Home Articles posted by odadmin (Page 285)
Odisha News
ପୁରୀ , ୧୫/୧୦ : ଦୀପାବଳି ପାଳନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି । ଆସନ୍ତା ୨୧ ମଙ୍ଗଳବାର ପରିବର୍ତ୍ତେ ୨୦ ତାରିଖ ସୋମବାର ଦିନ ଦୀପାବଳି ପାଳନ କରିବାକୁ କହିଛି ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତ ମହାସଭା । ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପଣ୍ଡିତ ମହାସଭା ସ୍ପଷ୍ଟ କରିଛି ।ପୂର୍ବରୁ ଦୀପାବଳି ପାଳନ ତାରିଖକୁ ନେଇ ଦ୍ୱନ୍ଦ୍ୱକୁ ଦୂର କରିଛି ମୁକ୍ତିମଣ୍ଡପ ପଣ୍ଡିତ ମହାସଭା । ଭିନ୍ନ ଭିନ୍ନ ପଞ୍ଜିକାରେ ଭିନ୍ନ […]Continue Reading
Top Stories
By Chittaranjan Beura Bhubaneswar, Oct. 15: Experts and stakeholders at a high-level Pre-COP Dialogue today called for urgent, scaled-up investments and collective action to safeguard Odisha’s Water, Sanitation, and Hygiene (WASH) infrastructure against intensifying climate impacts. This event which is organised by the Odisha Development Innovation Alliance (ODeIA), Jeevan Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୪/୧୦ : ଗତ ସେପ୍ଟେମ୍ବର ୧୭ ତାରିଖରୁ ବିଭିନ୍ନ ବ୍ଲକ, ଅଙ୍ଗନୱାଡ଼ି କେନ୍ଦ୍ର, ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ମାନଙ୍କରେ ପାଳନ କରାଯାଇ ଆସୁଥିବା ପୋଷଣ ମାସ -୨୦୨୫ ଉପଲକ୍ଷେ ଆଜି ଏକ ସାଧାରଣ ସଭା ଓ ବିଭିନ୍ନ ପୁଷ୍ଟିକର ଓ ପୋଷଣ ଖାଦ୍ୟ ପ୍ରଦର୍ଶନୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ପୂର୍ବାହ୍ନରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ କୁସୁମ କୁମାରୀ ପ୍ରହରାଜଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୪/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପରିସର ରେ କାର୍ତ୍ତିକ ମାସ ଉପଲକ୍ଷେ ଏକ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଚଳିତ ମାସ ୧୭ ଓ ୧୮ ତାରିଖ ଦୁଇଦିନ ଧରି ସନ୍ଧ୍ୟା ୫ ଘଣ୍ଟ ରେ ଆୟୋଜିତ କରାଯିବା ପାଇଁ ଟ୍ରଷ୍ଟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।ଏଥିରେ ଓଡ଼ିଶାର ବିଶିଷ୍ଟ ବୈଦିକ ବିଦ୍ୱାନ, ଖୋର୍ଦ୍ଧା ଜିଲ୍ଲା ପରିଚ୍ଛଳ ଗ୍ରାମ ସ୍ଥିତ ଦୟାନନ୍ଦ ଆଦର୍ଶ ଗୁରୁକୂଳର Continue Reading
Odisha News
ପ୍ରସନ୍ନ କୁମାର ପାଇକରାଏଙ୍କ ରିପୋର୍ଟଖୋର୍ଦ୍ଧା ୧୪/୧୦ : କୁରାଢ଼ମଲ୍ଲ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ କୁରାଢ଼ମଲ୍ଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’କାର୍ଯ୍ୟକ୍ରମ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସିନ୍ଧୁ ସୁତା ପ୍ରିୟଦର୍ଶିନୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି ।ଏହାର ଉଦ୍‌ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କୁରାଢ଼ମଲ୍ଳ ଗ୍ରାମପଞ୍ଚାୟତର ସରପଞ୍ଚ ଶ୍ରୀରାମ ପ୍ରସାଦ ମହାନ୍ତି ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କର ଅନ୍ତର୍ନିହିତ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪/୧୦ : ଦଶପଲ୍ଲା ଥାନା ଅନ୍ତର୍ଗତ ନଛିପୁର ଗ୍ରାମରେ ମାଓବାଦୀ କହି ଜଣଙ୍କ ଘରୁ ସୁନା ଗହଣା ଲୁଟ ।ଲୁଟେରା ମାନେ ପିସ୍ତଲ ସହ ଭୁଜାଲି ଧରି ଲୁଟ କରିଥିବା ପରିବାର ସୂତ୍ରରୁ ସୂଚନା ମିଳିଛି।ସୂଚନା ଯୋଗ୍ୟଯେ, ନଛିପୁର ଗ୍ରାମର ବିଜୟ ଗୋଛାୟତଙ୍କ ପରିବାର ସୋଇଥିବା ସମୟ ରେ ପ୍ୟ ରାତି ଗୋଟାଏ ରେ ଏକ ଡକାୟତ ଦଳ ତାଙ୍କ ଘରେ ପହଞ୍ଚିଥିଲେ ।ଗୋଟିଏ ବଖରାରେ ବିଜୟ ତାଙ୍କ ସ୍ତ୍ରୀ ମଞ୍ଜୁଳା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୪/୧୦ : ସୋମବାର ଅପରାନ୍ହ ଘ. ୩.୩୦ ମିନିଟ ସମୟରେ ହରଭଙ୍ଗା ବ୍ଲକ ପାଣିଘରା ଠାରେ ମହାନଦୀରୁ ପାନୀୟ ଜଳ ଯୋଗାଣ ସକାଶେ ନିର୍ମାଣାଧିନ ଇନଟେକ ଉଏଲ୍ କୁ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ।ସୋମବାର ଜିଲ୍ଲାପାଳ ଶ୍ରୀ ନାୟକ ହରଭଙ୍ଗା ପଂଚାୟତ ସମିତି କାର୍ଯ୍ୟାଳୟ ଠାରେ ଜନଶୁଣାଣୀ କାର୍ଯ୍ୟକ୍ରମ ପରେ ପରେ ହରଭଙ୍ଗା ବ୍ଲକ ର ଉକ୍ତ ପ୍ରକଳ୍ପକୁ ଅଚାନକ ଗସ୍ତ କରିଥିଲେ ।ସେଠାରେ ଚାଲିଥିବା ନିର୍ମାଣ […]Continue Reading
Odisha News
ଭୁବନେଶ୍ବର , ୧୪/୧୦ : ଦୀପାବଳି ପୂର୍ବରୁ ବାଣ ଫୁଟା ନେଇ ଗାଇଡଲାଇନ ଜାରି ହୋଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ଏଥିସହିତ ୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା କରାଯାଇଛି। ପାର୍କ, ସାଇଲେନ୍ସ ଜୋନ (ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟ)ର ୧୦୦ ମିଟରରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।ସେହିପରି ଧାର୍ମିକ Continue Reading
Business News Top Stories
Hurun India honours Shaifalika Panda among India’s most inspiring women; panel discussions highlight leadership, innovation, and social impact By Subrat Sarangi Bhubaneswar, Oct. 13: Ms. Shaifalika Panda, Founder & CEO of the Bansidhar & Ila Panda Foundation (BIPF) received the Moment of Lift Award, presented by Hurun India, at a recent event at ITC Grand […]Continue Reading