Home Articles posted by odadmin (Page 277)
Odisha News
ଭୁବନେଶ୍ୱର. ୨୧/୧୦ : ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି। ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି।ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆହୁରି କହିଛନ୍ତି ଯେ ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ Continue Reading
Odisha News
ଓଡ଼ିଶା, ୨୧/୧୦ : କିଛି ବର୍ଷ ପୂର୍ବରୁ ପୋଲିସ ସହିଦମାନଙ୍କର ତାଲିକା ସଂଖ୍ୟା ବହୁତ ଲମ୍ବା ରହୁଥିଲା । ବର୍ତ୍ତମାନ ପରିସ୍ଥିତିରେ ଦେଶରେ ସହିଦମାନଙ୍କ ସଂଖ୍ୟା ବହୁ ମାତ୍ରାରେ ହ୍ରାସ ଘଟିଛି ।ଦେଶର ସମସ୍ତ ସୁରକ୍ଷା ବାହିନୀ ତଥା ପୋଲିସ କର୍ମଚାରୀଙ୍କର ଅକ୍ଲାନ୍ତ ପରିଶ୍ରମ ଓ ସାହସ ଦ୍ୱାରା ଏହା ସମ୍ଭବ ହୋଇପାରିଛି ବୋଲି ମତବ୍ୟକ୍ତ କରିଛନ୍ତି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ।ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟ Continue Reading
Odisha News
ବ୍ରହ୍ମପୁର, ୨୧/୧୦ : ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଖୁବ ଶୀଘ୍ର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଁଚିଛି ତଦନ୍ତ । ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପୋଲିସ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେବ । ପୀତବାସଙ୍କ ହତ୍ୟା ମାମଲାରେ ବଡ଼ ପ୍ରତିକ୍ରିୟା ରଖିଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର ।ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ହତ୍ୟାକାଣ୍ଡ ଘଟଣାକୁ ଦୀର୍ଘ ୧୬ ଦିନ ବିତିଗଲାଣି । ପ୍ରାୟ ୫୦ ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ […]Continue Reading
Odisha News
ଭୁବନେଶ୍ୱର, ୨୧/୧୦ : ଆଜିଠୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ସମ୍ଭାବନା ରହିଛି । ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ, ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ବଙ୍ଗୋପସଗାରରେ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ସୂଚନା ମିଳିଛି ।ଆଜିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଅଧାରୁ ଅଧା ଜିଲ୍ଲାରେ ବର୍ଷା ପାଇଁ ସତର୍କ ସୂଚନା ଦିଆଯାଇଛି […]Continue Reading
Odisha News
ଭୁବନେଶ୍ୱର,୨୦/୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ଶେଷ ଦିନ ଥିବା ବେଳେ ସୋମବାର ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଭରିଛନ୍ତି। ୧୮ରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଉଭୟ ଭାଜପା ଓ କଂଗ୍ରେସ। ଭାଜପାରୁ ଜୟ ଢୋଲକିଆ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ କଂଗ୍ରେସରୁ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।ଆଜି ନାମାଙ୍କନପତ୍ର ଦାଖଲର ଶେଷ ଦିନ। ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ହେବ। ରାଜେନ୍ଦ୍ର Continue Reading
Odisha News
ଭୁବନେଶ୍ବର, ୨୦/୧୦ : ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏକ ସୁରକ୍ଷିତ ଏବଂ ସବୁଜ ଦୀପାବଳି ପାଳନ ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ। ଜ୍ଞାନର ଆଲୋକ ମଣିଷକୁ ଅଜ୍ଞାନର ଅନ୍ଧକାର ଭିତରୁ ଉଦ୍ଧାର Continue Reading
Odisha News
ଭୁବନେଶ୍ୱର,୨୦/୧୦: ଆସୁଛି ଲଘୁଚାପ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ।ଆଜି ରାଜ୍ୟରେ ଜାରି ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା। ତେଣୁ ଆଗାମୀ ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।ଏପରିକି ଆସନ୍ତାକାଲି ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହା ୨୩ ତାରିଖରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ Continue Reading