Home Articles posted by odadmin (Page 245)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୧୦: ରାଷ୍ଟ୍ରୀୟ ପୋଷଣ ମାସ ଅବସରରରେ ବାଲିଗୁଡ଼ା ବ୍ଲକ୍ ର ସମନ୍ୱିତ ଶିଶୁ ବିକାଶ ଅଧିକାରୀ କ୍ରୀଷ୍ଣା ପଣ୍ଡା ଙ୍କ ନିର୍ଦ୍ଦେଶକ୍ରମେ ସୁପରଭାଇଜର ମଞ୍ଜୁଲତା ବେହେରା, ସଂଯୁକ୍ତା ବେହେରା ଙ୍କ ନେତୃତ୍ବ ରେ ଖମନଖୋଲ, ବାରଖମା, ବାଟାଗୁଡା, ସୂଡ୍ରା, ବୁଦ୍ର୍ତୃକିଆ, ବାଲିଗୁଡ଼ା, ସେକ୍ଟର ଏବଂ କ.ନୂଆଗାଁ ବ୍ଲକ୍ ସମନ୍ୱିତ ଶିଶୁ ବିକାଶ ଅଧିକାରୀ ସୋନିଆ ହେମ୍ବ୍ରମ ଙ୍କ ନିର୍ଦ୍ଦେଶ କ୍ରମେ ସୁପର ଭାଇଜର Continue Reading
Odisha News
ନୂଆପଡ଼ା, ୧୬/୧୦ : ନୂଆପଡ଼ା ଆସନକୁ ଅକ୍ତିଆର କରିବାକୁ ଭାରତୀୟ ଜନତା ପାର୍ଟି ରଣନୀତି ପ୍ରସ୍ତୁତ କରିସାରିଛି । ଏବେ ପ୍ରଚାର ଉପରେ ଗୁରୁତ୍ୱ ଦିଆଯାଇଛି । ବିଜେପି ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିଛି । ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ବାହାର ନେତୃବୃନ୍ଦ, କେନ୍ଦ୍ରମନ୍ତ୍ରୀ, ସାଂସଦ ଓ ବିଧାୟକମାନେ ପ୍ରଚାର ମଙ୍ଗ ସମ୍ଭାଳିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ଼ ମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ , ୧୬/୧୦ : ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ ଜିଲ୍ଲାବ୍ୟାପି ଭୋଟ ଚୋରି ଦସ୍ତଖତ ଅଭିଯାନ ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ଜିଲ୍ଲା ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଡିସିସି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇ ଯାଇଛି ।ପିସିସି ପର୍ଯ୍ୟବେକ୍ଷକ ସୁଶ୍ରୀ ସ୍ୱାଗତିକା ପଟ୍ଟନାୟକ ଏହି ବୈଠକରେ ଯୋଗ ଦେଇ ଜିଲ୍ଲାର ଦଳୀୟ କାର୍ଯ୍ୟକର୍ତ୍ତା ମାନଙ୍କ Continue Reading
Odisha News
ନୂଆପଡା, ୧୬/୧୦ : ନୂଆପଡାରେ ବିଜେପିର ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି। ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇ ଦଳୀୟ ପ୍ରାର୍ଥୀ ଜୟ ଢୋଲକିଆଙ୍କ ଲାଗି ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ନୂଆପଡା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ। ନୂଆପଡା ଇତିହାସରେ ନୂଆ ଫର୍ଦ୍ଦ ଯୋଡି ହେବାକୁ ଯାଉଛି ।ଏବେଠାରୁ ନୂଆପଡାବାସୀ ଦେଖିବେ ଡବଲ ଇଞ୍ଜିନ ସରକାରର ବିକାଶ। ବିଜେପିକୁ ଯଶସ୍ୱୀ କରିବାକୁ ଆପଣଙ୍କ ସହଯୋଗ ଦରକାର। Continue Reading
Odisha News
ଭୁବନେଶ୍ୱର, ୧୬/୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ କର୍ମଚାରୀମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି । ରାଜ୍ୟ ସରକାର ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିଛି ।ବର୍ତ୍ତମାନ ମିଳୁଥିବା ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢ଼ି ୫୮ ପ୍ରତିଶତ ହୋଇଛି । ବର୍ଦ୍ଧିତ ମହଙ୍ଗା ଭତ୍ତା ଗତ ଜୁଲାଇରୁ ପିଛିଲା ଭାବେ ଲାଗୁ ପାଇଁ ଘୋଷଣା କରାଯାଇଛି । ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ […]Continue Reading
National News
INDORE, OCT 16 : Nearly 25 persons from the transgender community in Indore claimed to have consumed phenyl, following which they were hospitalised, an official said. None of the patients was in a critical condition, Dr Basant Kumar Ningwal, Superintendent-in-Charge of the government-run Maharaja Yashwantrao Hospital, told PTI on Wednesday. “Around 25 persons from Continue Reading
National News
WASHINGTON, OCT 16 : With a fragile Israel-Hamas ceasefire and hostage deal holding, US President Donald Trump says he’s now turning his attention to bringing Russia’s war on Ukraine to an end and is weighing providing Kyiv long-range weaponry as he looks to prod Moscow to the negotiating table. Ending the wars in Ukraine and […]Continue Reading
Odisha News
ଭୁବନେଶ୍ବର ୧୬/୧୦: ପୋଲିସ ଏସ୍‌ଆଇ ପରୀକ୍ଷା ବିଭ୍ରାଟ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ । ପୂର୍ବରୁ ପରୀକ୍ଷା ତ୍ରୁଟିଶୂନ୍ୟ ଏବଂ ଦୁର୍ନୀତି ମୁକ୍ତ କରିବା ପାଇଁ ଆମେ ବ୍ୟବସ୍ଥା କରିଥିଲୁ ।ଏଥିପାଇଁ ଜିଲ୍ଲା ଏସ୍‌ପି ଓ ପୋଲିସ ଅଧିକାରୀ ମାନଙ୍କୁ ସତର୍କ କରାଯାଇଥିଲା । ଫଳସ୍ୱରୂପ ଆମେ ପରୀକ୍ଷାରେ ବିଭ୍ରାଟ ହେବା ପୂର୍ବରୁ ଠାବ କରିପାରିଲୁ । ଏ ଘଟଣାର ତଦନ୍ତ ଚାଲିଛି ଖୁବ୍‌ଶୀଘ୍ର ଅନ୍ୟ ଅଭିଯୁକ୍ତ ଧରାପଡ଼ିବେ ।Continue Reading
Odisha News
ଭୁବନେଶ୍ୱର , ୧୬/୧୦: ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୮୦ ବର୍ଷରେ ପାଦ ଥାପିଛନ୍ତି ନବୀନ ପଟ୍ଟନାୟକ । ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢ଼ଙ୍ଗରେ ପାଳନ କରିବେ । ଏହି ଅବସରରେ ତାଙ୍କୁ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ ।ଏହି ଅବସରରେ ଫୋନ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ […]Continue Reading
Top Stories
By Chandrabhanu Singh| Rayagada | October 16, 2025: The 9th District Mineral Foundation (DMF) Trust Board meeting of Rayagada district was held at the Zilla Parishad Conference Hall on Wednesday under the chairmanship of District Collector and DMF Chairperson Ashutosh Kulkarni, IAS, to review progress of ongoing projects and finalize future strategies under the Odisha […]Continue Reading