Home Articles posted by odadmin (Page 26)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩/୧୧ : ଦୀପାବଳୀ ଆସିଲେ ବାଣ ବଜାରରେ ଦେଖିବାକୁ ମିଳେ ଚଳଚଞ୍ଚଳତା। ଏହି ସମୟରେ ବାଣ ବ୍ୟବସାୟ କରି ଦୁଇ ପଇସା ରୋଜଗାର କରିବାକୁ ଅନେକ ବ୍ୟବସାୟୀ ଆଗ୍ରହ ପ୍ରକାଶ କରନ୍ତି। ହେଲେ ବାଣ ବିକ୍ରି ପାଇଁ ଲାଇସେନ୍ସ ପ୍ରଦାନର ସମୟସୀମା ଓ ବାଣ ସଂଗ୍ରହ କରିବାର ବାସ୍ତବ ସ୍ଥିତିକୁ ନେଇ ଏବେ ଉଠିଛି ଅନେକ ପ୍ରଶ୍ନ।ପ୍ରଶାସନର ନିୟମ ଓ ବ୍ୟବସାୟର ଆବଶ୍ୟକତା ମଧ୍ୟରେ ରହିଥିବା ଏହି ତାଳମେଳ ଅଭାବ ବ୍ୟବସାୟୀଙ୍କୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୧୧ : ଜିଲ୍ଲାସ୍ତରୀୟ ବିଶ୍ୱ ମିତବ୍ୟୟିତା ଦିବସ ପାଳନ ଅବସରରେ ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ସ୍ୱତନ୍ତ୍ର ଆଲୋଚନାଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ୱଳ୍ପସଂଚୟ ଅଧିକରୀ ଶ୍ରୀମତି ତ୍ରିବେଣୀ ଦେବୀ, ପୋଷ୍ଟାଲ ଆସିଷ୍ଟାଣ୍ଟ ଶ୍ରୀ ଦୁର୍ଗା ପ୍ରସାଦ ରାଉତ, Continue Reading
Top Stories
By IGP Dr Satyajit Nayak Kendrapara/odisha,Nov 3 : The successful and peaceful conclusion of the historic Lakshmi Puja celebrations and immersion procession in Kendrapara has demonstrated the importance of public cooperation, effective administration and people-friendly policing. Dr Satyajit Nayak, IPS, Inspector General of Police (IGP), Central Range, Cuttack, has Continue Reading
Odisha News
ବାରିପଦା, ୩/୧୧ : ମୟୂରଭଞ୍ଜ ଜିଲାର ଭଞ୍ଜପୁର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଲକ୍ଷ୍ମୀପୋଷିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍‌କୁ ଅଟକାଇ ପୋଲିସ ୩ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ, ନଗଦ ଲକ୍ଷାଧିକ ଟଙ୍କା ଏବଂ ଚାଲାଣରେ ବ୍ୟବହୃତ ଏକ ଦାମୀ କାର୍ ଜବତ କରାଯାଇଛି।ମିଳିଥିବା Continue Reading
National News
NEW DELHI.NOV 3 : An Indian seafarer from Gujarat was killed after an Indian-flagged commercial vessel carrying 14 Indian nationals was struck by an unidentified aerial object off the coast of Oman on November 2, Union Shipping Minister Sarbananda Sonowal said. Thirteen other crew members were rescued by the Omani Coast Guard. The deceased seafarer […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୧୧ : ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ Continue Reading
Odisha News
ଓଡ଼ିଶା, ୩/୧୧ : ବାତ୍ୟା ‘ମୁରାସୁ’ ନେଲୋର ଏବଂ ନରସପୁର ମଧ୍ୟରେ ବାତ୍ୟା ସ୍ଥଳଭାଗରେ ଛୁଇଁଛି। ଉପକୂଳ ଅଞ୍ଚଳରେ ୧୦୦-୧୧୦ କିଲୋମିଟର ବେଗରେ ପ୍ରବଳ ପବନ ବହିବା ସହିତ ୧୨୦ କିଲୋମିଟର ବେଗରେ ପବନ ବହିଛି। ଏହି ପବନ ଜାରି ରହିବାର ସମ୍ଭାବନା ରହିଛି। ରିପୋର୍ଟ ଲେଖାଯିବା ବେଳକୁ ଆନ୍ଧ୍ରପ୍ରଦେଶରେ ବର୍ଷା ଜାରି ରହିଛି। ତେବେ ବାତ୍ୟା ମୁରାସୁ ଓଡ଼ିଶା ଉପରେ ପ୍ରଭାବ ପକାଇ ପାରି ନାହିଁ। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇଛି।ଉପକୂଳ […]Continue Reading
Top Stories
By Prakash Panigrahi Berhampur/Odisha, Nov 2 : TP Southern Odisha Distribution Limited (TPSODL) CEO Mr. Amit Kumar Garg, accompanied by senior officials, visited cyclone-affected areas of Aska, Seragada and Sanakhemundi in Ganjam district to review ongoing power restoration work and assess the situation on the ground. During the visits, Mr. Garg interacted with local Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୧୧ : ଗଜପତି ଜିଲ୍ଲାର ଆଦିବାସୀ ବହୁଳ ଗୁମ୍ମା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା କ୍ଷୟକ୍ଷତିର ଆକଳନ ଓ ସମୀକ୍ଷାକୁ ନେଇ ଗୁମ୍ମା ସ୍ଥିତ ବ୍ଲକ କାର୍ଯ୍ୟାଳୟଠାରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଯୋଗଦେଇ ବର୍ଷାଜନିତ କ୍ଷୟକ୍ଷତିର ସ୍ଥିତି ଓ ଆକଳନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।ବୈଠକରେ ଗୁମ୍ମା Continue Reading