Home Articles posted by odadmin (Page 29)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୧/୧୦ : ପାଠପଢ଼ା ସହ ସାଂସ୍କୃତିକ ପ୍ରତିଭାର ପ୍ରଦର୍ଶନରେ ମଧ୍ୟ ନିଜର ଶ୍ରେଷ୍ଠତ୍ୱ ପ୍ରମାଣିତ କରିଛି ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ। ଫୁଲବାଣୀ ସ୍ଥିତ ଗାନ୍ଧୀ ସ୍ମୁତି ଭବନ ପରିସରରେ ଆୟୋଜିତ ଲୋକନୃତ୍ୟ ଓ ଲୋକଗୀତ ପ୍ରତିଯୋଗିତାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରଥମ ସ୍ଥାନ ହାସଲ କରି ନିଜ ଅନୁଷ୍ଠାନ ସହ ବାଲିଗୁଡ଼ା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।କନ୍ଧମାଳର ଆଦିବାସୀ ପରମ୍ପରା, ଲୋକଜୀବନ ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୧/୧୦ : ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ ପାଳନ ଅବସରରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଶପଥ ପାଠ ଓ ସଚେତନତା ଶୋଭାଯାତ୍ରା କାର୍ଯ୍ୟକ୍ରମ ହୋଇଥିଲା।ଏଥିରେ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ ଓ ମିଶନ ଶକ୍ତିର ମହିଳାମାନେ ଯୋଗ ଦେଇଥିଲେ। ପ୍ରଥମେ ଉପସ୍ଥିତ ସମସ୍ତଙ୍କୁ ଦୁର୍ନୀତି ନିବାରଣ ସମ୍ପର୍କିତ ଶପଥ ପାଠ କରାଯାଇଥିଲା।ସରକାରଙ୍କ ପକ୍ଷରୁ ଦୁର୍ନୀତି ରୋକିବା ପାଇଁ ନିଆଯାଇଥିବା ପଦକ୍ଷେପ ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୧/୧୦ : ଏକ ମାସର ରାଶନ ସାମଗ୍ରୀ ଯୋଗାଇ ଦେବାକୁ ମନ୍ତ୍ରୀଙ୍କ ଠାରେ ଦାବୀ ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଛାରଖାର ହୋଇପଡ଼ିଛି ଗଜପତି ଜିଲ୍ଲାର ଜନଜୀବନ ।ଗଜପତି ଜିଲ୍ଲାରେ ଲଗାଣ ବର୍ଷାରେ ବିଭିନ୍ନ ଅଞ୍ଚଳ ବନ୍ୟାଜଳ ଘେରରେ ରହିଛି । ବିପନ୍ନ ଲୋକେ ଏଥିପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।ବର୍ଷା ଛାଡ଼ି ଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଅନେକ ଲୋକ ଏକ ପ୍ରକାରର ଜଳବନ୍ଦୀ ହୋଇ ରହିଛନ୍ତି […]Continue Reading
Top Stories
By IGP Dr Satyajit Nayak Cuttack/Odisha,Oct  31 : National Unity Day was observed at the Central Range Office in Cuttack On Saturday , where Dr Satyajit Nayak, IPS, Inspector General of Police, Central Range, took the national unity pledge, reaffirming his commitment to safeguarding the unity, integrity and security of the country.  Through the pledge, […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩୧/୧୦ : ରାଷ୍ଟ୍ରର ଅଦ୍ୱିତୀୟ ନେତା ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୨ ତମ ଜନ୍ମ ଜୟନ୍ତୀ ରାଷ୍ଟ୍ରୀୟ ଏକତା ଦିବସରେ ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ସର୍ଦ୍ଦାର ପଟେଲଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।ଆଜି ସକାଳ ୭ ଘଟିକା ସମୟରେ ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ମିଳିତ ଆନୁକୁଲ୍ୟରେ ଏକ ବିଶାଳ ମାରାଥନ୍ ଅନୁଷ୍ଠିତ ହୋଇଥିଲା କ୍ଷ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୩୧/୧୦: ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଶନିବାର ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ଗାଇଡଲାଇନରେ ସବୁଜ ବାଣ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି।ଦୀପାବଳିକୁ ଆନନ୍ଦ ଏବଂ ଉତ୍ସାହର ସହ ପାଳନ କରିବା ସହ ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି। ଏପରିକି ଶବ୍ଦ ପ୍ରଦୂଷଣ ରୋକିବା ସହ ଲୋକଙ୍କ ସୁରକ୍ଷାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ସା ୭ଟାରୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩୧/୧୦ : ପାର୍ବଣ ଋତୁରେ ଭକ୍ତି, ଶ୍ରଦ୍ଧା ଓ ଧାର୍ମିକ ଭାବନାର ସହିତ ମା’ ଗଜଲକ୍ଷ୍ମୀଙ୍କ ପୂଜା ଉତ୍ସବ ପାଳନ କରାଯାଉଥିବାବେଳେ ଖୋରଧା ସହରରେ ମୂର୍ତ୍ତି ବିସର୍ଜନ ପାଇଁ ଚିହ୍ନଟ ସ୍ଥାନକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଅଳିଆ ଆବର୍ଜନା, ମଇଳା ପାଣି ଓ ଦୁର୍ଗନ୍ଧମୟ ପରିବେଶରେ ଭରି ରହିଥିବା ଏକ ପରିତ୍ୟକ୍ତ ପଥର ଖଣିରେ ମା’ ଗଜଲକ୍ଷ୍ମୀଙ୍କ ମୂର୍ତ୍ତି ବିସର୍ଜନ ପାଇଁ ପୌର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା Continue Reading