକ୍ରମା କରି ନିଶାମୁକ୍ତ ପରିବାର ଗଠନ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି ଉଦ୍ଦେଶ୍ୟରେ ଶ୍ରୀରାମ ନଗର ସ୍ଥିତ କାର୍ଯ୍ୟାଳୟରୁ ଶୋଭାଯାତ୍ରା ବାହାରିଥିଲା। ଏହା ପୂର୍ବରୁ ସଭାଗୃହରେ ଆୟୋଜିତ ବୈଠକରେ ଋଷି ପ୍ରତିମ ଜନନେତା Continue Reading
Odisha News
ରାଉରକେଲା,୨୩/୧୧ : ସକାଳୁ ସକାଳୁ ବଡ଼ ଧରଣର ଏନ୍‌କାଉଣ୍ଟର। ଜଣଙ୍କୁ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି। ଏଭଳି ଘଟଣା ଘଟିଛି ରାଉରକେଲା କୁଚେଇତା ଓ ଲାମ୍ସୀ ନିକଟରେ। ସେମାନଙ୍କୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କର କୋଇଡ଼ା ଓ ବିଭିନ୍ନ ଖଣି ଅଞ୍ଚଳରୁ ଡକାୟତି ଘଟଣାରେ ସଂପୃକ୍ତି ରହିଛି। ଡକାୟତି ଗ୍ୟାଙ୍ଗର ଅନ୍ୟ ୫ ଗିରଫ, ୩ଟି ପିସ୍ତଲ ଓ ଗୋଟିଏ ବାଇକ ଜବତ ହୋଇଛି।Continue Reading
Odisha News
ଭୁବନେଶ୍ୱର, ୨୩/୧୧ : ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତି ମଲ୍ଲକା ଉପସାଗର ମଧ୍ୟଭାଗ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେଇଛି ।ଏହି ଲଘୁଚାପ ଆସନ୍ତା ୨୪ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ-ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବ । ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ , ତାହା ୨୭ ତାରିଖରେ ହିଁ ସ୍ପଷ୍ଟ ହେବ ।ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ […]Continue Reading