Home Articles posted by odadmin (Page 307)
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୯ : ଭାରତ ସରକାରଙ୍କ “ସେବା ପର୍ବ ୨୦୨୫” ଅଧୀନରେ କ୍ରୀଡ଼ା ଏଵଂ ଯୁବ କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ୨୧ ସେପ୍ଟେମ୍ବର ୨୦୨୫ ତାରିଖରେ ଜିଲ୍ଲା ପ୍ରଶାସନ, ନୟାଗଡ଼ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ମାରାଥନ୍ ର ଆୟୋଜନ କରାଯାଇଥିଲା।ଏ ଅବସରରେ ଶ୍ରୀଯୁକ୍ତ ସୁକାନ୍ତ କୁମାର ପାଣିଗ୍ରାହୀ, ମାନ୍ୟବର ସାଂସଦ, କନ୍ଧମାଳ, ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ବାଇଁ, ମାନ୍ୟବର ବିଧାୟକ, ଖଣ୍ଡପଡ଼ା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୧/୯ : ଆଜି ସକାଳ ୬ ଘଟିକା ସମୟରେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସଦର ମହକୁମା ବିଜୁ ପଟ୍ଟନାୟକ ଇଣ୍ଡୋର୍ ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ ସେବା ପଖୱାଡ଼ା ଦିବସ -୨୦୨୫ ପାଳିତ ହେବାସହ ସେବା ପଖୱାଡା ଏକ ବିଶାଳ ଗଣଦୌଡ ଅନୁଷ୍ଠିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିବେକାନନ୍ଦ ଶର୍ମା ମୁଖ୍ୟ […]Continue Reading
Odisha News
ଭୁବନେଶ୍ୱର, ୨୧/୯ : କେବେ ହେବ ରାଜ୍ୟ ମନ୍ତ୍ରିମଣ୍ଡଳର ସଂପ୍ରସାରଣ । ଏହି ପ୍ରଶ୍ନ ରାଜ୍ୟରେ ବିଜେପି ସରକାର ଗଠନ ହେବା ପରଠୁ ଲାଗି ରହିଛି ।କିଛି ବିବାଦୀୟ ମନ୍ତ୍ରୀଙ୍କୁ ହଟାଇ କିଛି ନୂଆ ମୁହଁଙ୍କୁ କ୍ୟାବିନେଟରେ ସାମିଲ କରାଯିବା ନେଇ ଦୀର୍ଘ ଦିନ ହେବ ଚର୍ଚ୍ଚା ହୋଇ ଆସୁଅଛି । ହେଲେ ଏହାର ଅଙ୍କ ଛିଣ୍ଡୁନି ।ଏସବୁ ଚର୍ଚ୍ଚା ଉପରେ ଏବେ ପୂର୍ଣ୍ଣଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି […]Continue Reading
Odisha News
ବରଗଡ଼,୨୧/୯ : ଆଜି ମହାଳୟା।ଏହି ଅବସରରେ ରବିବାର ବରଗଡ଼ର ଗ୍ରାମ୍ୟଦେବୀ ମା’ ସମଲେଶ୍ଵରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ଵରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି ।ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ଆସି ଦେବୀଙ୍କ ଦର୍ଶନ କରୁଛନ୍ତି । ଅପରାହ୍ନରେ ମା’ ସମଲେଶ୍ଵରୀଙ୍କ ଖଣ୍ଡାଧୂଆ ପର୍ବ ରହିଛି। ଭକ୍ତମାନଙ୍କ ସମସ୍ତ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ସୁବ୍ୟବସ୍ଥା କରାଯାଇଛି।Continue Reading
Odisha News
ଭୁବନେଶ୍ବର, ୨୧/୯ : ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣ ଦୌଡ଼। କ୍ରୀଡ଼ା ଓ ଯୁବସେବା ବିଭାଗ ସହ ବିଜେପି ଜନତା ଯୁବ ମୋର୍ଚ୍ଚା ଦ୍ଵାରା ଏହି ନମୋ ଯୁବ ରନ ମାରାଥନ ଆୟୋଜନ କରାଯାଇଛି।କଳିଙ୍ଗ ଷ୍ଟାଡିୟମରୁ ଜନତା ମଇଦାନ ପର୍ଯ୍ୟନ୍ତ ଦୌଡ଼ିଲେ ୧୦ ହଜାର ଯୁବକ ଓ ଯୁବତୀ।ଆଗରେ ଦୌଡ଼ିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବିଧାୟକ ବାବୁ ସିଂ, ବିଧାୟକ ସିଦ୍ଧାନ୍ତ ମହାପାତ୍ର […]Continue Reading
Odisha News
ଭୁବନେଶ୍ୱର, ୨୧/୯ : ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ ହେଉଛି ମହାଳୟା । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ ।ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା କୁହାଯାଏ ।ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ”ମହାଳୟା ଶ୍ରାଦ୍ଧ”, ‘ସାମ୍ବତ୍ସରିକ ଶ୍ରାଦ୍ଧ” ବା ”ପାର୍ବଣ ଶ୍ରାଦ୍ଧ’ ବା ”’ମଉଳା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୯ : ଗଜପତି ଜିଲ୍ଲା କାଶୀନଗର ଥାନା ଅନ୍ତର୍ଗତ କେ: ସୀତାପୁର ଗ୍ରାମର ବଡ଼ ନାଗରାଜୁ ଙ୍କ ଘରେ ବେଆଇନ ଭାବେ ବାଣ ତିଆରି କରୁଥିବା ବେଳେ କୌଣସି ସୂତ୍ରରୁ କାଶୀନଗର ପୋଲିସ ଖବର ପାଇ ଅପେରସନ ପ୍ରହାର ଆନୁକୂଲ୍ୟରେ ଅଚାନକ ଚଢ଼ାଉ କରି ବିପୁଳ ପରିମାଣର ବାଣ ସହ ବିସ୍ପୋରକ ସାମଗ୍ରୀ ଜବତ କରାଯାଇଛି ।ଏ ସଂକ୍ରାନ୍ତରେ ଘର ମାଲିକ ସମେତ ତାଙ୍କୁ ସହଯୋଗ କରିଥିବା ଅନ୍ୟ ୨ ଜଣଙ୍କୁ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୦/୯ : ଆଜି ପୂର୍ବାହ୍ନରେ ଜିଲ୍ଲା ସଦର ମହକୁମା ପୌର ପରିଷଦ ଜୟୀ ରାଜଗୁରୁ ଟାଉନ୍ ହଲ୍ ଠାରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ଖୋର୍ଦ୍ଧା ପୌର ପରିଷଦ ଅଞ୍ଚଳରେ ପାଳନ ହେବାକୁ ଯାଉଥିବା ପୂଜା ପାର୍ବଣ ଯଥା ଦୁର୍ଗାପୂଜା, ରାବଣ ପୋଡ଼ି,ଗଜଲକ୍ଷ୍ମୀ ପୂଜା, କାଳୀପୂଜା, କାର୍ତିକେଶ୍ୱର ପୂଜା ଏବଂ ମେଢ଼ ବିସର୍ଜନ, ଭୋଗଲାଗି ଓ ଶୋଭାଯାତ୍ରା ଆଦି Continue Reading