Home Articles posted by odadmin (Page 232)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୭/୧୦ : ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୫ ପାଳନ ଉପଲକ୍ଷେ ପ୍ରଥମ ଦିବସରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା ନାଗରିକଙ୍କ ପାଇଁ ସାଧୁତାର ଶପଥାପାଠ କରାଇଥିଲେ ।ଉକ୍ତ ବୈଠକରେ ଡେପୁଟୀ କଲେକ୍ଟର, ରାଜସ୍ବ ନିବେଦିତା ପରିଡ଼ା, ଡେପୁଟି କଲେକ୍ଟର, ନ୍ୟାୟିକ, ଅନନ୍ୟା Continue Reading
Odisha News
ବୌଦ୍ଧ, ୨୭/୧୦ : ସୋମବାର ଦିନ ସକାଳ ୧୦ଘଣ୍ଟା ସମୟରେ କଣ୍ଟାମାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।ସେହିପରି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଓ ସମସ୍ତ […]Continue Reading
Odisha News
ବାଲେଶ୍ବର, ୨୭/୧୦: ଟିପିଏନଓଡିଏଲ୍ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଛି। ବାଲେଶ୍ଵର ସ୍ଥିତ ଟିପିଏନଓଡିଏଲର କର୍ପୋରେଟ କାର୍ଯ୍ୟାଳୟରେ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏହି ଅବସରରେ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ନୈତିକତାକୁ ଆପଣାଇବା ସହ ଲାଞ୍ଚକୁ ପ୍ରତ୍ୟାଖ୍ୟାନ କରିବା, ସ୍ୱଚ୍ଛ ତଥା ଉତ୍ତରଦାୟୀ ପ୍ରଶାସନିକ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ଦିଗରେ କାର୍ଯ୍ୟ କରିବାକୁ ପ୍ରତିଜ୍ଞା ନେଇଛନ୍ତି। କର୍ମଚାରୀମାନେ Continue Reading
National News
NEW DELHI, OCT 27 : The Election Commission of India (ECI) on Monday said it will conduct the second phase of the controversial Special Intensive Revision (SIR) of electoral rolls in 12 states and union territories after the “successful” completion of the exercise in poll-bound Bihar. The first phase of the nationwide SIR, which will […]Continue Reading
Odisha News
ଭୁବନେଶ୍ୱର , ୨୭/୧୦ : ସମ୍ଭାବ୍ୟ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବାତ୍ୟା ପ୍ରଭାବରେ ଯେମିତି କାହାର ଜଣଙ୍କର ବି ପ୍ରାଣ ହାନି ନ ହୁଏ ଅର୍ଥାତ୍ ଜିରୋ କାଜୁଆଲଟି ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି ।ଆସନ୍ତା ୩୦ ଯାଏ ପ୍ରଭାବିତ ହେବାକୁ ଥିବା ୮ ଜିଲ୍ଲାରେ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ବିଦ୍ୟାଳୟ ଛୁଟି ରହିବ ବୋଲି ବାତ୍ୟା ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ରାଜସ୍ୱ ଓ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୧୦ : ବର୍ତ୍ତମାନ କନ୍ଧମାଳିଆ ଶୀତ ଓ କୁହୁଡି ଆରମ୍ଭ ହୋଇଗଲାଣି, ତେବେ ମଝିରେ ମଝିରେ ଲଘୁଚାପ ଜନିତ ବର୍ଷା ଯୋଗୁ କୁହୁଡି ଓ ଶୀତ ଛୁଇଁବାରେ ବିଳମ୍ବ ହୋଇଛି। ଶୀତର ମଜା ନେବାକୁ ଆସୁଥିବା ପର୍ଯ୍ୟଟକ ମାନେ ପ୍ରକୃତ ଶୀତକୁ ଅନୁଭବ କରି ନ ପାରି ନିରାଶ ହେଉଥିବା ଦେଖିବାକୁ ମିଳୁଛି ।କିନ୍ତୁ ଆଗାମୀ ଦିନରେ ପ୍ରବଳ ଶୀତ ସହ ଘନ କୁହୁଡି ହେବାର ଆଶା କରାଯାଉଛି ।ଓଡିଶାର କାଶ୍ମୀର […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୫/୧୦ : ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ସମ୍ମିଳନୀ କକ୍ଷରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପ୍ରାଚୀନ ଉତ୍କଳର ନୌବାଣିଜ୍ୟ ପରମ୍ପରା,ଐତିହ୍ୟ,ବୈଭବ ଓ ମରାଳ ମାଳିନୀ ନିଳାମ୍ବୁ ଚିଲିକାର ସମୃଦ୍ଧିଶାଳୀ ସାଂସ୍କୃତିକ ଚେତନାକୁ ପ୍ରତିଟି ବୀର ଓଡ଼ିଆଙ୍କ ହୃଦୟରେ ଉଜ୍ଜୀବିତ କରିବା Continue Reading
Top Stories
By Swagatika Das Bhubaneswar,Oct.26: The Viswas School and College of Nursing joyfully organized the Orientation Program for the Academic Year 2025–26 on 23rd October 2025, filled with enthusiasm and excitement. The welcome ceremony for the new students was celebrated in a cheerful and vibrant atmosphere. The event began on a heartfelt note — senior students […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୧୦ : ଆସନ୍ତା କାଲି ୨୮ ତାରିଖ ରେ ଆସୁଥିବା ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା “ମୋନଥା” କୁ ନେଇ ଗଜପତି ଜିଲ୍ଲା ପ୍ରଦାନ ପକ୍ଷରୁ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ଙ୍କ ପକ୍ଷରୁ ଏକ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଅଫିସ୍ ଚେମ୍ବରରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ସମ୍ଭାବ୍ୟ ବାତ୍ୟା ” ମୋନଥା” ଉପରେ ଅଧିକ ସୂଚନା ଦେଇ କହିଥିଲେ Continue Reading