ଭୁବନେଶ୍ୱର, ୨୪ /୯ : ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଖୁସି କରିଛନ୍ତି ମୋହନ ସରକାର । ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ଦରମା ମିଳିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି, ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା Continue Reading
ଅରୁଣ କୁମାର ସାହୁଙ୍କ ରିପୋର୍ଟକନ୍ଧମାଳ, ୨୪/୯ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ କୁ ପର୍ଯ୍ୟଟନକ୍ଷେତ୍ର ଭାବେ ସ୍ୱତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଏବେ ବ୍ଲକ ପ୍ରଶାସନ ହାତକୁ ଚାଲିଗଲା ପ୍ରଥମ ଦିନରେ ହିଁ ହିଲଭିୟୁ ପାର୍କ ଠାରୁ କଫି ବଗିଚା ରେ ଅଧିକା ପର୍ଯ୍ୟଟକ ବୁଲିଥିବା ଓ ହିଲଭିୟୁ ଠାରୁ ଅଧିକା ଟିକେଟ ବାବଦକୁ ଅର୍ଥ ସଂଗ୍ରହ ହୋଇଥିବା ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି ।ସେ କହିଛନ୍ତି ଯେ ରବିବାର ସାଂଜାସରୁ ଉନ୍ନୟନ ଟ୍ରଷ୍ଟ […]Continue Reading
ଭୁବନେଶ୍ୱର,୨୪/୯: ବିଜେଡ଼ିରୁ ନିଲମ୍ବନ ପରେ ପୁଣି ବର୍ଷିଛନ୍ତି ଶ୍ରୀମୟୀ ମିଶ୍ର। ଏହା ଗଣତନ୍ତ୍ରର ଅପମାନ ବୋଲିସୋସିଆଲ ମିଡ଼ିଆ ପୋଷ୍ଟରେ ଶ୍ରୀମୟୀ କହିଛନ୍ତି। ଶ୍ରୀମୟୀ କହିଛନ୍ତି, ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ ଦେଉ। ଭୋଟର ଆଇଡି ଏବଂ ଏପିକ ନମ୍ବର ଆବଶ୍ୟକ କରୁ।ସଭାପତି ଭୋଟ ଦେବାକୁ ହେଲେ ସଦସ୍ୟତା ନମ୍ବର ଥିବା ଉଚିତ୍। ଯଦି ସଦସ୍ୟଙ୍କ ନମ୍ବର ନାହିଁ, ତେବେ ନିର୍ବାଚନ ନିୟମାନୁମୋଦିତ ନୁହେଁ। ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୪/୯ : ଖୋର୍ଦ୍ଧା ବରୁଣେଇ ଶିଳ୍ପାଞ୍ଚଳ ସୁରକ୍ଷା ସଂକ୍ରାନ୍ତୀୟ ଏକ ସମୀକ୍ଷା କରିଛନ୍ତି ଜିଲ୍ଲା ଏସ୍ପି ବିବେକାନନ୍ଦ ଶର୍ମା। ଆଜି ଜିଲା ପୋଲିସ ମୁଖ୍ୟାଳୟରେ ଏସ୍ପି ଶିଳ୍ପାଞ୍ଚଳ ସଂସ୍ଥା ଗୁଡିକର ପ୍ରତିନିଧି ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗ ଏବଂ ସେମାନଙ୍କ ଆଭ୍ୟନ୍ତରୀଣ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଶିଳ୍ପାନୁଷ୍ଠାନ ଭିତର ଓ ବାହାରେ ସିସିଟିଭି ଖଞ୍ଜିବେ। ଶିଳ୍ପାନୁଷ୍ଠାନରେ କାର୍ୟ୍ୟରତ Continue Reading
By Sukant Mohanty Bhubaneswar, Sept. 24 : National Aluminium Company Ltd. (NALCO), a Navratna CPSE under the Ministry of Mines, hostedits first-ever HR Conclave “Nav-Drishti” based on the theme of “People First, Future Forward”, bringing together academicians and professionals belonging to the Mining, Coal, Petroleum, and Metals industry, to ponder and reflect on the new Continue Reading
NEW DELHI,SEP 23 : In a moment of pride for Malayalam cinema, veteran actor Mohanlal was conferred the prestigious Dadasaheb Phalke Award at the 71st National Film Awards, held on Tuesday, at Vigyan Bhawan, New Delhi. The award was presented by President Droupadi Murmu, marking a historic moment as Mohanlal became only the second Malayali […]Continue Reading
HOUSTON , SEP 23 : A US politician has sparked a controversy by describing Hindu God Hanuman as “false” and declaring America to be a “Christian nation”, drawing sharp criticism from community members and internet users. Sharing a video of a 90-ft bronze statue of Hanuman located in Texas, Republican leader Alexander Duncan posted on […]Continue Reading
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୨୩/୯: ବକ୍ସିବଜାର ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଠାରେ ସକାଳ ୧୦ ଘଣ୍ଟାରୁ ୧୨ ଘ ପର୍ଯ୍ୟନ୍ତ ନବରାତ୍ର ପୂଜା ଉପଲକ୍ଷେ ନବଦିନ ବ୍ୟାପୀ ନିଷ୍ଠା ର ସହ ଧ୍ୟାନ ଶିବିର ଆଜି ଶୁଭାରମ୍ଭ ହୋଇଛି ।ବି କେ ଝୁନୁ ଭଉଣୀ ଙ୍କ ତତ୍ତ୍ଵାବଧାନରେ ଏବଂ ବି କେ ଆନନ୍ଦ ଙ୍କ ସଂଯୋଜନାରେ ଧ୍ୟାନ ଓ ଆଜିର ମୁରଲୀ ବିସୟ ରେ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବି […]Continue Reading
ଭୁବନେଶ୍ୱର, ୨୩/୯ : ରାଜ୍ୟରେ ବିଗତ ତିନି ବର୍ଷରେ ଉଦ୍ଧାର ହୋଇଛନ୍ତି ୧୦୧ ଶିଶୁ ଶ୍ରମିକ। ୨୦୨୨-୨୩ ରେ ୫ ଜଣ ଶିଶୁ ଉଦ୍ଧାର ହୋଇଥିବା ବେଳେ ୨୦୨୩-୨୪ରେ ୪୫ ଜଣ ଶିଶୁ ଉଦ୍ଧାର ହୋଇଛନ୍ତି।ସେହିପରି ୨୦୨୪-୨୫ରେ ୫୧ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି। ଏନେଇ ନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ସରକାର।ବିଜେପି ବିଧାୟିକା ଉପାସନା ମହାପାତ୍ର ପ୍ରଶ୍ନ କରିଥିଲେ । ସେ ପଚାରିଥିଲେ ଯେ, ଗତ ତିନି ବର୍ଷରେ କେତେ ଶିଶୁ ଶ୍ରମିକ ଉଦ୍ଧାର କରାଯାଇଛି […]Continue Reading
ନୂଆଦିଲ୍ଲୀ, ୨୩/୯ : ନୂଆଦିଲ୍ଲୀର ବିଜ୍ଞାନଭବନରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶାର ଦୁଇଟି ଚଳଚ୍ଚିତ୍ର ପୁରସ୍କାର ଗ୍ରହଣ କରିଛି ।ପୁଷ୍କରାକୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ପ୍ରଯୋଜନା ସଂସ୍ଥା ପକ୍ଷରୁ ସୁଶ୍ରୀ ଲିତିସା ମଙ୍ଗତ ପଣ୍ଡା ଏବଂ ନିର୍ଦ୍ଦେଶକ ସୁଭ୍ରାଂଶୁ କୁମାର ଦାସ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ।ତରଙ୍ଗ ସିନେ ପ୍ରୋଡ଼କସନସ୍ ପ୍ରଯୋଜିତ Continue Reading



