Home Articles posted by odadmin (Page 24)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୩ : (ଶୁକ୍ରବାର) ଦିନ ଅପରାହ୍ନ ଘ ୨.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ହରଭଙ୍ଗା ବ୍ଲକ ପୁରୁଣାକଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ।ସେଠାରେ ପହଞ୍ଚି ଡାକ୍ତର ଖାନାର ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ ଓ ଚିକିତ୍ସକ୍ଷ ସୁବିଧା ସୁଯୋଗ ନେଇ ରୋଗୀ ମାନଙ୍କ ସହ ୱାର୍ଡ ରେ ଆଲୋଚନା କରିଥିଲେ । ପରେ ଡିଗ୍ରୀ ମହାବିଦ୍ୟାଳୟ ନିକଟରେ ନିର୍ମାଣାଧିନ ଡାକ୍ତରଖାନା କୋଠାର ଅଗ୍ରଗତି Continue Reading
Top Stories
By Dalim Phukan Guwahati, 14 Mar : The last budget presented by the Congress government in Assam had a total outlay of ₹50,000 crore for the entire financial year. In contrast, Prime Minister Narendra Modi today inaugurated projects worth ₹47,800 crore in the state in a single day. Addressing a press conference today at the […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୪/୩ : ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଜଟଣୀରେ ଶୁକ୍ରବାର ଜାତୀୟ ଶିକ୍ଷାନୀତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ଭବିଷ୍ୟତ ଗଠନରେ ଶିକ୍ଷକଙ୍କ ଗୁରୁତ୍ବପୂର୍ଣ ଭୂମିକା ରହିଛି ବୋଲି କହିଥିଲେ ।ଶିକ୍ଷା ବ୍ୟକ୍ତି ,ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ମୁଖ୍ୟ ଭୂମିକା ନିଭାଇଥାଏ। ଶିକ୍ଷକ ମାନେ Continue Reading
Odisha News
ଭୁବନେଶ୍ୱର,୧୪/୩ : ଦିନକ ପରେ ରାଜ୍ୟସଭା ନିର୍ବାଚନ । ରାଜ୍ୟ ରାଜନୀତି ଏବେ ଉଠୁଛି ପଡୁଛି । ଚାଲିଛି ଆରୋପ, ପ୍ରତ୍ୟାରୋପ ଲଢେଇ ।କିଏ କହିଲାଣି ଆମ ବିଧାୟକ ଫୋନ୍ ଉଠାଉନାହାନ୍ତି, ତ ଆଉ କିଏ କହିଲାଣି .. ତାଙ୍କ କଥା ଆମକୁ କାଇଁ ପଚାରୁଛ। ଆଉ ଏବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଜେପି ଦଳକୁ ଟାର୍ଗେଟ କରିଛନ୍ତି ।ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆଗକୁ ରାଜ୍ୟସଭା ନିର୍ବାଚନ । ଏହାପୂର୍ବରୁ […]Continue Reading
National News
NEW DELHI, MAR 14 : The Union Ministry of Home Affairs on Saturday said it has decided to revoke with immediate effect the detention of climate activist Sonam Wangchuk under the National Security Act, six months after he was jailed for allegedly inciting a mob with provocative statements in Ladakh’s Leh. In a statement, the […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪/୩ : ପିସିସି ସଭାପତି ଶ୍ରୀ ଭକ୍ତଚରଣ ଦାସଙ୍କ ଆହ୍ୱାନ କ୍ରମେ ଜାଳେଣି ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରଣଜିତ ଦାଶଙ୍କ ନେତୃତ୍ୱରେ ସ୍ଥାନୀୟ ଓଡଗାଁ ଛକ ଠାରେ କଂଗ୍ରେସ କାର୍ଯ୍ୟକର୍ତ୍ତା ମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିତ୍ୟବ୍ୟବହାର୍ଯ୍ୟ ଗ୍ୟାସ ସିଲିଣ୍ଡର ପିଛା ୬୦ ଟଙ୍କା ବୃଦ୍ଧି କରି ହାଣ୍ଡିଶାଳରେ ଚଡକ ପକାଇଛନ୍ତି ବୋଲି ଡିସିସି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା ପାଟଖଣ୍ଡା ଠିକାଦାର ସଂଘ ର ଏକ ବୈଠକ ସଭାପତି ସ୍ଵପ୍ନେଶ୍ଵର ସାହୁ ଙ୍କ ଅଧ୍ୟକ୍ଷତା ରେ ସ୍ଥାନୀୟ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଠିକାଦାର ମାନଙ୍କ ବିଭିନ୍ନ ଠିକା କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଛି । କନ୍ଧମାଳ ଜିଲ୍ଲା ବିଭିନ୍ନ ସରକାରୀ କାର୍ଯ୍ୟ ଗୁଡିକ ରେ ଠିକା କାର୍ଯ୍ୟ ସଂଘ ର ଅନୁମତି ବିନା ଅନ୍ୟ ଜିଲ୍ଲା ଠିକାଦାର ମାନଙ୍କୁ […]Continue Reading
Odisha News
ଭୁବନେଶ୍ବର, ୧୩/୩ : ଚାଷୀ ହେଉଛନ୍ତି ଆମ ସମାଜର ମେରୁଦଣ୍ଡ ଏବଂ ଆମ ଅର୍ଥନୀତିର ପ୍ରକୃତ ସାରଥି। “ଜୟ କିଷାନ”ର ନାରାକୁ ସାର୍ଥକ କରିବା ପାଇଁ କେନ୍ଦ୍ର ସରକାର ଓ ଆମ ସରକାର ସଦାସର୍ବଦା ଚେଷ୍ଟିତ। ଚାଷୀମାନଙ୍କର ଉନ୍ନତି ବିନା ଦେଶ କିମ୍ବା ରାଜ୍ୟର ବିକାଶ ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୨ ତମ ପିଏମ୍ କିଷାନ ଉତ୍ସବ ଦିବସରେ କୃଷକ ସମ୍ମାନ ନିଧି ପ୍ରଦାନ କାର୍ଯ୍ୟକ୍ରମ ଅବସରରେ ଓୟୁଏଟି ସ୍ଥିତ କୃଷି ଶିକ୍ଷା […]Continue Reading
Top Stories
By Tapaswini Sahoo Paradeep/Odisha, Mar 13 : In a closely fought final,ParadeepgarhTeam emerged winners of the third edition of Udaan Inter Village Cricket Premier League organised by ArcelorMittal Nippon Steel India (AM/NS India)at Paradeepgarh in Jagatsinghpur district during March 9-12, 2026.12 teams from 12 villages including Nuagarh, Baldia, Handia, Musadia, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୩/୩ : ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରାଜୀବ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରନ୍ଧନଗ୍ୟାସ ଦରବୃଦ୍ଧି ଏବଂ ଏହାର ସାଙ୍ଘାତିକ ଅଭାବ ପ୍ରତିବାଦରେ ବିକ୍ଷୋଭ ଅନୁଷ୍ଠିତ ହୋଇଥିଲା ।ଜିଲ୍ଳା କଂଗ୍ରେସ ପକ୍ଷରୁ ଏକ ସ୍ମାରକପତ୍ର ଏଡିଏମ, ଖୋର୍ଦ୍ଧାଙ୍କୁ ପ୍ରଦାନ କରାଯାଇଥିଲା । ଏହି ଅବସରରେ ଜିଲ୍ଳା କଂଗ୍ରେସ ସଭାପତି ଶ୍ରୀ Continue Reading