By Akshya Rout Jajpur, Jul 31 : Dharamshala MLA Himanshu Sekhar Sahu finding some time to interact with a little boy on Thursday.Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୧/୭ : ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ସଚିବ ତଥା ବୌଦ୍ଧ ଜିଲା ନୋଡାଲ ଅଫିସର ଡ. ବିଜୟ କେତନ ଉପାଧାୟ ଦୁଇଦିନିଆ ବୌଦ୍ଧ ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର କ୍ଷେତ୍ର ପରିଦର୍ଶନ ପରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବିଭାଗୀୟ ସମୀକ୍ଷା କରିଥିଲେ ।ଜିଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲାପାଳ ବିଭୁତି ଭୂଷଣ ନାଏକ ସମସ୍ତଙ୍କୁ ସ୍ୱାଗତ କରିଥିବାବେଳେ ଜିଲାପରିଷଦର Continue Reading
ଭୁବନେଶ୍ୱର, ୩୧/୭: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି । ତେଣୁ ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେବାକୁ ଓଡ଼ିଶାରେ ଲାଗିବ ୭୫ ଲକ୍ଷ ଗଛ । ଲୋକସେବା ଭବନରେ ଆୟୋଜିତ ବୈଠକରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଆଜି ଲୋକସେବା ଭବନରେ “ଏକ୍ ପେଡ୍ ମା କେ ନାମ୍” ଅଭିଯାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଏକ ଜନ ଆନ୍ଦୋଳନରେ Continue Reading
କୋରାପୁଟ, ୩୧/୭: ବିଜ୍ଞାନ ଯୁଗରେ ଏବେ ବି ବଞ୍ଚି ରହିଛି ଅନ୍ଧିବଶ୍ୱାସ। ବିଶେଷକରି ଆଦିବାସୀ ଅଧ୍ୟୁଷିତ ଇଲାକାରେ ଏପରି ଅନ୍ଧବିଶ୍ୱାସ ଦେଖିବାକୁ ମିଳୁଛି।ଏମିତି ଏକ ଅନ୍ଧବିଶ୍ୱାସକୁ ଦେଖିବାକୁ ମିଳିଛି କୋରାପୁଟ ଜିଲା ରାଣ୍ଡାପାଲି ପଞ୍ଚାୟତ ଅନ୍ତର୍ଗତ ପାତ୍ରଗୁଡ଼ା ଗାଁରେ। ଏହି ଗାଁରେ ଦୁଇଟି କାଉର ମିଳନ ଦେଖିବା ଦୁଇ ଯୁବକଙ୍କ ପାଇଁ ମହାଙ୍ଗା ପଡ଼ିଛି।ଏଥିପାଇଁ ସେମାନେ ଆଦିବାସୀ ପରମ୍ପରା କଟକଣାର ଶିକାର ହୋଇ ବଞ୍ଚି ଥାଉ ଥାଉ ମରିଛନ୍ତି। କାଉଯୋଡି Continue Reading
ଭୁବନେଶ୍ଵର, ୩୧/୭ : ମହାବିଦ୍ୟାଳୟମାନଙ୍କରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ନେଇ ଶକ୍ତ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାସ ମଧ୍ୟରେ ଆଇସିସି କମିଟି ଗଠନ ନ କରାଗଲେ ସମ୍ପୃକ୍ତ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।ସେ କହିଛନ୍ତି, ଆଇସିସି କମିଟି ଗଠନ ନ କଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରିବା ପାଇଁ ସରକାର ଟାର୍ଗେଟ […]Continue Reading
By A.K. Sahoo Bhubaneswar, July 30: On July 30, Ms. Parul Patawari assumed new responsibility as Director in the Social Security & Empowerment of Persons with Disabilities (SSEPD) department. The Additional Secretary of the Department, Mrs. Sonia Behera, welcomed her with a bouquet of flowers, while Ms. Jayashree Tripathi, financial advisor and special secretary, Continue Reading
NEW DELHI, JUL 31 : A special National Investigation Agency (NIA) court on Thursday acquitted all seven accused in the 2008 Malegaon bomb blast case, including former BJP MP Pragya Singh Thakur and Lt Col Prasad Purohit. Notably, six people were killed and over 100 injured when an explosive device strapped on a motorcycle went […]Continue Reading
ଢେଙ୍କାନାଳ, ୩୧/୭: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଖଜୁରିଆକଟାରେ ହାତୀ ଆତଙ୍କ ଦେଖିବାକୁ ମିଳିଛି । ହାତୀ ଆକ୍ରମଣରେ ଦେଢଶୂର ଓ ଭାଇବୋହୂଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି ।ମୃତକମାନେ ହେଲେ ବାଘଧରିଆ ଗ୍ରାମର ମୃତକ ହେଲେ ଝୁଲଣ ଦେହୁରୀ (୫୦ ବର୍ଷ) ଓ ତାଙ୍କ ଦେଢଶୂର କରୁଣାକର ଦେହୁରୀ (୬୧ ବର୍ଷ) ଏବଂ ଅନ୍ୟ ଜଣେ ଶଶୀ ଦେହୁରୀ (୬୬ ବର୍ଷ)। ତେବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ […]Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୩୧/୭: ଭାରତ ରତ୍ନ ଶ୍ରୀ ଜେଆରଡି ଟାଟାଙ୍କ ୧୨୧ତମ ଜୟନ୍ତୀ ପ୍ରତି ଶ୍ରଦ୍ଧାଞ୍ଜଳି ସ୍ୱରୂପ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ) ପକ୍ଷରୁ ବାଲେଶ୍ୱରର ନୋସି କମର୍ସିଆଲ ସେଣ୍ଟରରେ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା।ଏଥି ସହିତ ଟିପିଏନଓଡିଏଲ ଅଧୀନରେ ଥିବା ସମସ୍ତ ଡିଭିଜନ କାର୍ଯ୍ୟାଳୟରେ ମଧ୍ୟ ଶ୍ରୀ ଜେଆରଡି ଟାଟାଙ୍କ ଜୟନ୍ତୀ ପାଳନ Continue Reading
ଭୁବନେଶ୍ୱର, ୩୧/୭: ଧୋକା ଦେଲେ ସ୍ୱାମୀ । ବିବାହର ଏକ ବର୍ଷ ପରେ ଛୁଆ ଜନ୍ମ ହୋଇସାରିବା ପରେ ଉଭଙ୍କୁ ଛାଡି ଚାଲିଯାଇଛନ୍ତି ସ୍ୱାମୀ। ଏଭଳି ଅଭିଯୋଗ ଆଣିଛନ୍ତି OSDMA ରେ କାର୍ଯ୍ୟରତ DGMସାର୍ଥକ ସୌରଭ ମହାପାତ୍ରଙ୍କ ପତ୍ନୀ ।ପତ୍ନୀ ଅର୍ଚ୍ଚନା ଦାସ ମହିଳା ଥାନାର ଦ୍ୱାରସ୍ଥ ହୋଇ ସାର୍ଥକଙ୍କ ନାମରେ ସଂଘାତିକ ଅଭିଯୋଗ ଆଣିଛନ୍ତି । ସ୍ୱାମୀ, ଶାଶୁ ଓ ନଣନ୍ଦଙ୍କ ନାଁରେ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା ।ସେ ଆହୁରି ଅଭିଯୋଗରେ କରିଛନ୍ତି Continue Reading




