Home Articles posted by odadmin (Page 279)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ଗଜପତି ଜିଲ୍ଲା ଶାଖା ପକ୍ଷରୁ ସଂସ୍କୃତ ଦିବସ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ମହାସଂଘର ଜିଲ୍ଲା ସଭାପତି ତଥା ବରିଷ୍ଠ ସଂସ୍କୃତ ଶିକ୍ଷୟତ୍ରୀ ଶ୍ରୀମତୀ ଶୁଭଲକ୍ଷ୍ମୀ ଦାସ କାର୍ଯ୍ୟକ୍ରମରେ ପୌରହିତ୍ୟ କରି କାର୍ଯ୍ୟକ୍ରମର ଆଭିମୁଖ୍ୟ Continue Reading
Top Stories
By Sudam Patra Balasore, Sept. 15: A one-day induction training programme for representatives of Members of Parliament (MPs) was organised at Vigyan Bhawan, New Delhi, on Monday. The programme was jointly conducted by the Ministry of Statistics & Programme Implementation and the Ministry of Parliamentary Affairs, Government of India. Personal Assistant (PA) to Balasore Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୫/୯ : ପ୍ରାଣନାଥ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ତରଫରୁ ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ ହୋଇଯାଇଅଛି।ଅଧ୍ୟକ୍ଷା ଡ଼ାଃ ବିନ୍ଦୁଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ସମାରୋହରେ ଅଧ୍ୟାପକ ସୁବୋଧ କୁମାର ଜଗଦେବ, ପ୍ରାଥମିକ ଚିକିତ୍ସା ଓ ତାହାର ଉପକାରିତା ସମ୍ବନ୍ଧରେ ଉପସ୍ଥିତ ଛାତ୍ରଛାତ୍ରୀ ତଥା ମହାବିଦ୍ୟାଳୟର କର୍ମଚାରୀ ମାନଙ୍କୁ ବିସ୍ତୃତ ଭାବରେ ବୁଝାଇଥିଲେ ।ଖୋର୍ଦ୍ଧା ଜିଲ୍ଲା ଯୁବ Continue Reading
National News
NEW DELHI, SEP 14 : Prime Minister Narendra Modi on Sunday slammed the Congress party, accusing it of siding with terrorists groomed by Pakistan and protecting infiltrators, instead of supporting the Indian Army. During ‘Operation Sindoor’, the Congress, instead of supporting our armed forces, which destroyed the terrorist infrastructure in Pakistan, was Continue Reading
Odisha News
ଭୁବନେଶ୍ୱର,୧୪/୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍‌ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଲଘୁଚାପ ଯୋଗୁ ୨ ଦିନ ଧରି ବର୍ଷା ହେଉଥିଲା, ତାହା ଧିରେ ଧିରେ କମିବ। ଲଘୁଚାପ ଏବେ ଉତ୍ତର ତେଲେଙ୍ଗାନା ଓ ବିଦର୍ଭରେ କେନ୍ଦ୍ରୀଭୂତ ହୋଇଛି। ତେଣୁ ବର୍ଷାର ପରିମାଣ ବି […]Continue Reading
Odisha News
ଭୁବନେଶ୍ୱର, ୧୪/୯ : ପୁଣି ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ଦୁଇ ଦିନ ପର‌୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪ / ୯ : ଜାତୀୟ ଆଇନ ସେବା ପ୍ରାଧ୍ଵରଣଙ୍କ ନିର୍ଦେଶକ୍ରମେ ଜିଲ୍ଲା ଜଜ ତଥା ଜିଲ୍ଲାଆଇନ ସେବା ପ୍ରାଧ୍ୱକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣା ଓ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ବବଧାନରେଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୬ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ Continue Reading
Top Stories
By Swagatika Mohapatra Bhubaneswar, Sep 14 : The Corporate-Recyclers Conclave 2025, organized by Manav Sansadhan Vikas Sansthan (MSVS), was inaugurated today in Bhubaneswar. The event brought together senior industry leaders, recycling experts, and representatives from leading academic institutions with a shared objective of promoting intelligent utilization of industrial Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜ୍ ଙ୍କ କୋର୍ଟ ପରିସରରେ ଏବଂ ଜିଲ୍ଲାର ମୋହନା , ଆର: ଉଦୟଗିରି ଏବଂ କାଶୀନଗର ସ୍ଥିତ ତାଳୁକ୍ ତଥା ଗ୍ରାମ୍ୟ କୋର୍ଟ ମାନଙ୍କରେ ଆଜି ଜିଲ୍ଲାସ୍ତରୀୟ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି ।ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ ଜିଲ୍ଲା ଆଇନସେବା ପ୍ରାଧିକରଣ Continue Reading