Home Articles posted by odadmin (Page 204)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୧୨ : ଓପିଏସସି (OPSC) ଭେଟେରିନାରି ଆସିଷ୍ଟାଣ୍ଡ ସର୍ଜନ ପରୀକ୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ ରଞ୍ଜନ ବେହରଦଳାଇ ୧୬ ତମ ସ୍ଥାନ ରଖି ଉତ୍ତୀର୍ଣ୍ଣ ହୋଇ ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।ଏହି ସଫଳତା ପାଇଁ ସେ ତାଙ୍କ ମା\’ ଓ ବାପା ଏବଂ ପ୍ରାଥମିକ ଶିକ୍ଷା ଆରମ୍ଭ କରିଥିବା ବ୍ରାହ୍ମଣୀଗାଁ ସ୍ଥିତ ପ୍ରାଥମିକ Continue Reading
National News
KOLKATA,DEC 28 : Another Booth Level Officer (BLO), who was a headmaster by profession, died by suicide in the Ranibandh assembly area of Purulia district in West Bengal on Sunday. Family members of the deceased alleged that he was suffering from depression triggered by work pressure and strain due to Special Intensive Revision (SIR) of […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୮/୧୨ : ଅଖିଳ ଭାରତୀୟ ସାହିତ୍ୟ ପରିଷଦ , ଓଡ଼ିଶା ଅନ୍ତର୍ଗତ ଗଜପତି ଜିଲ୍ଲା ଶାଖା “ମହେନ୍ଦ୍ର ତନୟା ସାହିତ୍ୟ ସଂସଦର ବାର୍ଷିକୋତ୍ସବ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସର\’ରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର , ସମ୍ମାନିତ ଅତିଥି ରୂପେ ଅଖିଳ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୧୨: ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣାକୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ ହେଉଛି।ଏହି କ୍ରମରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ସହରରେ ମଧ୍ୟ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ପ୍ରତିବାଦ ଶୋଭାଯାତ୍ରା Continue Reading
Odisha News
ଭୁବନେଶ୍ୱର,୨୮/୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ ସଂଗଠନ ପାଇଁ ୧୬୦ ଓ ଛାତ୍ର ସଂଗଠନ ପାଇଁ ୧୪୫ ଜଣିଆ ତାଲିକା ପ୍ରକାଶ ପାଇଛି। ପ୍ରତିଷ୍ଠା ଦିବସ ପରେ ତାଲିକା ଘୋଷଣା କରିଛନ୍ତି ନବୀନ।ସେହିପରି ସୁପ୍ରିମୋ ଶନିବାର ୧୧ ସାଙ୍ଗଠନିକ ଜିଲା ପାଇଁ ତାଲିକା ପ୍ରକାଶ କରିଥିଲେ। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, Continue Reading
Top Stories
By Swagatika Bhutia Rourkela, Dec. 28: Union education minister Dharmendra Pradhan on Friday inaugurated and laid foundation stones for major infrastructure projects worth over Rs 200 crore at the National Institute of Technology (NIT), Rourkela, aimed at strengthening academic facilities, student well-being and inclusivity. The key inauguration included a state-of-the-art Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୧୨ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ ପ୍ରଧାନ ଏବଂ ନରେନ୍ଦ୍ର ଦିଗାଲ। ସେମାନଙ୍କୁ ଅଗ୍ନିଶମ ବିଭାଗ କର୍ମଚାରି ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦୁହିଁଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭ /୧୨: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ବର ଜଟଣୀ ସ୍କୁଲ ଅଫ୍ ହ୍ୟୁମାନିଟିଜ୍, ସୋସିଆଲ ସାଇନ୍ସେସ୍ ଏବଂ ମ୍ୟାନେଜମେଣ୍ଟ (ଏସଏଚଏସଏସଏମ), ଭକ୍ତିବେଦାନ୍ତ ଇନଷ୍ଟିଚ୍ୟୁଟ୍, ଭୁବନେଶ୍ବର ଫାଉଣ୍ଡେସନ୍ ଅଫ୍ ସାଇନ୍ସ ଆଣ୍ଡ କନସିଅସ ସେଣ୍ଟରର ସ‌ହ‌ଯୋଗରେ, ଆଜି ଆନ୍ତର୍ଜାତୀୟ ଚିନ୍ତାଧାରା, ଧାରଣା ଏବଂ ବାସ୍ତବତା ସମ୍ମିଳନୀ (ଆଇସିଟିପିଆର -୨୦୨୫) ଉଦଘାଟନ କରିଛି।ଉଦଘାଟନୀ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୨୭/୧୨ : ଆଞ୍ଚଳିକ ପରିବହନ ପ୍ରାଧିକରଣ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡକ ସୁରକ୍ଷା ସମିତିର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ସଡକ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।ଦ୍ରୁତ ଗତିରେ ଗାଡ଼ି ଚାଳନା, ମଦ୍ୟ ପାନ କରି ଗାଡ଼ି ଚଳାଇବା, ହେଲମେଟ ନ ପିନ୍ଧିବା, ମୋବାଇଲରେ କଥା ହୋଇ ଗାଡ଼ି ଚଲାଇବା ଇତ୍ୟାଦି ଦୁର୍ଘଟଣାର ମୁଖ୍ୟ Continue Reading