Home Articles posted by odadmin (Page 226)
National News
SRIKAKULAM , NOV 1 : At least nine devotees were killed and several others injured in a stampede at the Sri Venkateswara Swamy Temple in Kasibugga, Srikakulam district, on Saturday. The incident occurred during ‘Ekadashi’ in the holy month of Karthikamasam, when an unexpectedly large number of devotees arrived for darshan. Initial reports indicate that […]Continue Reading
Odisha News
କେନ୍ଦ୍ରାପଡ଼ା, ୧/୧୧ : ଆଜିଠାରୁ ସାତ ମାସ ଯାଏ ସମୁଦ୍ରରେ ମାଛ ଧରା ବନ୍ଦ । ବିରଳ ଅଲିଭ୍ ରିଡଲେ କଇଁଛଙ୍କ ଅଣ୍ଡାଦାନ ପାଇଁ ବନ ବିଭାଗ ପକ୍ଷରୁ କଟକଣା ଜାରି କରାଯାଇଛି । ଆଜିଠାରୁ ଆସନ୍ତା ବର୍ଷ ମେ ୩୧ ପର‌୍ୟ୍ୟନ୍ତ ସମୁଦ୍ର କୌଣସି ମତ୍ସ୍ୟଜୀବୀ ମାଛ ଧରିପାରିବେ ନାହିଁ । ଋଷିକୂଲ୍ୟା, ଭିତରକନିକା, ଧାମରା ଓ ଦେବୀ ନଦୀ ମୁହାଣ ଆଦି ସ୍ଥାନ ଗୁଡ଼ିକରେ ମାଛଧରା ନିଷେଧ ରହିଛି ।ସମୁଦ୍ରକୂଳ ଠାରୁ ୨୦ କିଲୋମିଟର […]Continue Reading
Odisha News
କଟକ , ୧/୧୧ : ଆଜିଠୁ ଆରମ୍ଭ ହେବ କାର୍ତ୍ତିକ ମାସର ପଞ୍ଚକ ଓ ବଡଓଷା ଯାତ୍ରା । କଟକ ଜିଲ୍ଲାର ଅନ୍ୟତମ ଶୈବ ପୀଠ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବେ ହଜାର ହଜାର ଶ୍ରଦ୍ଧାଳୁ। ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ଶ୍ରଦ୍ଧାଳୁମାନେ ଶାନ୍ତିଶୃଙ୍ଖଳାର ସହ ଦର୍ଶନ କରିଵା ଲାଗି କଂକ୍ରିଟ ପୋଲ ଠାରୁ ଆରମ୍ଭ କରି ମନ୍ଦିର ବେଢା ପ୍ରଯ୍ୟନ୍ତ ବ୍ୟାରିକେଡ, ୩୨ ଟି ସ୍ଥାନରେ ସିସିଟିଭି ଲଗାଯିବ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୧୧ : (ଶୁକ୍ରବାର) ଦିନ ଦିବା ୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ବୌଦ୍ଧ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ ।ଜିଲ୍ଲାପାଳ ଶ୍ରୀ ନାୟକ ବନ ବିଭାଗ ଦ୍ୱାରା ପରିଚାଳିତ ବଲାସିଙ୍ଗା ଗ୍ରାମ୍ୟ ଜଙ୍ଗଲ ଓ ଡମ୍ବରୁଗଡ ପାର୍କ ପରିଦର୍ଶନ କରିଥିଲେ ।ଉକ୍ତ ଦୁଇଟି ପ୍ରକଳ୍ପ ଦ୍ବାରା ସ୍ଥାନୀୟ ଲୋକଙ୍କ ଜୀବନ ଜୀବିକା ଓ ଅର୍ଥନୈତିକ ବିକାଶ ଉପରେ କେଉଁ ପ୍ରକାର ପ୍ରଭାବ ପକାଇଛି ଓ ଆଗକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧/୧୧: ଶୁକ୍ରବାର ଦିନ ୧୧ ଘଟିକା ସମୟ ରେ ଜ଼ିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ୧୫୦ ତମ ଜନ୍ମ ବାର୍ଷିକ ଉପଲକ୍ଷେ ଏକ ଶପଥ ପାଠ ଉତ୍ସବ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି ।ଏହି ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ହିସାବରେ ପାଳନ କରାଯାଉଥିବା ଉପରେ ଡେପୁଟି କଲେକ୍ଟର ଲିପ୍ସା ଭାରତୀ ଆଲୋକପାତ କରିଥିଲେ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୧/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ପାଳନ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ “ଏକତା ଗଣ ଦୌଡ଼” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ।ଏହି ଅବସରରେ ଏସପି ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏସଡିପିଓ: ଶ୍ରୀ ମାଧବାନନ୍ଦ ନାୟକ ଏବଂ ଆଦର୍ଶ ଥାନା ଓଓଉ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୧/୧୦ : ବିଦ୍ୟାଳୟ କର୍ମଚାରୀ ଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡିଲେ ପ୍ରଧାନ ଶିକ୍ଷକ । ଅଭିଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବୁଡ଼ାଗୁଡ଼ା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କୁମାରମଣି ମଲ୍ଲିକ।ନିଜ ସ୍କୁଲର ଜଣେ କର୍ମଚାରୀଙ୍କ ଉପସ୍ଥାନକୁ ନିୟମିତ କରାଇବା ଏବଂ ଗତ ୨ ମାସର ଦରମା ଉଠାଇବାରେ ସହଯୋଗ କରିବା ଲାଗି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୩୧/ ୧୦: ଶୁକ୍ରବାର ଦିନ ନୟାଗଡ ଜିଲ୍ଲା ପ୍ରଶାସନ ତରଫରୁ ଏକ ଏକତା ଦୌଡ କାର୍ଯ୍ୟକ୍ରମ ଆୟୋଜନ କରଯାଇଥିଲା ।ଏହି କାର୍ଯ୍ୟକ୍ରମରେ ଅରିତିକ୍ତ ଜିଲ୍ଲାପାଳ ଶ୍ରୀ ବିଜୟାନନ୍ଦ ନାୟକ ଓ ଉପଜିଲ୍ଲାପାଳ ଶ୍ରୀ କର୍ଣ୍ଣଦେବ ସମାଦାର ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ଓ ଶ୍ରୀ ସମାଦାର ପଟେଲଙ୍କ ଜନ୍ମଜୟନ୍ତୀରେ ଦେଶ ପ୍ରତି ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟାବଳି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୩୧/୧୦ : ଭାରତ ବର୍ଷର ଗର୍ବ ଓ ଗୌରବ ଲୌହ ପୁରୁଷ, ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ବିଶାଳ ଗଣଦୌଡ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଛକ ବି ଆର୍ ଆମ୍ବେଦକର ମାର୍ଗ ଓ ଶେଷମୁଣ୍ଡ ଛକ ଦେଇ ପୁନଶ୍ଚ ବି ଆର ଆମ୍ବେଦକର ମାର୍ଗ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଛକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୩୧/୧୦: (ଶୁକ୍ରବାର )ଦିନ ସକାଳ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଦୁର୍ନୀତି ନିବାରଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଦୁର୍ନୀତି ନିବାରଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ଉପ ଜ଼ିଲ୍ଲାପାଳ, ବୌଦ୍ଧ ବିନୟ କୁମାର ଭୋଇ, Continue Reading