Home Articles posted by odadmin (Page 322)
Odisha News
ଭୁବନେଶ୍ବର, ୯/୯ : ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍। ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ।ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ଆଲୋଚନା କରାଯିବ। ଜଣେ ବି କେହି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।ସୂଚନାନୁଯାୟୀ, ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ବାବଦରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ୩ ବିଭାଗକୁ ତଥ୍ୟ ମାଗିଥିଲା। ବାଣିଜ୍ୟ ଏବଂ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସମର୍ଥ ଅନୁଷ୍ଠାନର ସମ୍ମିଳନୀ କକ୍ଷ ଠାରେ “ବିଶ୍ଵ ଫିଜିଓଥେରାପି ଦିବସ” ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ।ଜିଲ୍ଲା ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ବିଭାଗ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଯେ , ବୌଦ୍ଧିକ ଅକ୍ଷମତା ଥିବା ପିଲା ମାନଙ୍କର ସାମଗ୍ରିକ ବିକାଶକୁ ସମର୍ଥନ କରିବାରେ ଫିଜିଓଥେରାପିର Continue Reading
National News
NEW DELHI, SEP 9 : Prime Minister Narendra Modi cast the first vote as polling opened at 10 am for the high-stakes Vice Presidential election. Voting will continue until 5 pm, with counting scheduled to begin at 6 pm. The NDA’s candidate, C P Radhakrishnan, is contesting against Justice (Retd) B Sudershan Reddy, the nominee […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୯ /୯ : ସୋମବାର ଅପରାନ୍ହ ୪ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ହରଭଙ୍ଗା ବ୍ଲକର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି ।ଜିଲ୍ଲାପାଳ ଶ୍ରୀ ନାୟକ ଏକ ପେଡ ମା କେ ନାମର ପ୍ରସ୍ତୁତି ସମୀକ୍ଷା ସହ ବାଣୀଭୁଷଣପୁର, ପୁରୁଣାକଟକ ଓ ରାଧାନଗର ଠାରେ ଥିବା ବ୍ରୈଲର୍ ଫାର୍ମ ପରିଦର୍ଶନ କରିଛନ୍ତି ।ସେହିପରି ଲୁଣିବାହାଲ ଗ୍ରାମ ପଞ୍ଚାୟତର ମଧୁସୁଦନପୁର ଗ୍ରାମର ଜଣେ ହିତାଧିକାରୀଙ୍କ ଅନ୍ତୋଦୟ ଗୃହ ଘର […]Continue Reading
Top Stories
By Tapaswini Sahoo Bhubaneswar, Sep  8 : The CSIR-Institute of Minerals and Materials Technology (CSIR-IMMT), Bhubaneswar, inaugurated a specialized program on “Capacity Building in Battery Minerals Value Chain” for officials of Indian Oil Corporation Limited (IOCL) on September 8, 2025. The three-week (September 8-26) intensive program was formally inaugurated by Continue Reading
National News
NEPAL, SEP 8 : At least 16 people were killed and several injured on Monday as Nepal police opened fire on protesters demonstrating against a government ban on social media sites in Kathmandu. “Sixteen people have sadly died,” Shekhar Khanal, spokesman for the Kathmandu valley police, told AFP. “About 100 are under treatment, including police.” […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୮/୯ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଭୁବନୀ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଶଙ୍କର […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୯ : ଆନ୍ତର୍ଜାତୀୟ ସାକ୍ଷରତା ଦିବସ -୨୦୨୫ ପାଳିତ ହୋଇଥିଲା । ଏହା ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ ) ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ନୟାଗଡ଼ଠାରେ ଅନୁଷ୍ଠିତ ହୋଇଥିଲା।ଉକ୍ତ ଦିବସରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀମତୀ ରୋଜିନା ଦାସ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଏକ ସଚେତନ ରାଲି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଆଦି କର୍ମଯୋଗୀ ତାଲିମ୍ କାର୍ଯ୍ୟକ୍ରମ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ତିନି ଦିନିଆ ଆଦି କର୍ମଯୋଗୀ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି।ଏହି ତାଲିମ୍ ରେ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , Continue Reading