Home Articles posted by odadmin (Page 234)
National News Sports News
NEW DELHI, OCT 25 : The alleged molestation of two Australian cricketers in Indore has drawn sharp criticism of the Madhya Pradesh government, with opposition leaders blaming the ruling BJP for failing to ensure safe spaces for women. The BJP, however, harped that the government acted swiftly and arrested the accused, identified as Aqeel Khan. […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୧୦: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ଟାଟା ଷ୍ଟିଲ, ମେରାମଣ୍ଡଳି ଏବଂ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅଧିନସ୍ଥ ପଠାଣି ସାମନ୍ତ ପ୍ଲାନେଟରିୟମ, ଭୁବନେଶ୍ବର ତରଫରୁ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ସାହୁଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୫/୧୦ : ଭାରତୀୟ ପାଣିପାଗ ସୂଚନା ଅନୁଯାୟୀ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୨୫ ତାରିଖ ଅବପାତ ଓ ୨୬ ତାରିଖରେ ଗଭୀର ଅବପାତ ରୂପ ନେଇ ଆସନ୍ତା ଅକ୍ଟୋବର ୨୭ ତାରିଖରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି ।ଏହା ଦ୍ଵାରା ଖୋର୍ଦ୍ଧା ଜିଲ୍ଲାରେ ଏହାର ପ୍ରଭାବ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଅଛି ।ଏହି ପରି ପ୍ରେକ୍ଷୀରେ ଜିଲ୍ଲାପାଳ ଶ୍ରୀ ଆମ୍ରିତ୍ ଋତୁରାଜ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୧୦ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କ୍ୟାମ୍ପସ ସ୍ଥିତ ସେଞ୍ଚୁରିଆନ୍ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟର ସ୍କୁଲ୍ ଅଫ୍ ଇଞ୍ଜିନିୟରିଂ ଆଣ୍ଡ୍ ଟେକ୍ନୋଲୋଜି (ସୋଏଟ) ଦ୍ୱାରା ସୃଜନଶୀଳତା , ନବସୃଜନ ଏବଂ ପ୍ରତିଯୋଗିତାର ଏକ ଦୁଇ ଦିନିଆ ” “ଟେକ୍-ଉତ୍ସବ ୨୦୨୫” ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟତଃ “ଯେଉଁଠାରେ ଟେକ୍ନୋଲୋଜି ସୃଜନଶୀଳତାକୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୫/୧୦: ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଓଡିଶା, ଭୁବନେଶ୍ୱର ସୌଜନ୍ୟତାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବୌଦ୍ଧ ଆୟୋଜନ କରିଥିବା ଆଞ୍ଚଳିକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ସ୍ଥାନୀୟ ଟାଉନହଲଠାରେ ଅନୁଷ୍ଠିତ ହୋଇଯାଇଛି ।ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ମୁଖ୍ୟଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ନିଜ ପାଇଁ, Continue Reading
Odisha News
ଭୁବନେଶ୍ୱର, ୨୫/୧୦ : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ।୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ ବୋଲି ଜଣାପଡିଛି। ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି।ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ Continue Reading