Home Articles posted by odadmin (Page 30)
Odisha News
ସାକ୍ଷୀଗୋପାଳ,୩୧/୧୦ : ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍ ଆନନ୍ଦିତ ହେଉଛନ୍ତି। ମା’ ରାଧାରାଣୀ ଓଡ଼ିଆଣୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ପ୍ରଶାସନ ପକ୍ଷରୁ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ଭିଡ଼ ନିୟନ୍ତ୍ରଣ ପାଇଁ ୨ଜଣ ଅତିରିକ୍ତ ଏସ୍‌ପି, ୧୧ ଡିଏସ୍‌ପି, ୨୧ ଇନ୍ସପେକ୍ଟର, Continue Reading
Odisha News
ଭୁବନେଶ୍ୱର , ୩୧/୧୦ : ଆଜି ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ସାରା ଦେଶ ‘ଏକତା ଦିବସ’ ପାଳନ କରୁଛି। ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ରେ ସକାଳ ୭ଟାରେ ‘ଏକତା ଦୌଡ଼’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ। ଏଥିରେ ଯୋଗ ଦେଇ ସର୍ଦ୍ଦାର ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥି […]Continue Reading
Business News Top Stories
By Pravakar Sahoo Mumbai, Oct. 31: Paradip Port Authority (PPA) actively participated in India Maritime Week 2025 held in Mumbai, showcasing its growth, innovation, and contribution to India’s maritime vision. Hon’ble Union Minister of Ports, Shipping and Waterways, Shri Sarbananda Sonowal, Hon’ble Union Minister of State for Ports, Shipping and Waterways, Shri Shantanu Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩୦/୧୦ :ଚଳିତ ବର୍ଷ ସତର୍କତା ସଚେତନତା ସପ୍ତାହ-୨୦୨୫ ର ଏକ ଅଂଶ ଭାବରେ ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ୍ ରେଳମଣ୍ଡଳ ଦ୍ୱାରା ଆଜି ରେଳମଣ୍ଡଳ କନଫରେନ୍ସ ହଲରେ “ସତର୍କତା – ଆମର ସାମୁହିକ ଦାୟିତ୍ୱ” ବିଷୟବସ୍ତୁ ଉପରେ ଏକ ଆଲୋଚନାଚକ୍ର ଆୟୋଜନ କରାଯାଇଥିଲା।ପ୍ରସିଦ୍ଧ ସାମାଜିକ କର୍ମୀ, ବିଶିଷ୍ଟ ନାଗରିକ ସମାଜ ନେତା ତଥା ଓଡ଼ିଶାର ପୂର୍ବତନ ରାଜ୍ୟ ସୂଚନା କମିଶନର ଶ୍ରୀ ଜଗଦାନନ୍ଦ ଏହି Continue Reading
National News
NEW DELHI, OCT 30 : The Delhi Police on Thursday filed its counter-affidavit in the Supreme Court on the bail pleas of anti-CAA activists accused in the larger conspiracy case linked to the 2020 Delhi riots. In the affidavit, the police alleged that the accused persons, including student leaders Sharjeel Imam and Umar Khalid had […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୦/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଦିବସ ପାଳନ ଅବସରରେ ରଚନା ଓ ବକୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେରେ ଆୟୋଜନ ହୋଇଥିଲା।ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଦିବାସୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୩୦/୧୦ : ଗୁରୁବାର ଦିନ ଅପରାହ୍ନ ରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ହରଭଙ୍ଗା ବ୍ଲକକୁ ଅଚାନକ ଗସ୍ତରେ ଯାଇ ବିଭିନ୍ନ ଅନୁଷ୍ଠାନ ସହିତ ଉନ୍ନୟନ ପ୍ରକଳ୍ପର ପରିଦର୍ଶନ କରିଛନ୍ତି ।ଜିଲ୍ଲାପାଳ ଶ୍ରୀ ନାୟକ ଆଜି ଦିନ ୧୦ ଘଣ୍ଟା ସମୟରେ ହରଭଙ୍ଗା ବ୍ଲକ ଗସ୍ତରେ ଯାଇ ସାତଖଂଡ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କରିଥିଲେ ।ହିଞ୍ଜଳ ଓ ଦିଗସିରା ଗ୍ରାମକୁ ଯାଇ ଗ୍ରାମ ରାସ୍ତାର […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ ନୟାଗଡ଼, ୩୦/୧୦ : ଆଜି ନୟାଗଡ଼ ଜିଲ୍ଲାରେ ଜିଲ୍ଲାସ୍ତରୀୟ ସାଇବର ସୁରକ୍ଷା ଅଭିଯାନ-୨୦୨୫ ଅନୁଷ୍ଠିତ ହୋଇଯାଇଛି । ସମ୍ମାନନୀୟା ଆରକ୍ଷୀ ଅଧ୍ୟକ୍ଷକ ଏସ.ସୁଶ୍ରୀଙ୍କ ଅଧ୍ୟକ୍ଷତାରେ ଜଗନ୍ନାଥ ମନ୍ଦିର ନିକଟସ୍ଥ ପ୍ରାଙ୍ଗଣରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି ।ସମ୍ମାନନୀୟ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ,ସମ୍ମାନନୀୟା ଅଧ୍ୟକ୍ଷା ନୟାଗଡ଼ ପୌର ପରିଷଦ ନିରୁପମା ଖଟେଇ, ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ Continue Reading