Home Articles posted by odadmin (Page 323)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୯: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଗତ ୩ ଦିନ ମଧ୍ୟରେ ଉକ୍ତ ଥାନା ଅଞ୍ଚଳରେ ଏକାଧିକ ଆପରାଧିକ ଘଟଣା ଘଟିବାରେ ଲାଗିଛି।ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେ କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ବେକ, ଛାତି, ପିଠିରେ ଗଭୀର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୮/୯ : ଦେଶବ୍ୟାପୀ ଫିଟ୍ ଇଣ୍ଡିଆ ଆନ୍ଦୋଳନ ସହିତ ସମନ୍ୱୟ ରଖି ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ୍ ରେଳମଣ୍ଡଳ “ସାଇକେଲ୍ ଉପରେ ରବିବାର” ବା ସଣ୍ଡେ ଅନ ସାଇକେଲ୍ ବ୍ୟାନରରେ ଏକ ସ୍ୱତନ୍ତ୍ର ସାଇକ୍ଲୋଥନ୍-୨୦୨୫ ସଚେତନତା ଅଭିଯାନ ଆୟୋଜନ କରିଥିଲା ।ଏହି ପ୍ରୟାସର ଲକ୍ଷ୍ୟ ହେଉଛି ରେଳ କର୍ମଚାରୀ ଏବଂ ସମାଜ ମଧ୍ୟରେ ଶାରୀରିକ ଓ ମାନସିକ ସୁସ୍ଥତା ଏବଂ ପରିବେଶ ସଚେତନତାକୁ ପ୍ରୋତ୍ସାହିତ କରିବା।ଫିଟ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୮/୯ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର Continue Reading
Odisha News
ଭୁବନେଶ୍ୱର, ୮/୯ : ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ । ଏହା ପୂର୍ବରୁ ଓଡିଶା ରାଜନୀତି ପାଇଁ ଆସିଛି ବଡ ଖବର । ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ହୋଇଛି ।ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରୁ ବିରତ ରହିବ ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେଡି । ଏ ନେଇ ଦଳୀୟ ସାଂସଦଙ୍କ ସୂତ୍ରରୁ ସୂଚନା ମିଳିଛି । ଏହି ଖବର ଏମିତି ସମୟରେ ଆସିଛି ଯେତେବେଳେ ନବୀନ ପଟ୍ଟନାୟକ ଦିଲ୍ଲୀରେ ଅଛନ୍ତି ।ବିଜେଡି କାହାକୁ ସମର୍ଥନ ଦେବ […]Continue Reading
Odisha News
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୮/୯ : ମୁଁ ଯ।ହାକୁ ହୁଅଇ ସଦୟ, ଜ୍ଞାନ ତା ହୁଅଇ ଉଦୟ । ଭାଗବତ ଜନ୍ମ ,ଇନ୍ଦୁ ପୂର୍ଣ୍ଣମୀ,ଚନ୍ଦ୍ରଗ୍ରହଣ ଅବସରରେ ଥିଙ୍କର୍ସ କ୍ଲବର ୧୩୪ ତମ ଆଭ।ସି ଆଲୋଚନା ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବେ ପ୍ରଫେସର ସହଦେବ ପାତ୍ର କହିଲେ ରାଜା ପରୀକ୍ଷିତଙ୍କୁ ଶୁକମୁନି ସାତ ଦିନ ଧରି ସୁଣ।ଇ ଥିବ। କଥା ଭାଗବତ ମହାପୁରାଣ ଭାବେ ଘରେ ଘରେ ପରିଚିତ । ଭାବ ଜ୍ଞାନ ବୈରାଗ୍ୟ ତତ୍ତ୍ଵ […]Continue Reading
Top Stories
By Chandrabhanu Singh Rayagada, Sept. 8: Farmers in Rayagada district are once again grappling with distress sales of custard apples, a recurring problem that reflects poor planning and lack of institutional support. Despite the Odisha government’s efforts to boost rural livelihoods through agencies like ORMAS (Odisha Rural Development and Marketing Society), the ground Continue Reading
National News
JAMMU/KASHMIR, SEP 8 : A terrorist was killed and three Army personnel were injured in an encounter that broke out in the Guddar forest area of Jammu and Kashmir’s Kulgam district on Monday. According to officials, the operation began after the Jammu and Kashmir Police provided specific intelligence, following which a joint search was launched […]Continue Reading
Odisha News
ଭୁବନେଶ୍ୱର, ୮/୯ : ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି। ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପିତୃପୁରୁଷଙ୍କୁ ତିଳ ତର୍ପଣ ଓ ତିଥି ଅନୁଯାୟୀ ପିଣ୍ଡଦାନ କରାଯିବ। ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ଓ ନରେନ୍ଦ୍ର ପୁଷ୍କରଣୀରେ ଲୋକେ ତିଳତର୍ପଣ କରିଛନ୍ତି।ବିନ୍ଦୁସାଗରରେ ମଧ୍ୟ ଅନେକ ଶ୍ରଦ୍ଧାଳୁ ତିଳ ତର୍ପଣ କରିଛନ୍ତି। ୧୫ ଦିନ ପର୍ଯ୍ୟନ୍ତ ପିତୃପକ୍ଷଙ୍କୁ ସନ୍ତୁଷ୍ଟ କରିବା ପାଇଁ ପ୍ରୟାସ କରାଯାଇଥାଏ। ପିଣ୍ଡ ପାଇବା ପରେ ପିତୃ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୯ : ରବିବାର ଦିନ ୩ ଘଣ୍ଟା ସମୟରେ ବୌଦ୍ଧ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ହରଭଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି ।ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀ ଭୋଇ ହରଭଙ୍ଗା ବ୍ଲକ ସିଙ୍ଘାଣୀବିଡା ଗ୍ରାମରେ ହେବାକୁ ଥିବା ବନୀକରଣ କାର୍ଯ୍ୟକ୍ରମ ପାଇଁ ଗାତ ଖୋଳା କାର୍ଯ୍ୟର ଅନୁଧ୍ୟାନ କରିଥିଲେ ।ପରିଦର୍ଶନ ସମୟରେ ହରଭଙ୍ଗା ତହସିଲଦାର ବଳଦେବ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ହରଭଙ୍ଗା ବ୍ଲକ, Continue Reading