Home Articles posted by odadmin (Page 325)
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୬/୮ : ଆଜି ପୂର୍ବାହ୍ନରେ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ପେଡ୍ ମା କେ ନାମ୍ ୨.୦ ନିମନ୍ତେ ଦୁଇଟି ସଚେତନତା ରଥକୁ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୦୨୫ ରିଖରେ ରାଜ୍ୟବ୍ୟାପୀ ୭୫ ଲକ୍ଷ ଚାରା ରୋପଣ ଅଭିଯାନ ଆରମ୍ଭ ହେଉଛି।ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ବାନ କ୍ରମେ ସମସ୍ତେ ଏଥିରେ ସାମିଲ ହେବା, ଆମ ଜନ୍ମଦାତ୍ରୀ Continue Reading
Top Stories
Groundbreaking publication celebrates master artisans and preserves ancient craft traditions By Ankita Moharana Bhubaneswar, Sept. 6: The MGM Foundation, in collaboration with Bhubaneswar Experimental Art and Design Studio (BEADS), on Saturday unveiled ‘Kansa: Forging Traditions, Shaping Futures,” a landmark publication documenting Odisha’s rich bell metal craft heritage. Continue Reading
Odisha News
ଭୁୁବନେଶ୍ୱର, ୬/୯ : ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବ୍ୟୁନାଲରେ ଶୁଣାଣି ହୋଇଛି । ଓଡିଶା ଓ ଛତିଶଗଡ ସରକାରଙ୍କ ପକ୍ଷରୁ ପ୍ରତିନିଧି ହାଜର ହୋଇଛନ୍ତି । ଶୁଣାଣ ନେଇ ଆଡଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।ଏଜି ପୀତାମ୍ବର ଆଚାର୍ଯ୍ୟ କହିଛ ଶୁଣାଣି ବେଳେ ଟ୍ରିବ୍ୟୁନାଲରେ ଉପଯୁକ୍ତ ଯୁକ୍ତି ରଖିଛି ଓଡିଶା । ଆପୋଷ ବୁଝାମଣାରେ ସମାଧାନ କରିବାକୁ ପ୍ରସ୍ତାବ ଦିଆଯାଇଛି । ଦୁଇ ରାଜ୍ୟର ଶୀର୍ଷ ନେତୃତ୍ୱ ଜରିଆରେ ସମାଧାନ ହେଉ । […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୬/୯: ଜିଲ୍ଲା ସ୍ତରୀୟ ଗୁରୁଦିବସ ପାଳନ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ସ୍ଥାନୀୟ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମାରୋହରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ, Continue Reading
National News
NEW DELHI, SEP 6 : Prime Minister Narendra Modi on Saturday responded warmly to US President Donald Trump’s affirmation of the India-US ties, saying he “deeply appreciates and fully reciprocates” the US President’s sentiments and positive assessment of the bilateral relations. Taking to X, PM Modi noted India-US ties as “forward-looking” Continue Reading
Odisha News
ଭୁବନେଶ୍ୱର, ୬/୯ : ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଯୁବତୀ ଅପହରଣ ଏବଂ ତାପଙ୍ଗ ଖଣିରେ ଯୁବତୀଙ୍କ କଙ୍କାଳ ଉଦ୍ଧାର ଘଟଣାରେ କମିଶନରେଟ୍ ପୋଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ଯୁବତୀଙ୍କ ପୁରୁଷ ବନ୍ଧୁ ଦେବାଶିଷ ବିଶୋୟୀଙ୍କୁ ଗିରଫ କରାଯାଇଛି । ସେ ନୟାଗଡ଼ ରଣପୁର ମଝିଆଖଣ୍ଡ ଅଞ୍ଚଳର ବାସିନ୍ଦା ଅଟେ । ମୃତ ଯୁବତୀ ହେଲେ ରଣପୁର ହରିପୁର ଅଞ୍ଚଳର ନିରୁପମା ପରିଡ଼ା (୨୨) । ଏ ନେଇ ପୋଲିସ କମିଶନର ଏସ୍.ଦେବଦତ୍ତ ସିଂହ […]Continue Reading
Odisha News
ଭୁବନେଶ୍ୱର, ୬/୯ : ରାଜ୍ୟ ସରକାର ବାୟୋମେଟ୍ରିକ ଉପସ୍ଥାପନାକୁ ବାଧ୍ୟତାମୂଳକ କରାଯାଇଛି । ପଞ୍ଚାୟତ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ମଣ୍ଡଳ ଉନ୍ନୟନ ଅଧିକାରୀ ବାୟୋମେଟ୍ରିକରେ ଉପସ୍ଥାପନ ଦେବେ ବୋଲି ପଞ୍ଚାୟତରାଜ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ ମେସିନ ଲଗାଯିବ । ସମସ୍ତ କାର୍ଯ୍ୟାଳୟରେ ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ସରକାର ନିର୍ଦ୍ଦେଶ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୬/୯ : ଓଡ଼ିଶାର ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ରାଜସ୍ବ ଓ ଭୂ – ଅର୍ଜନ ସମ୍ବନ୍ଧୀୟ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସମୀକ୍ଷା କରି ରାଜସ୍ବ କର୍ମଚାରୀ, ତହସିଲଦାର, ଉପ ନିବନ୍ଧକ ଅଧିକାରୀ ମାନେ ସରକାରଙ୍କର ବିଭିନ୍ନ ପ୍ରକାରର ଯୋଜନାର ବୃତ୍ତୀୟ ଧାରା ଓ ନିୟମ Continue Reading