Home Articles posted by odadmin (Page 313)
Odisha News
ଭୁବନେଶ୍ୱର,୧୭/୯: ନିଖୋଜ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତଦେହ କେନ୍ଦୁଝରର ଘଟଗାଁରୁ ମିଳିବା ପରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେବେ ତାଙ୍କ ପୁରୁଷ ବନ୍ଧୁ ଦୀପକ ରାଉତ ଶୁଭମିତ୍ରାଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ଗତ ୬ ତାରିଖରେ ଭୁବନେଶ୍ୱରରେ ଶୁଭମିତ୍ରାଙ୍କୁ ହତ୍ୟା କରି ତାଙ୍କ ଡେଡ୍‌ବଡିକୁ କାର୍ ଯୋଗେ ଦୀପକ କେନ୍ଦୁଝର ଜିଲା ଘଟଗାଁ ଅଞ୍ଚଳକୁ ନେଇଥିଲେ।ପରେ ଘଟଗାଁ ଅଞ୍ଚଳର ଜଙ୍ଗଲରେ ମୃତଦେହ ପୋତି ଦେଇଥିଲେ। Continue Reading
Odisha News
ଭୁବନେଶ୍ୱର, ୧୭/୯ : ପ୍ରତିବର୍ଷ କନ୍ୟା ସଂକ୍ରାନ୍ତି ଦିନ ବିଶ୍ଵକର୍ମା ପୂଜା ଅନୁଷ୍ଠିତ ହେଇଥାଏ। ଧାର୍ମିକ ମାନ୍ୟତା ଅନୁସାରେ, ଏହିଦିନ ଭଗବାନ୍ ବିଶ୍ଵକର୍ମାଙ୍କ ଜନ୍ମ ହୋଇଥିଲା। ବିଶ୍ଵକର୍ମାଙ୍କୁ ବିଶ୍ଵର ପ୍ରଥମ ଯନ୍ତ୍ରୀ କୁହାଯାଏ । ସକଳ ଶିଳ୍ପକଳାର ସେ ଜନକ। ତାଙ୍କୁ ନିର୍ମାଣର ଅଧିଦେବତା ବୋଲି କୁହାଯାଏ । ବ୍ରହ୍ମାଙ୍କ ନିର୍ଦ୍ଦେଶନାରେ ଦେବସିଳ୍ପି ବିଶ୍ଵକର୍ମା ସମଗ୍ର ସୃଷ୍ଟି ଅର୍ଥାତ୍ ବିଶ୍ଵ ଭୁବନ ନିର୍ମାଣ କରିଥିଲେ। ଦେବତା ମାନଙ୍କର ସମସ୍ତ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୧୭/୯ : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଗତ ତା ୧୪/୯/୨୫ରିଖ ରେ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ରେ ସମାହିତ ହୋଇଛି।ସଂଘର ସଭାପତି ବିଶ୍ବରଂଜନ ଦାସ ଙ୍କ ଆହ୍ୱାନ କ୍ରମେ ସଂଘ ତା ୧୮/୯/୨୫ ରିଖ ଠାରୁ ଅନିର୍ଦିଷ୍ଟକାଳ ପର୍ଯ୍ୟନ୍ତ ରାଜଧାନୀର ଗାନ୍ଧିମାର୍ଗରେ ଅହୋରାତ୍ର ଧାରଣା ଦେବା ପାଇଁ ନିଷ୍ପତି ନିଆଯାଇଛି।ସଂଘ ର ଏକମାତ୍ର ଦାବି ୦୧/୦୬/୨୦୦୮ ରୁ ୦୧/୦୬/୨୦୧୮ ମସିହା ମଧ୍ୟରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା ,୧୭/୯ : ବିଶ୍ଵ ଓଜୋନ ଦିବସ ସ୍ଥାନୀୟ ବକ୍ସି ଜଗବନ୍ଧୁ ବିଦ୍ୟାଧର ଉଚ୍ଚ ବିଦ୍ୟାଳୟରେ ପାଳନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା, କୁଇଜ ପ୍ରତିଯୋଗିତା, ଓ ଚିତ୍ରାଙ୍କନ ପ୍ରତିଯୋଗିତା ମାନ ଆୟୋଜନ କରାଯାଇଥିଲା।ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଭୁପ୍ରସାଦ ସେନାପତିଙ୍କ ସଭାପତିତ୍ୱରେ ଏହି ସଭା ଅନୁଷ୍ଠିତ ହୋଇଥିଲା। ଓଜୋନ ସ୍ତରର ଆବଶ୍ୟକତା ଏବଂ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୯ : ମଙ୍ଗଳବାର ଦିନ ସକାଳ ଘ. ୮.୩୦ ମି. ସମୟରେ ବୌଦ୍ଧ ଜିଲ୍ଲା ଷ୍ଟାଡିୟମ ପଡିଆ ପରିସରରୁ ଜିଲ୍ଲା ପରିଷଦ ଏବଂ ଗୋଷ୍ଠି ଉନ୍ନୟନ ଅଧିକାରୀ ଙ୍କ ପକ୍ଷରୁ ଆୟୋଜିତ ଏକ ପେଡ ମା କେ ନାମ( ମାଆ ପାଇଁ ଗଛ ଟିଏ ) ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ […]Continue Reading
Odisha News Ollywood News
କଟକ, ୧୬/୯ : ଓଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। କଟକ ସିଡିଏର ଏକ ଘରୋଇ ହସ୍ପିଟାଲରେ ଫୁସ୍ଫୁସ୍ ସଂକ୍ରମଣଜନିତ ସମସ୍ୟା ନେଇ ଭର୍ତ୍ତି, ନିଜର ସ୍ବାସ୍ଥ୍ୟାବସ୍ଥା ନେଇ ବୁଦ୍ଧାଦିତ୍ୟ ମହାନ୍ତି, ଏକ ଅଡିଓ ବାର୍ତ୍ତା ଜାରି କରି କହିଛନ୍ତି ଯେ; ଦେହ ଖରାପ ପାଇଁ ସୁଟିଂ ବନ୍ଦ କରିବାକୁ ପଡ଼ିଲା । ରାତିରେ ହସ୍ପିଟାଲରେ ଭର୍ତ୍ତି ହୋଇଛିବିଭିନ୍ନ ପରୀକ୍ଷା ହୋଇଛି। ଆଉ କିଛି ପରୀକ୍ଷା ହେବ।ତେବେ କୌଣସି ଗୁରୁତର ରୋଗରେ ଆକ୍ରାନ୍ତ ନାହାଁନ୍ତି Continue Reading
Odisha News
ଭୁବନେଶ୍ବର, ୧୬/୯ : ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ ଟି, ବାଲେଶ୍ୱରର ୭୭, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର ୧୪ଟି, ଗଞ୍ଜାମର ୭୨ଟି, ଜଗତସିଂହପୁରର ୩୭ଟି, ଯାଜପୁରର ୧୯ଟି, ଝାରସୁଗୁଡ଼ାର ୧୮ଟି, କଳାହାଣ୍ଡିର ୯୦ଟି, କନ୍ଧମାଳର ୨୨ଟି, କେନ୍ଦ୍ରାପଡ଼ାର Continue Reading
National News
UTTARAKHAND, SEP 16 : Heavy overnight rains at various places in Uttarakhand damaged roads, houses and shops, and washed out a bridge early on Tuesday, while many people are reported to have gone missing following the calamity that also triggered some landslides. Disaster Management Secretary Vinod Kumar Suman said damage have been reported from Sahastradhara […]Continue Reading
Business News Top Stories
By Pramod Sahukar Bhubaneswar, Sept. 16: Chief Minister Mohan Charan Majhi on Monday, September 15, laid the foundation stones for 27 industrial projects across 12 districts, a move expected to bring investments worth Rs 25,380 crore and generate over 52,000 direct and indirect jobs. The ceremony, held at the Agriculture Education Hall of OUAT in Bhubaneswar […]Continue Reading