Home Articles posted by odadmin (Page 237)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୩/୧କ୍ଟ- ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ଗୁରୁବାର ଦିନ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ବାଣପୁର ବ୍ଲକ ସଭାଗୃହ ଠାରେ ଆୟୋଜିତ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ଼ ବଣ୍ଟନ କରାଯାଇଥିଲା।ଏହି ସମାରୋହରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଏବଂ ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର ଯୋଗଦେଇ ୧୪୭ ଜଣ ହିତାଧିକାରୀଙ୍କୁ ରାସନ Continue Reading
Odisha News
ଭୁବନେଶ୍ୱର, ୨୩/୧୦ : ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ଼ ଖବର। ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ। ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ।ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍‌ଲାଇନ୍ ଜାରି ସହ ୩ ସ୍ତରୀୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି। Continue Reading
Odisha News
ଭୁବନେଶ୍ୱର , ୨୩/୧୦ : ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ହେବ ଭାରତୀୟ ସଡ଼କ ସମ୍ମିଳନୀ (ଇଣ୍ଡିଆନ ରୋଡ କଂଗ୍ରେସର ୮୪ତମ ଅଧିବେଶନ)।ଏଥିରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ନଭେମ୍ବର ୭ରୁ ୧୦ ପର୍ଯ୍ୟନ୍ତ ଭୁବନେଶ୍ବରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ଆଇଆରସିର ଏହି ସମ୍ମିଳନୀରେ ଦେଶ ଦେଖିବ ଓଡ଼ିଆ ଅସ୍ମିତାର ଝଲକ।ଓଡ଼ିଶାର କଳା, ସଂସ୍କୃତି ସହିତ ପର୍ଯ୍ୟଟନ, ହସ୍ତଶିଳ୍ପ, ହସ୍ତତନ୍ତ ସମେତ Continue Reading
Odisha News
ନୂଆପଡା, ୨୩/୧୦ : ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ସରଗରମ ରାଜନୀତି । ମଇଦାନରେ ପ୍ରଚାର ଚରମରେ ପହଞ୍ଚିଛି ।ନାମାଙ୍କନ ପତ୍ର ଦାଖଲ ପରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ସରିଛି । ମୋଟ୍ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ନାମାଙ୍କନ ପତ୍ର ନାକଚ ହୋଇଛି । ଫଳରେ ମଇଦାନରେ ଏବେ ୧୪ ଜଣ ପ୍ରାର୍ଥୀ ଅଛନ୍ତି ।ରିଟର୍ଣ୍ଣିଂ ଅଫିସରଙ୍କ […]Continue Reading
Odisha News
ଯାଜପୁର,୨୩/୧୦ : ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ତେନ୍ତୁଲିଖୁଣ୍ଟା ନିକଟରେ ଥିବା ହ୍ୟୁଣ୍ଡାଇ କାର ଶୋ’ରୁମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋ’ ରୁମ୍‌ର କାର୍ ଓ୍ବାଶିଂ ବିଭାଗରେ କାର‌୍ୟ୍ୟ କରୁଥିବା କର୍ମଚାରୀମାନଙ୍କ ଥଟ୍ଟାମଜା ଯୋଗୁ ଭାକ୍ୟୁମ କ୍ଲିନର ମେଶିନ ଲାଗି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି।ମୃତକ ହେଲେ ଜେନାପୁର ହୋତାସାହି ଗ୍ରାମର ସିପୁନ ବେହେରା(୨୩)।ମଙ୍ଗଳବାର ସନ୍ଧ୍ୟାରେ ସିପୁନ ଓ ତାଙ୍କ କେତେଜଣ ସାଙ୍ଗ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୧୦ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଫୁଲବାଣୀ ପକ୍ସୋ କୋର୍ଟରେ ହାଜର କରିଥିବା ଜଣାପଡିଛି ।ସେଠାରେ ଜାମିନ ନାମାଞ୍ଜୁର ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗ ହାଜତକୁ ପଠାଇ ଦିଆଯାଇଥିବା ବିଷୟ ତଦନ୍ତକାରୀ ଅଧିକାରୀ ଜୟନ୍ତ କୁମାର ସେଠି ପ୍ରକାଶ କରିଛନ୍ତି ।ତାଙ୍କ ନାମରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୨/୧୦ : ସୋମବାର ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲା ମୁଖ୍ୟଚିକିତ୍ସାଳୟ ପରିଦର୍ଶନ କରିଛନ୍ତି ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୁଷଣ ନାୟକ ।ଶ୍ରୀଯୁକ୍ତ ନାୟକ ଡାକ୍ତରଖାନାରେ ସାପ କାମୁଡଳ ରେ ଚିକିତ୍ସାଧୀନ ଥିବା ଡମଡମ ଗ୍ରାମର ୯ ବର୍ଷିୟ ନାବାଳକ ପ୍ରହଲ୍ଲାଦ ପୋଢ ଓ ଜିଆଁକଟା ଗ୍ରାମରେ କାନ୍ଥ ଭୁଶୁଡ଼ି ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବା ରାଜେନ୍ଦ୍ର ବେହେରାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୨/୧୦ : ସାଧାରଣ ଲୋକ ମଦ୍ୟପାନ କରି ଗାଳିଗୁଲଜ କରିବା ଆପଣମାନେ ଦେଖିଥିବେ। ଅତ୍ୟଧିକ ନିଶାରେ ନିଶାଖୋର ଲୋକଙ୍କୁ ରାସ୍ତା କଡରେ ପଡିଥିବା ଦୃଶ୍ୟ ବି ଆପଣମାନେ ଦେଖିଥିବେ।ଏପରିକି ପୋଲିସ ପାଟ୍ରୋଲିଂ କରି ନିଶା ସେବନ କରି ଗାଡ଼ି ଚାଳନା କରୁଥିବା ଲୋକଙ୍କୁ ଧରିଥାଏ। ଯଦି ଖୋଦ୍ ପୋଲିସ ଏମିତି କାମ କରେ ତେବେ କହିବା କାହାକୁ ଖାକି ଡ୍ରେସରେ ମଦ୍ୟପାନ କରି ସର୍ବସାଧାରଣରେ ଗାଳିଗୁଲଜ କରିବା ପଡିଲା ମହଙ୍ଗା Continue Reading