Home Articles posted by odadmin (Page 252)
Odisha News
ଭୁବନେଶ୍ବର , ୧୧/୧୧: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୭ଟାରୁ ଭୋଟର ମାନେ ନିଜ ନିଜର ମତ ସାବ୍ୟସ୍ତ କରୁଛନ୍ତି । ସନ୍ଧ୍ୟା ୫ଟା ଯାଏଁ ଭୋଟିଂ ଚାଲିବ । ନୂଆପଡ଼ା ଉପନିର୍ବାଚନରେ ସକାଳ ୯ଟା ସୁଦ୍ଧା ୧୪.୯୯ ପ୍ରତିଶତ ମତଦାନ ହୋଇଥିବା ନେଇ ରାଜ୍ୟମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍.ଗୋପାଳନସୂଚନା ଦେଇଛନ୍ତି।ସକାଳ ୫ଟା୩୦ରୁ ନୂଆପଡ଼ାରେ ମକ୍ପୋଲ୍ରେଆରମ୍ଭ ହୋଇଛି ଉପନିର୍ବାଚନ । ମକ୍ପୋଲ୍ସମୟରେ ୩ ବଲାଟ୍ୟୁନିଟ୍,୩ Continue Reading
Top Stories
Empowers 1,000 women to cultivate kitchen gardens and promote sustainable living By Sagarika Mohapatra Bhubaneswar, Nov. 10: Vedanta Aluminium, India’s largest producer of aluminium, is fostering a culture of health, nutrition and sustainability through its community development initiative, Project Sampark. As part of the programme, the company has empowered over Continue Reading
Top Stories
By Subrat Sarangi Mumbai/ Delhi,Nov. 10: ArcelorMittal Nippon Steel India (AM/NS India) has published its Sustainability Report for FY2024-2025, which has set out the measurable progress it is making on its commitment to decarbonisation, circularity, and communities’ empowerment.The report also underscores that AM/NS India’s efforts to cut CO2 emissions and embrace Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୦/୧୧: ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିଛି। ରାଜ୍ୟରେ ସବୁଠାରୁ ଶୀତଳ ବ୍ଲକ ଭାବେ ପରିଚିତ ଦାରିଙ୍ଗବାଡିରେ ପ୍ରତିବର୍ଷ ଜାନୁୟାରୀରେ ଶୀତ ମହୋତ୍ସବ ପାଳନ ହେଉଛି। ତେବେ ୨୦୧୫ରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ଶୀତ ମହୋତ୍ସବ ପାଳିତ ହୋଇଥିଲା ତା’ପରଠାରୁ ଏହି ମହୋତ୍ସବ ରାଜ୍ୟ ସ୍ତରୀୟ ହେଉନଥିବା ବେଳେ ସ୍ଥାନୀୟ ଲୋକ ଓ ସ୍ଥାନୀୟ ପ୍ରଶାସନର ସହାୟତରେ ମହୋତ୍ସବ ପାଳନ କରାଯାଉଛି, Continue Reading
Odisha News
ଭୁବନେଶ୍ଵର, ୧୦/୧୧ : ଓଡ଼ିଆ ସଂଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କୁ ନେଇ ଖୁସି ଖବର ଆସିଛି । ଦୀର୍ଘ ଦୁଇ ମାସ ପରେ ଅଭିଜିତ ଭେଣ୍ଟିଲେଟରରୁ ବାହାରିଛନ୍ତି ।ତାଙ୍କୁ ସୋମବାର ମେଡିସିନ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିବା ଭୁବନେଶ୍ୱର ଏମ୍ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କିନ୍ତୁ ସେ ଏବେବି କୋମାରେ ଅଛନ୍ତି ।ଅଭିଜିତ ମଜୁମଦାର ଲିଭର ଜନିତ ରୋଗରେ ପୀଡ଼ିତ ଅଛନ୍ତି । ଗତ ଅଗଷ୍ଟ ୩୧ ତାରିଖରେ ଅଭିଜିତ ଅସୁସ୍ଥ ହୋଇଥିଲେ […]Continue Reading
Odisha News
ଭୁବନେଶ୍ଵର, ୧୦/୧୧ : ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତାକାଲି ଭୋଟିଂ। ନଭେମ୍ବର ୯ରେ ପ୍ରଚାର ଥମିବା ସହ ମତଦାନ ପାଇଁ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏହା ମଧ୍ୟରେ ରାଜ୍ୟରେ ବିଜେପି ସରକାର ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିରବ ଅବଧି ସମୟରେ ନୂଆପଡ଼ାରେ ନିୟମର ଉଲ୍ଲଂଘନ ହୋଇଥିବା ନବୀନ କହିଛନ୍ତି।ସେ କହିଛନ୍ତି, ଭାରତୀୟ ନିର୍ବାଚନ ଆୟୋଗଙ୍କ ଗାଇଡଲାଇନ Continue Reading
Odisha News
ଭୁବନେଶ୍ୱର, ୧୦/୧୧ : ଛୋଟବେଳେ ଟ୍ରେନ୍‌ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା ଭାବେ ଗ୍ରହଣ କରି ସାଙ୍ଗରେ ନେଇଯାଇଥିଲେ।ଆମେରିକୀୟ ମା’, ବାପାଙ୍କୁ ପାଇ ନୂଆ ଜୀବନ ଜିଇବାକୁ ସ୍ବପ୍ନ ଦେଖି ବଡ଼ ହୋଇଥିବା ଏହି ଯୁବତୀଙ୍କ ଆଖିରେ ଏବେ ଲୁହ। ସେ ହେଲେ ପୂଜା ନାୟକ ଓରଫ ସେଜଲ ଜୋହନ (୨୧)।ଆମେରିକାରେ ପୋଷ୍ୟକନ୍ୟା ଭାବେ ରହୁଥିବା ପୂଜା ଓଡ଼ିଶା ଫେରି ଆସିବାକୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟଦାରିଙ୍ଗବାଡି, ୧୦/୧୧ : ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି ।ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ ଧୀରେ ଧୀରେ ଅନୁଭୂତ ହେଉଛି। ଘର ଭିତର ଅପେକ୍ଷା ଶୀତ ବାହାର ପରିବେଶରେ ଅଧିକା ଅନୁଭୂତ ହେଉଛି ବିନା ଶୀତ ବସ୍ତ୍ରରେ ବାଇକ କିମ୍ବା ଖୋଲା ଯାନରେ ଯାତାୟାତ କଲେ ଦେହ ଥରୁଛି। ପାଣି ଜାଡ଼ ହେବାରେ ଲାଗିଛି ।ବିଳମ୍ବିତ ରାତିଠାରୁ ଘନ କୁହୁଡି […]Continue Reading