ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୩ : ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୦୬ ମାର୍ଚ୍ଚ ଠାରୁ ୦୮ ମାର୍ଚ୍ଚ ପର୍ଯ୍ୟନ୍ତ ଦୀର୍ଘ ତିନିଦିନ ଧରି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଅଛି।ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ତୃତୀୟ ତଥା ଶେଷ ଦିନ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବରେ ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ Continue Reading




