Home Articles posted by odadmin (Page 289)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିଭାଗ ଅନ୍ତର୍ଗତ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲା ପ୍ରଶାସନ ସହଯୋଗରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ଅନୁଷ୍ଠିତ ହୋଇଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ମନୋରମା ଦେବୀଙ୍କ Continue Reading
Odisha News
ଭୁବନେଶ୍ୱର, ୧୧/୧୦ : ଆଜିଠାରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଦେଶର ୧୦୦ଟି ଜିଲ୍ଲାରେ ଏହି ଯୋଜନା ଆରମ୍ଭ କରାଯାଇଛି।ଓଡ଼ିଶାର କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ ଓ ନୂଆପଡ଼ା ଜିଲ୍ଲାକୁ ଏଥିରେ ସାମିଲ କରାଯାଇଛି । ଏହି ଯୋଜନାରେ ସାରା ଦେଶରେ ଆସନ୍ତା ୬ ବର୍ଷ ପାଇଁ ବର୍ଷକୁ ୨୪ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ […]Continue Reading
Bollywood National News
MUMBAI, OCT 11 : Amitabh Bachchan, one of Indian cinema’s greatest icons, turns 83 today. The legendary actor, who was last seen in ‘Kalki 2898 AD’, continues to inspire generations with his presence and unmatched contribution to Indian cinema. On his special day, several celebrities, from Shatrughan Sinha and Farhan Akhtar to Srijit Mukherji and […]Continue Reading
Odisha News
ଭୁବନେଶ୍ୱର, ୧୧/୧୦ : ସବୁ କଳ୍ପନା ଜଳ୍ପନାର ଅନ୍ତଘଟିଛି । ବଦଳିଗଲା ନୂଆପଡ଼ା ଆସନ ସମୀକରଣ ଏବଂ ସବୁଜ ରଙ୍ଗ ପୋଷ୍ଟର ହୋଇଗଲା ଗେରୁଆ ରଙ୍ଗ । ଉପନିର୍ବାଚନ ପୂର୍ବରୁ ବିଜେଡ଼ିକୁ ପ୍ରଥମ ଝଟକା ଲାଗିଛି ।ଭୁଶୁଡ଼ି ଯାଇଛି ବିଜେଡ଼ି ଦୁର୍ଗ । ଶେଷରେ ଗେରୁଆ ରଙ୍ଗରେ ରଙ୍ଗେଇ ହୋଇଛନ୍ତି ପୂର୍ବତନ ବିଜେଡ଼ି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ।ଶନିବାର ଶତାଧିକ ସମର୍ଥକଙ୍କ ସହିତ ବଡ଼ ଶୋଭାଯାତ୍ରାରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ Continue Reading
Odisha News
ପଶ୍ଚିମବଙ୍ଗ , ୧୧/୧୦ : ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ପୀଡ଼ିତାଙ୍କ ବାପା।ସେ ସିଧାସଳଖ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ହୋଇଥିଲେ କାର‌୍ୟ୍ୟାନୁଷ୍ଠାନ ହୋଇସାରନ୍ତାଣି। ‌କିନ୍ତୁ ଏଠି କେହି ଆମ ସହ କଥା ହେଉନାହାନ୍ତି କି କୌଣସି ସହଯୋଗ କରୁନାହାନ୍ତି ବୋଲି କହିଛନ୍ତି।ପୀଡ଼ିତାଙ୍କ ବାପାଙ୍କ ଆହୁରି Continue Reading
National News
NEW DELHI, OCT 11 : Amid sharp criticism from opposition leaders, including Leader of the Opposition, Rahul Gandhi, over the exclusion of female journalists from a Taliban press conference in Delhi on Friday, the government on Saturday clarified that it had no role in the event addressed by Afghan Foreign Minister Amir Khan Muttaqi. Clarifying […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗତ ତା:-୧୭ ସେପ୍ଟେମ୍ବର ଠାରୁ ଚଳିତ ମାସର ୧୬ ତାରିଖ ପର୍ଯ୍ୟନ୍ତ ପୋଷଣ ମାସ ପାଳନ ଅବସରରେ ଜିଲ୍ଲାର ବିଭିନ୍ନ ଅଙ୍ଗନବାଡି ଓ ସେକ୍ଟର ମାନଙ୍କରେ ମାସ ବ୍ୟାପି ବିଭିନ୍ନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୧/୧୦ : (ଶୁକ୍ରବାର) ସନ୍ଧ୍ୟା ୭ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ସ୍ବାସ୍ଥ୍ୟ ଓ ଶିଶୁ ବିକାଶ ବିଭାଗର ମିଳିତ ଏକାଭିମୁଖୀ ବୈଠକ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୧/୧୦ : (ଶୁକ୍ରବାର) ସନ୍ଧ୍ୟା ୭ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ସ୍ବାସ୍ଥ୍ୟ ଓ ଶିଶୁ ବିକାଶ ବିଭାଗର ମିଳିତ ଏକାଭିମୁଖୀ ବୈଠକ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ Continue Reading