Home Articles posted by odadmin (Page 251)
Odisha News
ଗୁରୁଦୟାଲ ହଂସଙ୍କ ରିପୋର୍ଟକଣ୍ଟାବାଞ୍ଜି,୧୨/୧୧ : ବଲାଙ୍ଗିର ଜିଲ୍ଲା କଣ୍ଟବାଞ୍ଜିଠାରେ ଗତ ଦୁଇ ବର୍ଷ ହେଲା ଉତ୍କଳ ବାଳାଶ୍ରମର କୋଠା ନିର୍ମାଣ ସରିଛି । ଏହା କଣ୍ଟାବାଞ୍ଜି- ବଙ୍ଗୋମୁଣ୍ଡା ରାଜ୍ୟ ରାଜପଥ ନଂ.୪୨ ରାସ୍ତା ପାଶ୍ୱର୍ କେ.ଭି.କଲେଜ ସମ୍ମୁଖରେ ନିର୍ମାଣ ହୋଇଛି । କୋଟି କୋଟି ଟଙ୍କା ବ୍ୟୟରେ ଏହି ଉତ୍କଳ ବାଳାଶ୍ରମ ନିର୍ମାଣ ହୋଇ ଦୁଇ ବର୍ଷ ହୋଇ ସାରିଛି । ହେଲେ ଏହା କାର୍ଯ୍ୟକ୍ଷମ ହୋଇନାହିଁ ।କାର୍ଯ୍ୟକ୍ଷମ ହୋଇ ନ ଥିବାରୁ କୋଠାଟି ଭୁତକୋଠି Continue Reading
Odisha News
ଭୁବନେଶ୍ୱର, ୧୨/୧୧ : ଆଜି ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥିରେ ପୁରପଲ୍ଲୀରେ ପାଳିତ ହେଉଛି ପ୍ରଥମାଷ୍ଟମୀ । ଆଜି ଦିନରେ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ। କାରଣ, ଷଷ୍ଠୀଦେବୀ ହେଉଛନ୍ତି \’ଜ୍ୟେଷ୍ଠାଦେବୀ\’।ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନପରେ ନୂତନ ବସ୍ତ୍ର ପିନ୍ଧାଇ ଠାକୁରଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ Continue Reading
National News
PAKISTAN, NOV 11 : Pakistan Prime Minister Shehbaz Sharif has blamed India for the suicide blast outside an Islamabad court that killed 12 people. He also alleged New Delhi’s role in Monday’s attack on a cadet college in Wana, near the border with Afghanistan. Sharif blamed “Indian-sponsored terrorist proxies” for the twin attacks, according to […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୧୧: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ, ଜମୁନାଲାଲ୍ ବଜାଜ୍ ସମ୍ମାନ ବିଜୟୀ, ଭୂ ସତ୍ୟାଗ୍ରହୀ ଓ କୋରାପୁଟିଆ ଗାନ୍ଧୀ ଭାବେ ବେଶ ପରିଚିତ ଥିବା ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ବନାଥ ପଟ୍ଟନାୟକ (ଆଜ୍ଞା) ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପ୍ରତ୍ୟୁଷ ରୁ ସମଗ୍ର ସହରରେ ରାମଧୁନ ପରିବେଷଣ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୧୧ : ସୋମବାର ଅପରାନ୍ହ୍ ୪ ଘଟିକା ସମୟରେ ହରଭଙ୍ଗା ବ୍ଲକ ଗସ୍ତରେ ଆସି ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଜନଶୁଣାଣୀ କାର୍ଯ୍ୟକ୍ରମ ପରେ pare୩ହରଭଙ୍ଗା ବ୍ଲକର ବିଭିନ୍ନ ନିର୍ମାଣାଧୀନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି ।ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ବିଭିନ୍ନ ଗ୍ରାମ ପଞ୍ଚାୟତରେ ଅର୍ଦ୍ଧ ସମ୍ପୁର୍ଣ୍ଣ ହୋଇ ପଡ଼ି ରହିଥିବା ବନ ସୁରକ୍ଷା ସମିତି ଗୃହ, ମିଶନ୍ ଶକ୍ତି GPLF କୋଠା, ଗ୍ରାମ ପଞ୍ଚାୟତ ସୁବିଧା କେନ୍ଦ୍ର, Continue Reading
Odisha News
ନୂଆପଡ଼ା, ୧୧/୧୧ : ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ପାଇଁ ସାରିଛି ମତଦାନ। ଇଭିଏମରେ ସିଲ ହେଲା ୧୪ ପ୍ରାର୍ଥୀଙ୍କ ଭାଗ୍ୟ। ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିଲା।ସୁରୁଖୁରୁରେ ମତଦାନ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିଲା। ସକାଳୁ ସକାଳୁ ବୁଥ୍ ଗୁଡିକରେ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା।ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍ ଗୋପାଳନ କହିଛନ୍ତି, ସନ୍ଧ୍ୟା ୫ଟା ସୁଦ୍ଧା ୭୫.୩୭% ଭୋଟିଂ ହୋଇଛି। ବ୍ୟାପକ ପଦକ୍ଷେପ ସତ୍ତ୍ବେ କାଁ Continue Reading
Odisha News
ନୂଆପଡ଼ା, ୧୧/୧୧ : ନୂଆପଡ଼ା ଉପନିର୍ବାଚନରେ ଆଉ ଜଣେ ପ୍ରିଜାଇଡିଂ ଅଫିସର ମଙ୍ଗଳବାର ସସ୍‌ପେଣ୍ଡ ହୋଇଛନ୍ତି। ନୂଆପଡ଼ା ଜିଲା ସିନାପାଲ୍ଲୀ ୪୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ସନ୍ଦୀପ ସ୍ବାଇଁଙ୍କୁ ସସ୍‌ପେଣ୍ଡ କରାଯାଇଛି। ତେବେ ସନ୍ଦୀପ ଭୋଟରଙ୍କ ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ପ୍ରତି ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।ସେହିପରି ସକାଳେ ମତଦାନ ଚାଲିଥିବାବେଳେ ଜଣେ ପ୍ରିଜାଇଡିଂ ଅଫିସରଙ୍କ ସସ୍‌ପେଣ୍ଡ୍ କରାଯାଇଥିଲା। ରାଜ୍ୟ ମୁଖ୍ୟ ନିର୍ବାଚନ Continue Reading