Home Articles posted by odadmin (Page 207)
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୯/୧୧ : ଜିଲ୍ଲାସ୍ତରୀୟ ୨୧ତମ ପି .ଏମ. କିଷାନ ଦିବସର ସିଧା ପ୍ରସାରଣ କାର୍ଯ୍ୟକ୍ରମ କୃଷି ବିଜ୍ଞାନ କେନ୍ଦ୍ର, ନୟାଗଡ଼ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି କୋଏମ୍ବାଟୁର, ତାମିଲନାଡୁ ଠାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ସିଧା ପ୍ରସାରଣ ମାଧ୍ୟମରେ ଚାଷୀମାନଙ୍କୁ ପ୍ରାକୃତିକ କୃଷି ସମ୍ବନ୍ଧରେ ଉଦବୋଧନ ଦେଇଥିଲେ।ଉକ୍ତ Continue Reading
Odisha News
ଭୁବନେଶ୍ୱର, ୧୯/ ୧୧: ଲୋକସେବା ଭବନରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଏବଂ ତାଲିମ ପ୍ରତିଷ୍ଠାନ ବା ପ୍ରାଇଡ୍ ପକ୍ଷରୁ ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ସାକ୍ଷାତ କରିଛନ୍ତି ।ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ଓଡ଼ିଶାର ଦୃଢ଼ ଗଣତାନ୍ତ୍ରିକ ପରମ୍ପରା ଏବଂ Continue Reading
Odisha News
ଭୁବନେଶ୍ୱର , ୧୯/୧୧ : ଏଣିକି ଯାହାର ସାପ କାମୁଡ଼ାରେ ମୃତ୍ୟୁ ହେବ ତାଙ୍କୁ ସରକାରୀ ସହାୟତା ଭାବରେ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଏହି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।ରାଜସ୍ୱ ମନ୍ତ୍ରୀଙ୍କ କହିବା ମୁତାବକ, ବର୍ତ୍ତମାନ ସାପ କାମୁଡ଼ା ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ମିଳୁଛି । ମାତ୍ର ସୁପ୍ରିମକୋର୍ଟ ଏହି ଅର୍ଥରାଶିକୁ ବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ସାପ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ ସ୍ତରୀୟ ସର୍ଗିଫୁଲ ମହୋତ୍ସବ- ୨୦୨୫ ବଡ଼ଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ଅତିଥି ଭାବେ କାଉନସିଲର ଅଜୟ ଦିଗାଲ ,ବ୍ଳକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦୀପକ କନୱାର ଯୋଗଦେଇ ଶୁଭାରମ୍ଭ କରିଥିଲେ ।ବ୍ଳକର ସମସ୍ତ ୧୪ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ବିଦ୍ୟାଳୟର ଶତାଧିକ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୮/୧୧ : ସୋମବାର ପୂର୍ବାହ୍ନରେ ଖୋର୍ଦ୍ଧା ବ୍ଲକ ନନ୍ଦପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମାଙ୍କ ପଲ୍ଲୀରେ ପ୍ରଶାସନ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଅଛି ।ଜିଲ୍ଲାପାଳ ଶ୍ରୀ ଋତୁରାଜ କହିଲେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ଦ୍ବାରା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୧୧୧: ଓଡ଼ିଶା ରାଜ୍ୟ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ , ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଗଜପତି ଜିଲ୍ଲାର ରାୟଗଡ଼ ବ୍ଲକ କଇଁପୂର ନିକଟସ୍ତ ପୁରାଣ ପ୍ରସିଦ୍ଧ ଶୈବ ପୀଠ ମହେନ୍ଦ୍ରଗିରି ଠାରେ ନବ ନିର୍ମିତ \”ଇକୋ ଟୁରିଜିମ କଟେଜ\”ର ତଥା ଇକୋ ରିସୋର୍ଟ ର ଉଦଘାଟନ କରିଛନ୍ତି ।ଊପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୧୧ : ସଞ୍ଚୟ ପକ୍ଷ ଉପଲକ୍ଷେ ଆର୍ଥିକ ସେବା ଓ ସଞ୍ଚୟ ବିଭାଗ,ବୌଦ୍ଧ ପକ୍ଷରୁ ବରିଷ୍ଠ ନାଗରିକ ଓ ପେନସନ ଉପଭୋକ୍ତା ଙ୍କ ନିମନ୍ତେ ଆର୍ଥିକ ସାକ୍ଷରତା ଏବଂ ସାଇବର ଠକେଇ ର ସଚେତନତା ଶିବିର ଆୟୋଜିତ ହୋଇଛି।ଶ୍ରୀଯୁକ୍ତ ଜଗନ୍ନାଥ ଦାଶ, ଜିଲ୍ଲା କୋଷଦ୍ଦକ୍ଷ ବୌଦ୍ଧ ଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। କାର୍ଯ୍ୟକ୍ରମରେ ଡାକଘର ଅଧିକାରୀ ଶ୍ରୀଯୁକ୍ତ ସନ୍ତୋଷ ପାତ୍ର ଏବଂ ଅତିଥି ଶ୍ରୀଯୁକ୍ତ ଶିବ ପ୍ରସାଦ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୮/୧୧ : ଓଡ଼ିଆ ସଙ୍ଗୀତ ଓ ସିନେମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ସିନେମା ଜଗତକୁ ଅପୂରଣୀୟ କ୍ଷତି ହୋଇଛି ।ଏହା ସହିତ ହ୍ୟୁମାନ ସାଗରଙ୍କ ଅବଦାନ ସଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ବରିଷ୍ଠ ବିଜେପି ନେତା ପୁଳିନ ପୁହାଣ କହିଛନ୍ତି ଏହା ସହିତ ତାଙ୍କ ଆତ୍ମାର ସଦଗତି କାମନା କରିବା ସହିତ, ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇଛନ୍ତି।ପୁଳିନ କହିଛନ୍ତି ଓଡିଆ ସଙ୍ଗୀତର ବାଦଶାହ Continue Reading
Top Stories
By Sayali Banerjee New Delhi/Rayagada: In a significant achievement, Rayagada district of Odisha has been honoured with the National Jal Shakti Jan Bhagidari (JSJB) Award 1.0 for 2024. The district was adjudged one of the best-performing districts in Category 3 (Eastern Zone), earning national recognition for its water conservation efforts. Representing the district, Continue Reading