Home Articles posted by odadmin (Page 229)
Top Stories
By Sudhansu Singh Rayagada, Dec 6 : A team from the Chikiti Notified Area Council (NAC) of Ganjam district visited Rayagada Municipality on Saturday to study the town’s sanitation management system, waste-processing facilities and ongoing urban development initiatives. Led by Chikiti NAC Chairperson Ms. Deepa Sahu and Vice-Chairman Mr. Har Prasad Choudhury, the team Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୬/୧୨ : ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ମାର୍ଗଦର୍ଶନ କ୍ରମେ ନୟାଗଡ଼ ଜିଲ୍ଲାରେ ଦଳୀୟ ସାଙ୍ଗଠନିକ ପୁନର୍ବିନ୍ୟାସ କରାଯିବା ପାଇଁ ଏକ ଗୁରୁତ୍ୱ ପୂର୍ଣ୍ଣ ସାଙ୍ଗଠନିକ ବୈଠକ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପ ଠାରେ ସଂଗଠନ ସୃଜନ ଦ୍ୱାରା ମନୋନୀତ ଡିସିସି ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ ଦାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଆୟୋଜିତ ଏହି ଦଳୀୟ ବୈଠକରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୬/୧୨ : ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ଖଣିଜ ସମ୍ପଦ ଭରପୁର ରହିଥିବା ବେଳେ ରାଜସ୍ବ ବିଭାଗର ବିନା ଅନୁମତିରେ ଖଣି ମାଫିଆ ମାନେ ଏହାକୁ ହରିଲୁଟ କରିବାରେ ଲାଗିଛନ୍ତି।ସେହିପରି ଶ୍ରୀମନ୍ଦିର ପ୍ରଶାସନର ୪୬ ରୁ ଉର୍ଦ୍ଧ୍ବ ପଥର ଖଣି ଓ ମୁଣ୍ଡିଆ ପାହାଡ଼ ରହିଛି।କୌଣସି ପଥର ଖଣିକୁ ବ୍ଲାଷ୍ଟିଂ ଅନୁମତି ମିଳି ନଥିବା ବେଳେ ମାଫିଆ ମାନେ ଦିବାରାତ୍ରୀ ଖଣି ଖନନ ଓ ବ୍ଲାଷ୍ଟିଂ କରି ବଡ଼ ବଡ଼ ହାଇୱାରେ […]Continue Reading
Odisha News
ଭୁବନେଶ୍ୱର, ୬/୧୨ : ଭଦ୍ରକରେ ବିଜୁ ଜନତା ଦଳକୁ ଆଜି ଏକ ଶକ୍ତ ଝଟକା ଲାଗିଛି । ଏହା ସହିତ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କୁ ମଧ୍ୟ ଶକ୍ତ ଆଘାତ ଲାଗିଛି । ପ୍ରଫୁଲ୍ଲଙ୍କ ସମ୍ପୂର୍ଣ୍ଣ ପରିବାର ଆଜି ପଦ୍ମ ପୋଖରୀରେ ବୁଡ଼ ଦେଇଛନ୍ତି ।ପ୍ରଫୁଲ୍ଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଓରଫ୍ ଲୁଲୁ ଓ ପ୍ରଣୀତକାନ୍ତି ସାମଲ୍ ଓରଫ୍ ଜୁଲୁ ଏବଂ ଭଉଣୀ ଉର୍ମିଲା ନାୟକ ବିଜେପିରେ ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି […]Continue Reading
Odisha News
କଟକ, ୬/୧୨: ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ଆସନ୍ତା ଜାନୁଆରୀ ୨୦ ତାରିଖରେ ଅନୁଷ୍ଠିତ ହେବ । ପରୀକ୍ଷା ପାଇଁ ଇଚ୍ଛୁକ ପ୍ରାର୍ଥୀ ମାନେ ଆଜିଠାରୁ ଆସନ୍ତା ୧୭ ତାରିଖ ଯାଏ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମୟ ଧାର‌୍ୟ୍ୟ କରାଯାଇଛି । ଏଥିପାଇଁ ଆଡମିଟ୍ କାର୍ଡ ଜାନୁଆରୀ ୧୦ ତାରିଖରେ ବୋର୍ଡ ୱେବସାଇଟରୁ ପାଇପାରିବେ ବୋଲି ସୂଚନା ଦିଆଯାଇଛି ।ଓଏସଏସଟିଇଟି ଦୁଇଟି ପେପରରେ ହେବ । ପ୍ରଥମ […]Continue Reading
National News
WEST BENGAL/DEC 6 :  West Bengal braces for a politically fraught Saturday as suspended TMC MLA Humayun Kabir pushes ahead with the foundation-laying ceremony for a ‘Babri Masjid-style’ mosque in Murshidabad, triggering high alert and sharpened political messaging on a date laden with communal sensitivities. The Beldanga site, where Kabir claimed “three Continue Reading
Odisha News
ବଣାଇ/ଓଡ଼଼ିଶା,୬/୧୨ : ଟ୍ରେଲର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ । ୧୪୩ ନଂ ଜାତୀୟ ରାଜପଥର ଗମଲେଇ ନିକଟରେ ଘଟିଛି ଦୁର୍ଘଟଣା । ମୃତକଙ୍କ ପରିଚୟ ଏ ପର‌୍ୟ୍ୟନ୍ତ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ଲହୁଣୀପଡ଼ା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇବା ସହିତ ଟ୍ରେଲର ଡ୍ରାଇଭରକୁ ମଧ୍ୟ ଅଟକ ରଖିଛି ।Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୬/୧୨: କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲ୍ଲା ବେଲଘର-କୋଟଗଡ଼ ଥାନା ସିମାନ୍ତରେ ମାଓ ଗତିବିଧି ଦେଖାଦେଇଛି ।ଏସ୍ଓଜି ଏବଂ ସିଆରପିଏଫ୍ ଜବାନଙ୍କ ମିଳିତ କୁମ୍ବିଂ ଅପରେସନ ବେଳେ ବିଲାମାଳ ପଞ୍ଚାୟତର ମୁଣ୍ଡିମାସ୍କା ଜଙ୍ଗଲରେ ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ ହେବା ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିବା ଜଣାପଡ଼ିଛି । କିଛି ସମୟ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ପରେ ମାଓବାଦୀ Continue Reading