ଭୁବନେଶ୍ୱର/ଝାରସୁଗୁଡ଼ା, ୨୬/୯ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି।ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରୁ Continue Reading
NEW DELHI, SEP 26 : Sahibzada Farhan said his on-field celebration during Pakistan’s Super 4 clash against India in the Asia Cup 2025 on September 21 at the Dubai International Cricket Stadium was not politically motivated, clarifying at the ICC hearing on Friday that he did not intend any political message. India Today learned that […]Continue Reading
SRINAGAR,SEP 26 : Two days after violent protests in Leh over demands for statehood and Sixth Schedule status for Ladakh left four people dead and 80 injured, police on Friday detained climate activist and innovator Sonam Wangchuk. The Ministry of Home Affairs (MHA) has also cancelled the FCRA licence of his NGO, citing alleged violations. […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୯ : ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବିନ୍ଦୁଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜାତୀୟ ସେବା ଯୋଜନା ଦିବସ -୨୦୨୫ ମୈତ୍ରୀ ଭବନରେ ପାଳନ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ବେଉରା ଯୋଗଦେଇ ନିଜର ବକ୍ତବ୍ୟରେ ସ୍ୱେଚ୍ଛାସେବୀ ମାନଙ୍କୁ କରିଥିଲେ ‘ନିଜେ ଶୃଙ୍ଖଳିତ ହେଲେ ସମାଜ ଶୃଙ୍ଖଳିତ ହେବ’।ସମ୍ମାନିତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବୌଦ୍ଧ,୨୬ /୯ : (ଶୁକ୍ରବାର) ଦିନ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଶାନ୍ତି କମିଟିର ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ Continue Reading
Community-driven efforts fetch Rs 25 lakh prize, turning policy into people’s power By Chandrabhanu Singh Rayagada, Sept. 26: Rayagada district has earned national recognition for its exemplary work in water conservation, bagging an Rs 25 lakh award from the Union ministry of water resources, river development and Ganga rejuvenation. The district was ranked among the […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୯: ଆରମ୍ଭ ହୋଇଛି ପାର୍ବଣ ଋତୁ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଦିନୀ ମାଆ ଦୂର୍ଗା। ମାଆଙ୍କ ଆବାହନ ଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି।ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଶ୍ରୀଶ୍ରୀ ମା’ ପାଟଖଣ୍ଡା ଦୂର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ଥିବା ଦୂର୍ଗା Continue Reading
ଭୁବନେଶ୍ଵର, ୨୬/୯ : ଏଣିକି ମୋବାଇଲ୍ ଟିପିଲେ ଆପଣଙ୍କୁ ସବୁ ସରକାରୀ ସେବା ପାଇ ପାରିବେ । ହ୍ୱାଟ୍ସଅପ୍ ରେ ଜନ୍ମ ପ୍ରମାଣପତ୍ରଠାରୁ ଆରମ୍ଭ କରି ଆଇନଗତ ସୁବିଧା ସବୁକିଛି ମିଳିବ ।ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ‘ଆମ ସାଥୀ ୟୁନି ଫାଏଡ଼ ହ୍ୱାଟ୍ସଅପ୍’ ର ଶୁଭାରମ୍ଭ ହୋଇଛି । ମୋବାଇଲ ହ୍ୱାଟ୍ସଅପ୍ ନମ୍ବରରେ ୧୩୨ ପ୍ରକାରର ସରକାରୀ ସୁବିଧା ଉପଲବ୍ଧ ହେବ। ଏଥିପାଇଁ ବିଭାଗ ପକ୍ଷରୁ ୯୪୩୭୨୯୨୦୦୦ ନମ୍ବର ଜାରି କରାଯାଇଛି ।ଏଥିରେ ବିଭିନ୍ନ […]Continue Reading
ଓଡ଼ିଶା, ୨୬/୯ : ବହୁ ପ୍ରତୀକ୍ଷିତ ଓଡ଼ିଶା ସିଭିଲ ସର୍ଭିସ-୨୦୨୩ ପରୀକ୍ଷାର ଫଳ ପ୍ରକାଶ ପାଇଛି। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ଏହି ପରୀକ୍ଷାରେ ୩୯୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏହି ପରୀକ୍ଷାରେ ପ୍ରିୟାଂଶୁ ପାଲ ଓଏଏସ୍ ଟପ୍ପର ହୋଇଛନ୍ତି ।ସେହିପରି ଦ୍ୱିତୀୟ ସ୍ଥାନରେ ଅନନ୍ୟା ମିଶ୍ର ଥିବା ବେଳେ ତୃତୀୟରେ ଶୋଭନ ପଟ୍ଟନାୟକ ରହିଛନ୍ତି । ଶ୍ରେଷ୍ଠ ଦଶ ଜଣଙ୍କ ଭିତରେ ଏକମାତ୍ର ମହିଳା ଭାବେ ଅନ୍ୟନ୍ୟା ମିଶ୍ର ସ୍ଥାନ ପାଇଛନ୍ତି। Continue Reading



